Posted inଜାତୀୟ

ଅନୁଚ୍ଛେଦ ୩୭୦ ହଟିବା ପରେ ୪୩୯ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…

ନୂଆଦିଲ୍ଲୀ, ୨।୨ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବା ପରେ ରାଜ୍ୟରେ ଜାରି ରହିଥିବା ଆତଙ୍କବାଦ ବିରୋଧି ଅପରେଶନ୍‌ ଅଲ୍‌ଆଉଟ୍‌ ବେଶ୍‌ ସଫଳ ରହିଛି। ରାଜ୍ୟରେ ୪୩୯ ଆତଙ୍କବାଦୀଙ୍କ ମୁଣ୍ଡ ବିଭିନ୍ନ ଏନ୍‌କାଉଣ୍ଟରରେ ଗଡ଼ିଛି।

ସେହିପରି ୫୪୧ ଆତଙ୍କବାଦୀ ଆକ୍ରମଣ ଘଟିଛି ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ଏମ୍‌ପି ନୀରଜ ଡାଙ୍ଗିଙ୍କ ଦ୍ୱାରା ପଚରା ଯାଇଥିବା ପ୍ରଶ୍ନର ଉତ୍ତରରେ ନିତ୍ୟାନନ୍ଦ କହିଛନ୍ତି ଯେ, ୨୦୧୯ ଅଗଷ୍ଟ ୫ରୁ ୨୦୨୨ ଜାନୁୟାରୀ ୨୬ ମଧ୍ୟରେ ଏସବୁ ଆତଙ୍କବାଦୀ ନିହତ ହୋଇଛନ୍ତି।

ସେହିପରି ଏହି ସମୟ ମଧ୍ୟରେ ୯୮ ନାଗରିକଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ୧୦୯ ସୁରକ୍ଷାକର୍ମୀ ଶହୀଦ୍‌ ହୋଇଛନ୍ତି। ବିଭିନ୍ନ ଆତଙ୍କବାଦୀ ଆକ୍ରମଣରେ ୫.୩ କୋଟି ଟଙ୍କାର ଘରୋଇ ସମ୍ପତ୍ତି ନଷ୍ଟ ହୋଇଥିବା ନିତ୍ୟାନନ୍ଦ ରାୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ହେବ ଅଣଭାଜପା ମୁଖ୍ୟମନ୍ତ୍ରୀ ସମ୍ମିଳନୀ

ମୁମ୍ବାଇ,୧୮।୪ : ଦେଶର ସାମ୍ପ୍ରତିକ ରାଜନୈତିକ ସ୍ଥିତି ସମ୍ପର୍କରେ ଆଲୋଚନା ଲାଗି ଖୁବ୍‌ଶୀଘ୍ର ମୁମ୍ବାଇରେ ଅଣଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇପାରେ। ଶିବସେନା ଏମ୍‌ପି ସଞ୍ଜୟ...

ଟ୍ରେନରୁ ଉଦ୍ଧାର ହେଲା ୭ ଶାଗୁଣା

ଭୋପାଳ,୨୧।୧: ମଧ୍ୟପ୍ରଦେଶ ପୋଲିସ ଗୁରୁବାର ଖାଣ୍ଡଓ୍ବା ଜିଲାରୁ ଏକ ଆନ୍ଥଃ ରାଜ୍ୟ ଶାଗୁଣା ଚୋରାଚାଲାଣ ର଼୍ୟାକେଟ ଉପରୁ ପର୍ଦାଫାଶ କରିଛି। ଏହି ର଼୍ୟାକେଟରେ ସମ୍ପୃକ୍ତ ୬୦...

ଯେଉଁମାନଙ୍କୁ କହୁଥିଲେ ଭ୍ରଷ୍ଟାଚାରୀ, ଆଜି ସେହିମାନଙ୍କ ସହ ଠିଆ ହୋଇଛନ୍ତି କେଜରିଓ୍ବାଲ: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀର ଭାରତୀୟ ଜନତା ପାର୍ଟି(ଭାଜପା) ଏମପି ମନୋଜ ତିଓ୍ବାରୀ ରବିବାର ଏକ ପ୍ରେସ କନଫରେନ୍ସ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଉପରେ ଖୁବ...

ଜି-୨୦ ଶିଖର ସମ୍ମିଳନୀ ମଧ୍ୟରେ ଭିଏତନାମ ଗସ୍ତରେ ଗଲେ ବାଇଡେନ, ଯିବା ପୂର୍ବରୁ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୦।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରବିବାର ସକାଳେ ଭିଏତନାମ ଅଭିମୁଖେ ଯାତ୍ରା କରିଛନ୍ତି। ଭାରତ ଛାଡିବା ପୂର୍ବରୁ ବାଇଡେନ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ...

ଭାଜପା ଏମ୍‌ପିଙ୍କ ଘର ନିକଟରେ ବୋମା ବିସ୍ଫୋରଣ

କୋଲକାତା,୧୮।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ଅନେକ ସ୍ଥାନରେ ହିଂସା ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ ଉତ୍ତର ୨୪ ପ୍ରଗଣା ଜିଲାରେ...

ଚିତା ଆସିଲା, ଜାଗା ଯିବ: କୁନୋ ପାର୍କ ଅଞ୍ଚଳରେ ବିସ୍ଥାପନ ଭୟ

ଶେଓପୁର,୧୯ା୯: ମଧ୍ୟପ୍ରଦେଶର ଶେଓପୁର ଜିଲା କୁନୋ ଜାତୀୟ ଉଦ୍ୟାନ (କେଏନ୍‌ପି)କୁ ଶନିବାର ଅଣାଯାଇଥିବା ୮ ଚିତାଙ୍କୁ ନେଇ ସ୍ଥାନୀୟ ଅଞ୍ଚଳରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।...

୫ଜି ରେସ୍‌ରୁ ବାଦ୍‌ ପଡ଼ିପାରେ ଚାଇନାର ଏହି କମ୍ପାନୀ

ନୂଆଦିଲ୍ଲୀ,୩୦।୬: ଗତ କିଛି ଦିନରୁ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଦେଖାଦେଇଛି। ଲଦାଖ ଘାଟିରେ ଜାରି ରହିଥିବା ଉତ୍ତେଜନା ପରେ ଦୁଇ ଦେଶର...

ସାହିତ୍ୟ ପାଇଁ ଲୁଇସଙ୍କୁ ନୋବେଲ

ଷ୍ଟକହୋମ,୮।୧୦-ଚଳିତ ବର୍ଷ ଆମେରିକାର କବୟତ୍ରୀ ଲୁଇସ ଗ୍ଲୁକ ନୋବେଲ ପୁରସ୍କାର ପାଇବେ। ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ତାଙ୍କୁ ନୋବେଲ ପ୍ରଦାନ କରାଯିବ। ଏ...

Advertisement
Archives

Model This Week