କଟକ ଜିଲାରୁ ୪୩୯, ସହରରୁ ୨୭୬ ପଜିଟିଭ

କଟକ ଅଫିସ,୨୬ା୮- କଟକ ଜିଲାରେ ଲଗାତର ଭାବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୪୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସେଥିରେ ସହରରୁ ୨୭୬ ସଂକ୍ରମିତ ରହିଛନ୍ତି।
କଟକ ସହରରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବକ୍ସିବଜାର ଅଞ୍ଚଳରୁ ସର୍ବାଧିକ ୧୩ ଜଣ ରହିଛନ୍ତି। ସେସୁର ବିଜୁ ପଟ୍ଟନାୟକ ଛକ କାର୍ଯ୍ୟାଳୟରୁ ୧୦, ବାଦାମବାଡ଼ି କାର୍ଯ୍ୟାଳୟରୁ ୮ ଓ ମୁଖ୍ୟ କାର୍ଯ୍ୟାଳୟରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜାଉଁଳିଆପଟିରୁ ୧୦, ଯୋବ୍ରାରୁ ୯, ଝାଞ୍ଜିରୀମଙ୍ଗଳାରୁ ୫, କୁମ୍ଭାର ସାହିରୁ ୩, ମହାନଦୀ ବିହାରରୁ ୪, ମଙ୍ଗଳାବାଗରୁ ୩, ଜଗତପୁରରୁ ୫, ଓଏସ୍‌ଏପିରୁ ୫, ପୁରୀଘାଟରୁ ୪, ରାଜାବଗିଚାରୁ ୩, ରାଣୀହାଟରୁ ୪, ଶଙ୍କରପୁରରୁ ୬, ସୂତାହାଟରୁ ୫, ତୁଳସୀପୁରରୁ ୫, ଚୌଧୁରୀ ବଜାରରୁ ୬, ସିଡିଏ ଅଞ୍ଚଳରୁ ୯, ବିଡ଼ାନାସୀରୁ ୫ ଓ ବଙ୍ଗାଳୀ ସାହିରୁ ୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେହିପରି ଗ୍ରାମାଞ୍ଚଳରେ ତିଗିରିଆରୁ ୪୩, ବାଙ୍କୀରୁ ୩୨, ସାଲେପୁରରୁ ୨୩, ଡମପଡ଼ାରୁ ୨୨, ବଡ଼ମ୍ବାରୁ ୧୯, ଚୌଦ୍ୱାରରୁ ୫, କଟକ ସଦରରୁ ୪, ମାହାଙ୍ଗା ୩, କଣ୍ଟାପଡ଼ା ଓ ଟାଙ୍ଗୀରୁ ଜଣେ ଲେଖାଏ ପଜିଟିଭ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ...

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ

କଟକ,୨୨ା୪: କଟକ ଜିଲା ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି ସୋମବାର ଶେଷ ହୋଇଛି। ତେବେ ଆଜି ଏହି ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ।...

LLB ଷଷ୍ଠ ସେମିଷ୍ଟର ପେପର୍‌-୧ ପରୀକ୍ଷା ବାତିଲ

କଟକ,୨୨।୪: LLB ଷଷ୍ଠ ସେମିଷ୍ଟରର ପେପର୍‌-୧ ପରୀକ୍ଷା ବାତିଲ ହୋଇଯାଇଛି। ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିବା ଅଭିଯୋଗରେ ପରୀକ୍ଷା ବାତିଲ ହୋଇଥିବା ଜଣାପଡିଛି। ମଧୁସୂଦନ ଆଇନ...

ଝୁଲି ରହିଛି ୨ ଅଭିନେତାଙ୍କ ଭାଗ୍ୟ

କଟକ,୨୨ା୪(ଶିଳ୍ପା ପ୍ରିୟଦର୍ଶିନୀ):ବିଜେଡି ଛାଡି ଭାଜପାରେ ଅଭିନେତା ଅରିନ୍ଦମ ରାଏ, ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସନାୟକ ଓ ଅନୁଭବ ମହାନ୍ତି ଯୋଗଦେଇଛନ୍ତି। ବିଜେଡି ଦଳ ଛାଡିବାରେ ସର୍ବପ୍ରଥମେ...

ବେପାର ମାନ୍ଦା କରୁଛି ତାତି

କଟକ,୨୧ା୪(ଦିବାକର ସାହୁ)ଦିନକୁ ଦିନ ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ କାରଣରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଦିନ ୧୦ଟା ପରେ ଘରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri