Posted inଜାତୀୟ

ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହୋଇ ପାରିବେ ନାହିଁ: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନକୁ ନେଇ ଭାଜପା ଖୁବ୍‌ ଆଶାବାଦୀ ଥିବା ବେଳେ ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ଏହି ମସୟରେ ଏକ ଚମକାଇବା ଭଳି ମନ୍ତବ୍ୟ ଦେଇଛନ୍ତି। ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ସେ କହିଛନ୍ତି ଭାଜପା ୨୩୦ରୁ କମ ଆସନରେ ବିଜୟୀ ହେଲେ ନରେନ୍ଦ୍ର ମୋଦି ପୁଣି ଥରେ ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ। ‘ହଫ୍‌ପୋଷ୍ଟ ଇଣ୍ଡିଆ’କୁ ଦେଇଥିବା ଏକ ସାକ୍ଷାତକାରରେ ସେ ଏହା କହିଛନ୍ତି। ତେବେ ସହଯୋଗୀ ଦଳଙ୍କ ସହଯୋଗ ଓ ଭାଜପାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ବଦଳିଲେ ହୁଏତ ଏଥର ଭାଜପା ଶାସନ କ୍ଷମତା ହାତେଇ ପାରେ ବୋଲି ସେ କହିଛନ୍ତି।


All Right Reserved By Dharitri.Com

ଜେଲରେ ପ୍ରତିଷେଧକ ବ୍ୟବସ୍ଥା ନେଇ ରିପୋର୍ଟ ତଲବ

ନୂଆଦିଲ୍ଲୀ,୧୭।୩(ପି.ଟି.): କରୋନାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଥିବାବେଳେ ସାରା ଦେଶରେ ଥିବା ଜେଲ୍‌ଗୁଡ଼ିକରେ ଅତ୍ୟଧିକ ବନ୍ଦୀଙ୍କୁ ନେଇ ସର୍ବୋଚ୍ଚ ଅଦାଲତ ଉଦ୍‌ବେଗ ପ୍ରକାଶ କରିଛନ୍ତି।...

କରୋନା ସଂକ୍ରମଣରେ ୨୭ ବର୍ଷ ଯୁବକଙ୍କ ମୃତ୍ୟୁ

ପୁଣେ,୧୦।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଶୁକ୍ରବାର ପୁଣେରେ କରୋନା ପଜିଟିଭ ଥିବା ଜଣେ ୨୭ ବର୍ଷ ବୟସର ଯୁବକଙ୍କ...

ଦିଲ୍ଲୀ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ହେଲେ ସୁଭାଷ ଚୋପ୍ରା

ନୂଆଦିଲ୍ଲୀ,୨୩।୧୦: ବିଧାନସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀ କଂଗ୍ରେସକୁ ନୂଆ ଅଧ୍ୟକ୍ଷ ମିଳିଛି। ବୁଧବାର ସୁଭାଷ ଚୋପ୍ରାଙ୍କୁ ଦିଲ୍ଲୀ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।...

ଡବ୍ଲ୍ୟୁଏଚ୍‌ଓ କାର୍ଯ୍ୟନିର୍ବାହୀ ବୋର୍ଡ ଅଧ୍ୟକ୍ଷ ଦାୟିତ୍ୱ ନେଲେ ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୨୩ା୫(ପି.ଟି.): କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଜାପାନର ଡ....

କାଟ୍ରୋସାଟ୍‌-୩ର ସଫଳ ଉତ୍‌କ୍ଷେପଣ: ମହାକାଶରୁ ସୀମା ଉପରେ ରଖିବ କଡ଼ା ନଜର

ଶ୍ରୀହରିକୋଟା,୨୭।୧୧: ଭାରତ ପୁଣି ରଚିଛି ଇତିହାସ। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ଦ୍ୱାରା ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍‌-୩ର...

ଦିଲ୍ଲୀରେ ଘନ ଧୂଆଁ ଚାଦର: ୩୨ ବିମାନର ଗତିପଥରେ ପରିବର୍ତ୍ତନ

ନୂଆଦିଲ୍ଲୀ,୩।୧୧: ରାଜଧାନୀ ଦିଲ୍ଲୀରେ ସୃଷ୍ଟି ହୋଇଥିବା ଘନ ଧୂଆଁ ଚାଦର ଯୋଗୁ ବିମାନ ଚଳାଚଳରେ ବାଧା ସୃଷ୍ଟି ହୋଇଛି। ରବିବାର ଦିଲ୍ଲୀ ଅଭିମୁଖେ ଆସୁଥିବା ୩୨ଟି...

ଦେଶଦ୍ରୋହ ମାମଲା: କହ୍ନେୟା କୁମାରଙ୍କୁ କ୍ଲିନଚିଟ୍‌ ଦେଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୬।୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନୟୁ)ରେ ଦେଶଦ୍ରୋହ ସ୍ଲୋଗାନ ଦେଇ ଫଶିଥିବା କହ୍ନେୟା କୁମାର ଏବଂ ୯ ଛାତ୍ରଙ୍କ ନାଁରେ ମକଦ୍ଦମା ଚଲାଇବାକୁ ଦିଲ୍ଲୀ ପୋଲିସକୁ ଅନୁମତି...

୭୮ଟି ଲୋକ ସଭା ଆସନ ହାର୍‌ଜିତ୍‌ରେ ଗ୍ରହଣ କରିବ ନିର୍ଣ୍ଣାୟକ ଭୂମିକା

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ତେବେ ଫଳ ପ୍ରକାଶ ପୂର୍ବରୁ ହାର୍‌ଜିତ୍‌ ନେଇ ଅଙ୍କକଷା ଜୋର୍‌ ଧରିଛି। ଚଳିତ ନିର୍ବାଚନରେ...

Leave a comment

Your email address will not be published. Required fields are marked *