କଟକ ଜିଲାରୁ ୪୩୯, ସହରରୁ ୨୭୬ ପଜିଟିଭ

କଟକ ଅଫିସ,୨୬ା୮- କଟକ ଜିଲାରେ ଲଗାତର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୪୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସେଥିରେ ସହରରୁ ୨୭୬ ସଂକ୍ରମିତ ରହିଛନ୍ତି।
କଟକ ସହରରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବକ୍ସିବଜାର ଅଞ୍ଚଳରୁ ସର୍ବାଧିକ ୧୩ ଜଣ ରହିଛନ୍ତି। ସେସୁର ବିଜୁ ପଟ୍ଟନାୟକ ଛକ କାର୍ଯ୍ୟାଳୟରୁ ୧୦, ବାଦାମବାଡ଼ି କାର୍ଯ୍ୟାଳୟରୁ ୮ ଓ ମୁଖ୍ୟ କାର୍ଯ୍ୟାଳୟରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜାଉଁଳିଆପଟିରୁ ୧୦, ଯୋବ୍ରାରୁ ୯, ଝାଞ୍ଜିରୀମଙ୍ଗଳାରୁ ୫, କୁମ୍ଭାର ସାହିରୁ ୩, ମହାନଦୀ ବିହାରରୁ ୪, ମଙ୍ଗଳାବାଗରୁ ୩, ଜଗତପୁରରୁ ୫, ଓଏସ୍‌ଏପିରୁ ୫, ପୁରୀଘାଟରୁ ୪, ରାଜାବଗିଚାରୁ ୩, ରାଣୀହାଟରୁ ୪, ଶଙ୍କରପୁରରୁ ୬, ସୂତାହାଟରୁ ୫, ତୁଳସୀପୁରରୁ ୫, ଚୌଧୁରୀ ବଜାରରୁ ୬, ସିଡିଏ ଅଞ୍ଚଳରୁ ୯, ବିଡ଼ାନାସୀରୁ ୫ ଓ ବଙ୍ଗାଳୀ ସାହିରୁ ୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେହିପରି ଗ୍ରାମାଞ୍ଚଳରେ ତିଗିରିଆରୁ ୪୩, ବାଙ୍କୀରୁ ୩୨, ସାଲେପୁରରୁ ୨୩, ଡମପଡ଼ାରୁ ୨୨, ବଡ଼ମ୍ବାରୁ ୧୯, ଚୌଦ୍ୱାରରୁ ୫, କଟକ ସଦରରୁ ୪, ମାହାଙ୍ଗା ୩, କଣ୍ଟାପଡ଼ା ଓ ଟାଙ୍ଗୀରୁ ଜଣେ ଲେଖାଏ ପଜିଟିଭ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୨ରେ ଭାରତ ପ୍ରତିଭା ସମ୍ମାନ ଉତ୍ସବ

କଟକ ଅଫିସ,୨୦ା୮: ଜୟ ଭାରତ ଫାଉଣ୍ଡେଶନ ପକ୍ଷରୁ ସବୁବର୍ଷ ଭଳି ପୂଜ୍ୟପୂଜା ପରମ୍ପରାକୁ ଅବ୍ୟାହତ ରଖି ଚଳିତ ବର୍ଷ ୨୧ତମ ଭାରତ ପ୍ରତିଭା ସମ୍ମାନ ଓ...

ଭାରତକୁ ସାଲ୍ୟୁଟ୍‌ କଲା ଜାତିସଂଘ

କୋଭିଡ୍‌-୧୯ ମହାମାରୀ ବିରୋଧୀ ଲଢ଼େଇରେ ଅନ୍ୟ ଦେଶକୁ ସହାୟତା କରିଥିବା ଭାରତ ଓ ଅନ୍ୟ ରାଷ୍ଟ୍ରଙ୍କୁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ସାଲ୍ୟୁଟ୍‌ ଜଣାଇଛନ୍ତି। କରୋନା...

ହାଇକୋର୍ଟରେ ଦଶହରା ମାମଲା: ଯେତିକି ଉଚ୍ଚର ମୂର୍ତ୍ତି ହୋଇଛି, ସେତିକି ରହିବ

କଟକ ଅଫିସ,୧୭।୯: ଦଶହରାରେ ମୃଣ୍ମୟୀ ମୂର୍ତ୍ତି ନିର୍ମାଣକୁ ନେଇ ଲାଗିଥିବା ବିବାଦରେ ହାଇକୋର୍ଟ ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯେଉଁ ପୂଜା କମିଟି ଯେତିକି ଉଚ୍ଚତାର...

ପଞ୍ଚମ କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରକାଶ କଲା ବିଏମ୍‌ସି, ନିଷିଦ୍ଧାଞ୍ଚଳ ହେଲା ସୂର୍ଯ୍ୟନଗର

ଭୁବନେଶ୍ୱର, ୨ା୪(ବ୍ୟୁରୋ): ଭୁବନେଶ୍ୱରରୁ ବୁଧବାର ଚିହ୍ନଟ ହୋଇଥିବା ଓଡ଼ିଶାର ୫ମ କରୋନା ଆକ୍ରାନ୍ତଙ୍କ ପରିଚୟ ଲୋକଲୋଚନକୁ ଆଣିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ସେ ହେଲେ...

ରାଜ୍ୟରେ ୧୮ ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ୧୮ ଜିଲାରୁ ୯୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଶନିବାର ଚିହ୍ନଟ ହୋଇଥିବା ୯୬ କରୋନା ସଂକ୍ରମିତ ୧୮ ଜିଲାର। ସେମାନଙ୍କ ମଧ୍ୟରୁ ସର୍ବାଧିକ ୧୦ ଜଣ ଲେଖାଏ କେନ୍ଦ୍ରାପଡ଼ା ଓ...

ରାଜଧାନୀରେ ଖସୁଛି କରୋନା ଗ୍ରାଫ୍‌: ଆଜି ୭୫ ଚିହ୍ନଟ, ସୁସ୍ଥ ହେଲେ ୧୪୨

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ବୁଧବାର...

ଶେଫ୍‌ ପ୍ରସ୍ତୁତ କଲେ କରୋନା ବର୍ଗର: କହିଲେ ‘ଯିଏ ଡରଉଛି ତାକୁ ଖାଅ’

ହନୋଇ: ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ସୃଷ୍ଟି କରିଚାଲିଛି। ଏହି ପରିସ୍ଥିତିରେ ଜଣେ ବ୍ୟକ୍ତି ଏହି ଭାଇରସ୍‌କୁ ଖାଇବା ପାଇଁ ପରାମର୍ଶ ଦେଇଛନ୍ତି। ଶୁଣି...

ଆଉ ଜଣେ କରୋନା ପ୍ରଘଟକାରୀ ଡାକ୍ତରଙ୍କ ମୃତ୍ୟୁ

ବେଜିଂ,୪ା୬: କରୋନା ସଂକ୍ରମଣରେ ଚାଇନାର ଆଉ ଜଣେ ଡାକ୍ତରଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ଉହାନ ସେଣ୍ଟ୍ରାଲ ହସ୍ପିଟାଲରେ ୟୁରୋଲୋଜିଷ୍ଟ ଭାବେ କାର୍ଯ୍ୟରତ ୪୨...

Coronavirus Update

Archives

Model This Week

Why Dharitri