ରାଜନଗର ଗୁପ୍ତି ଷ୍ଟେଟ୍‌ ବ୍ୟାଙ୍କରୁ ଚୋରି

ରାଜନଗର,୧୭।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଗୁପ୍ତିସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ବୁଧବାର ସକାଳୁ ସ୍ଥାନୀୟ ଲୋକେ ଏହା ଜାଣିବା ପରେ ବ୍ୟାଙ୍କ ମ୍ୟାନେଜରଙ୍କୁ ଖବର ଦେଇଥିଲେ। ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନାହିଁ। ତେଣୁ ବ୍ୟାଙ୍କରୁ କେତେ ଟଙ୍କା ଚୋରି ହୋଇଛି ହୋଇଛି ତାହା ଜଣାପଡ଼ି ନାହିଁ।


All Right Reserved By Dharitri.Com

ମହାନଦୀ ପଠାରୁ ଖସୁଛି ଅତଡ଼ା: ପଥର ପ୍ୟାକିଂ, ବୃକ୍ଷରୋପଣ ଦାବି

ତିର୍ତ୍ତୋଲ,୧୪ା୬(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ଦେଇ ପ୍ରବାହିତ ମହାନଦୀର ଦକ୍ଷିଣ ପାର୍ଶ୍ୱ ବାଲିପାଟଣାଠାରୁ ତିର୍ତ୍ତୋଲ ପର୍ଯ୍ୟନ୍ତ ନଦୀପଠାରୁ ବ୍ୟାପକ ଅତଡ଼ା ଖସୁଛି। ନଦୀ ଶଯ୍ୟାରୁ ଅବାଧ ବାଲି...

ପାଟକୁରା ଭୋଟ ଗଣତି Live Updates: ୧୭ ରାଉଣ୍ଡ ସୁଦ୍ଧା ସାବିତ୍ରୀ ୧୭,୫୩୬ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ,୨୪।୭: ପାଟକୁରା ବିଧାନସଭା ଆସନ ଲାଗି ଭୋଟ ଗଣତି ଚାଲୁ ରହିଛି। ୧୭ ରାଉଣ୍ଡ ଶେଷ ସୁଦ୍ଧା ୧୭,୫୩୬ ଭୋଟରେ ବିଜେଡି ଆଗୁଆ ରହିଛି।...

୬ ମାସ ହେଲା ଏସ୍‌ଏଚଜି ସଦସ୍ୟାଙ୍କୁ ମିଳିନି ପ୍ରାପ୍ୟ: ଜିଲାପାଳଙ୍କ ଠାରେ ଅଭିଯୋଗ

ନୟାଗଡ଼ ଅଫିସ,୧୮।୭: ନୟାଗଡ଼ ଜିଲାରେ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚଜି)ର ମହିଳାମାନେ ବିଦ୍ୟୁତ୍‌ ବିଭାଗ ତରଫରୁ ବିଲ୍‌ ସଂଗ୍ରହ କରି ସ୍ବାବଲମ୍ବୀ ହେବା ଜିଲା ତଥା...

ଜଗତ୍‌ସିଂହପୁର ଛିନ୍‌ତାଇ ମାମଲା: ଏକାଧିକ ମାମଲାରେ ସମ୍ପୃକ୍ତ ୭ ଅଭିଯୁକ୍ତ ଗିରଫ

ଜଗତ୍‌ସିଂହପୁର ଅଫିସ, ୧୩ା୬: କିଛି ଦିନ ହେବ ଜଗତ୍‌ସିଂହପୁର ସହରରେ ଅପରାଧୀମାନେ ଦିନ ଦ୍ୱି ପ୍ରହରରେ ମହିଳାଙ୍କ ବେକରୁ ସୁନା ଚେନ୍‌ ଛିନତାଇ କରି ନେବା...

ଅବଧି ଶେଷହେବାର ୨ବର୍ଷ ବିତିବ, ବିଜୁ ସେତୁ ଅଧାପନ୍ତରିଆ

ଦଶପଲ୍ଲା,୧୩ା୬(ଡି.ଏନ୍‌.ଏ): ଅଞ୍ଚଳର ବିକାଶ ସାଙ୍ଗକୁ ଲୋକଙ୍କ ସୁବିଧା ପାଇଁ ସରକାର ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଅନେକ ସ୍ଥାନରେ...

ଇଭିଏମ୍‌ ଅଚଳ : ଧାଡ଼ିରେ ଠିଆ ହୋଇ ଚେତାଶୂନ୍ୟ ହେଲେ ୨ ଭୋଟର

ଯାଜପୁରରୋଡ୍‌,୨୯ା୪(ନି.ପ୍ର.): ଯାଜପୁର ଜିଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ କୋରେଇ ନିର୍ବାଚନମଣ୍ଡଳୀର ଫାଜଲପୁର ଆଦର୍ଶ ଭୋଟ କେନ୍ଦ୍ରରେ ଏସାରୋଲ୍‌ ବିବି(୨୨) ଭୋଟ ଦେବା ପାଇଁ...

ବାର୍‌ହା ଆକ୍ରମଣରେ ମହିଳା ଗୁରୁତର

ନୟାଗଡ଼ ଅଫିସ,୨୧ା୪: ଓଡ଼ଗାଁ ଥାନା ପେଟେଇଚଣ୍ଡୀ ମନ୍ଦିର ପଛପଟେ ଥିବା କାଜୁ ଜଙ୍ଗଲରେ ଶନିବାର ବାର୍‌ହା ଆକ୍ରମଣ ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ...

ମୂଲ୍ୟବାନ କାଠପଟା ଜବତ

ଓଡଗାଁ, ୨୫।୭(ସ୍ବ.ପ୍ର): ଓଡଗାଁ ବନାଞ୍ଚଳ ଅଧିନସ୍ଥ ମଗରବନ୍ଧ ଗଁାରେ ଜଣେ ବ୍ୟକ୍ତିଙ୍କ ଘରେ ଗୁରୁବାର ବନବିଭାଗ ଚଢ଼ାଉ କରିଛି। ନୟାଗଡ଼ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶରେ ଉକ୍ତ...

Leave a comment

Your email address will not be published. Required fields are marked *