Posted inଜାତୀୟ

ଅନୁଚ୍ଛେଦ ୩୭୦ ହଟିବା ପରେ ୪୩୯ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…

ନୂଆଦିଲ୍ଲୀ, ୨।୨ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବା ପରେ ରାଜ୍ୟରେ ଜାରି ରହିଥିବା ଆତଙ୍କବାଦ ବିରୋଧି ଅପରେଶନ୍‌ ଅଲ୍‌ଆଉଟ୍‌ ବେଶ୍‌ ସଫଳ ରହିଛି। ରାଜ୍ୟରେ ୪୩୯ ଆତଙ୍କବାଦୀଙ୍କ ମୁଣ୍ଡ ବିଭିନ୍ନ ଏନ୍‌କାଉଣ୍ଟରରେ ଗଡ଼ିଛି।

ସେହିପରି ୫୪୧ ଆତଙ୍କବାଦୀ ଆକ୍ରମଣ ଘଟିଛି ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ଏମ୍‌ପି ନୀରଜ ଡାଙ୍ଗିଙ୍କ ଦ୍ୱାରା ପଚରା ଯାଇଥିବା ପ୍ରଶ୍ନର ଉତ୍ତରରେ ନିତ୍ୟାନନ୍ଦ କହିଛନ୍ତି ଯେ, ୨୦୧୯ ଅଗଷ୍ଟ ୫ରୁ ୨୦୨୨ ଜାନୁୟାରୀ ୨୬ ମଧ୍ୟରେ ଏସବୁ ଆତଙ୍କବାଦୀ ନିହତ ହୋଇଛନ୍ତି।

ସେହିପରି ଏହି ସମୟ ମଧ୍ୟରେ ୯୮ ନାଗରିକଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ୧୦୯ ସୁରକ୍ଷାକର୍ମୀ ଶହୀଦ୍‌ ହୋଇଛନ୍ତି। ବିଭିନ୍ନ ଆତଙ୍କବାଦୀ ଆକ୍ରମଣରେ ୫.୩ କୋଟି ଟଙ୍କାର ଘରୋଇ ସମ୍ପତ୍ତି ନଷ୍ଟ ହୋଇଥିବା ନିତ୍ୟାନନ୍ଦ ରାୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri