Posted inଜାତୀୟ

ସ୍ବଚ୍ଛତା ଅଭିଯାନ: ପାଠ ପଢ଼ିବା ପୂର୍ବରୁ ଶୌଚାଳୟ ସଫା କରନ୍ତି ଛାତ୍ରୀଛାତ୍ର

ଜବଲପୁର,୧୭।୭: ଏବେ ଦେଶବ୍ୟାପି ସ୍ବଚ୍ଛତା ଅଭିଯାନ ଜାରି ରହିଛି। ଏହି ମର୍ମରେ ମଧ୍ୟପ୍ରଦେଶର ଜବଲପୁର ସ୍ଥିତ ଶହପୁରାରେ ଥିବା ଧରତୀ କଛାର ଏବଂ ଛପରା ପ୍ରାଥମିକ ସ୍କୁଲରେ ଛୋଟପିଲାଙ୍କ ମଧ୍ୟରେ ଏନେଇ ସଚେତନତା ସୃଷ୍ଟି ପାଇଁ କେତେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ସ୍କୁଲର ଛାତ୍ରୀଛାତ୍ର ପାଠ ପଢ଼ିବା ପୂର୍ବରୁ ଶୌଚାଳୟ ସଫା କରନ୍ତି। ସେହିପରି ମଧ୍ୟାହ୍ନ ଭୋଜନ ପୂର୍ବରୁ ଓ ପରେ ନିଜେ ନିଜର ଖାଇବା ଥାଳି ମଧ୍ୟ ଛାତ୍ରୀଛାତ୍ରମାନେ ଧୋଇଥାନ୍ତି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ସ୍ବଚ୍ଛତା ସମ୍ପର୍କରେ ସଚେତନା ସୃଷ୍ଟି ଲାଗି ଏପରି କରାଯାଉଥିବା କୁହାଯାଉଛି। ଏହାର ଭିଡ଼ିଓ ଭାଇରାଲ ହେବା ପରେ ରାଜ୍ୟ ପ୍ରଶାସନ ପକ୍ଷରୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଜବାବ୍‌ ତଲବ୍‌ କରାଯାଇଥିଲା। ତେବେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ଏପରି କରାଯାଉଥିବା ସ୍କୁଲ କର୍ତ୍ତୃପକ୍ଷ ସୂଚନା ଦେଇଥିଲେ।


All Right Reserved By Dharitri.Com

ଆଜମ ଖାଁଙ୍କୁ ସମର୍ଥନ ଦେବାକୁ ବର ବେଶରେ ପହଞ୍ଚିଲେ ସମାଜବାଦୀ ପାର୍ଟି ନେତା ଫିରୋଜ

ରାମପୁର,୧୪।୯: ସମାଜବାଦୀ ପାର୍ଟି ନେତା ତଥା ରାମପୁର ଏମ୍‌ପି ଆଜମ ଖାଁ ଏବେ ଅଡୁଆରେ ପଡିଛନ୍ତି। ଏହି ସମୟରେ ଦଳର ସବୁ ବରିଷ୍ଠ ନେତା ତାଙ୍କ...

ଷ୍ଟାର କ୍ୟାମ୍ପେନ ତାଲିକାରୁ ବାଦ୍‌ ପଡ଼ିଲେ ୨ଭାଜପା ନେତା

ନୂଆଦିଲ୍ଲୀ,୨୯।୧: ଆକ୍ସନ ମୁଡ୍‌ରେ ଦିଲ୍ଲୀ ନିର୍ବାଚନ କମିଶନ। ଉତ୍ତେଜନାପୂର୍ଣ୍ଣ ବୟାନକୁ ନେଇ ଭାଜପା ଏମ୍‌ପି ଓ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ନିର୍ବାଚନ କମିଶନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ମୁଖ୍ୟମନ୍ତ୍ରୀଙ୍କ ବଙ୍ଗଳାକୁ ଖିଲାପକାରୀ ଘୋଷଣା କଲା ବିଏମ୍‌ସି

ମୁମ୍ବାଇ,୨୪।୬: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କ ବଙ୍ଗଳା ‘ବର୍ଷା’କୁ ବ୍ରିହାନମୁମ୍ବାଇ ମ୍ୟୁନସିପାଲ କର୍ପୋରେଶନ(ବିଏମ୍‌ସି) ଖିଲାପକାରୀ ଘୋଷଣା କରିଛନ୍ତି। ଏହି ବଙ୍ଗଳା ଉପରେ ୭ଲକ୍ଷ ୪୪ ହଜାର...

ରାଜୀବ କୁମାରଙ୍କୁ ଆଶ୍ୱସ୍ତି: ମିଳିଲା ଆଗୁଆ ଜାମିନ

କୋଲକାତା,୧।୧୦: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ତଥା ପୂର୍ବତନ କୋଲକାତା ପୋଲିସ କମିଶନର ରାଜୀବ କୁମାରଙ୍କୁ ଆଶ୍ୱସ୍ତି ମିଳିଛି। ଶାରଦା ଚିଟଫଣ୍ଡ ମାମଲାରେ...

ମାନେସାର ହୋଟେଲରେ ଭାଜପା ବିଧାୟକ

ନୂଆଦିଲ୍ଲୀ,୧୨ା୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଦେଇଥିବାବେଳେ କଂଗ୍ରେସ ଏବଂ ଭାଜପା ସେମାନଙ୍କ ବିଧାୟକମାନଙ୍କୁ ସୁରକ୍ଷିତ ରଖିବାକୁ ଉଦ୍ୟମ କରିଛନ୍ତି। ଭାଜପା ଏହାର ସମସ୍ତ ବିଧାୟକଙ୍କୁ ହରିୟାଣାର...

କାଟ୍ରୋସାଟ-୩ ଉତ୍‌କ୍ଷେପଣ ପୂର୍ବରୁ ତିରୁମାଲା ଦର୍ଶନ କଲେ ଇସ୍ରୋ ମୁଖ୍ୟ

ତିରୁପତି,୨୬।୧୧: ଇସ୍ରୋ ମୁଖ୍ୟ କେ. ଶିବନ୍‌ ଭାରତର ଉପଗ୍ରହ କାଟ୍ରୋସାଟ-୩ ଉତ୍‌କ୍ଷେପଣ ପୂର୍ବରୁ ମଙ୍ଗଳବାର ତିରୁପତିସ୍ଥିତ ତିରୁମାଲା ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ଏଥିସହ ଭଗବାନ୍‌ଙ୍କ ଆଶୀର୍ବାଦ...

ଜମି ଅଧିଗ୍ରହଣ ମାମଲାରେ ରବର୍ଟଙ୍କୁ ଇଡିର ସମନ

ନୂଆଦିଲ୍ଲୀ,୨୯।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଭିଣୋଇ ତଥା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ଜମି ଅଧିଗ୍ରହଣ ମାମଲାରେ ପଚରାଉଚରା ପାଇଁ ପ୍ରବର୍ତ୍ତନ...

ଏୟାର କମାଣ୍ଡର ଅଭିନନ୍ଦନଙ୍କ ସାହସିକତାକୁ ପାଠ ବହିରେ ପଢିବେ ଛାତ୍ରୀଛାତ୍ର

ଜୟପୁର, ୧୬।୫: ଭାରତୀୟ ବାୟୁସେନାର ଓିଙ୍ଗ କମାଣ୍ଡର ଅଭିନନ୍ଦନ ବଥର୍ର୍ମାନଙ୍କ ବାହାଦୂରୀକୁ ଏବେ ଛାତ୍ରୀଛାତ୍ର ପାଠ ବହିରେ ପଢିବେ ବୋଲି ରାଜସ୍ଥାନ ସରକାର ନିଷ୍ପତ୍ତି ନେଇଛନ୍ତି।...

Leave a comment

Your email address will not be published. Required fields are marked *