Posted inଜାତୀୟ

ସମ୍ବିଧାନ ଅନୁଯାୟୀ କାର୍ଯ୍ୟ କରିବି’

ବେଙ୍ଗାଲୁରୁ,୧୮ା୭(ପି.ଟି.): ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ କର୍ନାଟକ ବିଧାନସଭାର ବାଚସ୍ପତି କେ.ଆର୍‌. ରମେଶ କୁମାର ସ୍ବାଗତ କରିଛନ୍ତି। ବିଦ୍ରୋହୀ ବିଧାୟକମାନଙ୍କ ଇସ୍ତଫା ସମ୍ପର୍କରେ ନିଷ୍ପତ୍ତି ନେବା ଲାଗି ଅଦାଲତ ବାଚସ୍ପତିଙ୍କୁ ସ୍ବାଧୀନତା ଦେଇଥିଲାବେଳେ ସେ ସମ୍ବିଧାନର ନିୟମ ଅନୁଯାୟୀ ପଦକ୍ଷେପ ନେବେ ବୋଲି କହିଛନ୍ତି। ବାଚସ୍ପତି ନିଜ ଦ୍ୱାରା ଧାର୍ଯ୍ୟ ସମୟସୀମା ମଧ୍ୟରେ ବିଦ୍ରୋହୀ ବିଧାୟକମାନଙ୍କ ନିଷ୍ପତ୍ତି ସମ୍ପର୍କରେ ନିଷ୍ପତ୍ତି ନେଇପାରିବେ ବୋଲି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ରାୟ ଦେଇଥିଲେ।


All Right Reserved By Dharitri.Com

ଉତ୍ସାହ ଆଗରେ ବୟସ ହାର ମାନିଲା: ପୋଲିଂ ବୁଥ୍‌ରେ ପହଞ୍ଚିଲେ ବରିଷ୍ଠ ନାଗରିକ

ପାଟନା, ୧୮।୪: ମନର ଉତ୍ସାହ ଆଗରେ ବୟସ ହାର ମାନିଛି। ଏହର ଉଦାହରଣ ଦେଖିବାକୁ ମିଳିଛି ବିହାର ଭାଗଲପୁରର ଏକ ମତଦାନ କେନ୍ଦ୍ରରେ। ଏଠାରେ ଜଣେ...

ରାଜଧାନୀ ଛାଡିବାକୁ ଚାହୁଁଛନ୍ତି ଲୋକେ

ନୂଆଦିଲ୍ଲୀ,୩।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ଏବେ ଅଧିକ ହୋଇଯାଇଛି ଯେ ଏଠାରେ ଲୋକେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। ଏହାକୁ ନେଇ ବିଭିନ୍ନ...

ଉପମୁଖ୍ୟମନ୍ତ୍ରୀ ପଦ ମାଗିଲା କଂଗ୍ରେସ

ମୁମ୍ବାଇ,୩୦।୧୧: ମହାରାଷ୍ଟ୍ର ରାଜନୀତି ପୁଣି ଚର୍ଚ୍ଚାରେ। ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ଶନିବାର ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ କହିଛନ୍ତି।...

ଏମ୍‌ପି ଭାବେ ଶପଥ ନେଲେ ମୋଦି

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବଜେଟ ଅଧିବେଶନର ପ୍ରଥମଦିନରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପି ଭାବେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ବୀରେନ୍ଦ୍ର କୁମାର...

ନାଗରିକତା ସଂଶୋଧନ ବିଲ୍‌ ନେଇ ହିଂସା: ଦିବ୍ରୁଗଡ଼ରେ ବିକ୍ଷୋଭକାରୀଙ୍କ ଉପରେ ପୋଲିସର ଲାଠି ଚାଳନା

ଦିବ୍ରୁଗଡ଼, ୧୧।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ଆସାମରେ ହିଂସାକାଣ୍ଡ ଜାରି ରହିଛି। ବୁଧବାର ଉତ୍ୟକ୍ତ ବିକ୍ଷୋଭକାରୀଙ୍କୁ ଘଉଡ଼େଇବା ପାଇଁ ପୋଲିସ ପକ୍ଷରୁ ଲାଠି ଚାଳନା...

ଆଜି କୁଳଭୂଷଣଙ୍କୁ ମିଳିବ ଦୂତାବାସ ସହାୟତା

ନୂଆଦିଲ୍ଲୀ/ଇସ୍‌ଲାମାବାଦ୍‌, ୨।୮(ଆଇଏଏନ୍‌ଏସ୍‌):ପାକିସ୍ତାନୀ ଜେଲ୍‌ରେ ବନ୍ଦୀ ଥିବା ଭାରତୀୟ ନାଗରିକ କୁଳଭୂଷଣ ଯାଦବଙ୍କୁ ଦୂତାବାସ ସହାୟତା ଯୋଗାଇଦେବାକୁ ପାକିସ୍ତାନ ରାଜି ହୋଇଛି। ତାଙ୍କୁ ଏହି ସହାୟତା ଦେବାକୁ ଅନ୍ତର୍ଜାତୀୟ...

ଅଖିଳେଶଙ୍କ ଟାର୍ଗେଟରେ ମୋଦି ସରକାର: ଆମ ଅର୍ଥବ୍ୟବସ୍ଥାଠାରୁ ଭଲ ବାଂଲାଦେଶର

ଲକ୍ଷ୍ନୌ,୨୬।୮: ସମାଜବାଦୀ ପାର୍ଟି(ଏସ୍‌ପି)ର ଅଧ୍ୟକ୍ଷ ଅଖିଳେଶ ଯାଦବ ଆଇନ ବ୍ୟବସ୍ଥାକୁ ନେଇ ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଉତ୍ତରପ୍ରଦେଶର ଆଇନ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ବେଳେ...

ବିହାରରେ ଏନ୍‌ଡିଏ ଆଗରେ ମେଣ୍ଟ ପଛରେ

ପାଟନା,୨୩।୫: ବିହାରର ୩୫ଟି ଯାଗ ଲୋକ ସଭା ଆସନରେ ଏନ୍‌ଡିଏ ଏବେ ସୁଦ୍ଧା ଅଗାରେ ଥିବା ସୂଚନା ମିଳିଛି। ଏଠାରେ ମେଣ୍ଟ କେବଳ ପାଟଳିପୁତ୍ର ଆସନରେ...

Leave a comment

Your email address will not be published. Required fields are marked *