Posted inଜାତୀୟ

ଡ୍ରଗ୍ସ୍‌ ଯୋଗୁ ଯୁବବର୍ଗଙ୍କ ମଧ୍ୟରେ ଏଡସ୍‌ ସଂକ୍ରମଣଙ୍କ ସଂଖ୍ୟା ବଢୁଛି

ଚଣ୍ଡିଗଡ଼,୧୮।୭: ଯୁବବର୍ଗଙ୍କ ମଧ୍ୟରେ ଡ୍ରଗ୍ସ୍‌ର ନିଶା ପ୍ରଭାବ ବିସ୍ତାର କରିଚାଲିଛି। ଭାରତର ବିଭିନ୍ନ ରାଜ୍ୟ ମଧ୍ୟରୁ କେତେକ ପଶ୍ଚିମ ରାଜ୍ୟରେ ଏହାଦ୍ୱାରା ଅଧିକ ସଂଖ୍ୟକ ଯୁବବର୍ଗ ପ୍ରଭାବିତ ହେବାରେ ଲାଗିଛନ୍ତି। ଏକ ରିପୋର୍ଟ ଅନୁସାରେ ପଞ୍ଜାବରେ ଅଧିକ ସଂଖ୍ୟକ ଯୁବବର୍ଗ ଡ୍ରଗ୍ସ୍‌ କବଳରେ ପଡ଼ିଛନ୍ତି। ଏହାଯୋଗୁ ଯୁବବର୍ଗଙ୍କ ମଧ୍ୟରେ ଏଡସ୍‌ ସଂକ୍ରମଣ ବଢୁଥିବା କୁହାଯାଉଛି। ଡ୍ରଗ୍ସ୍‌ ନେବା ସମୟରେ ଗୋଟିଏ ସିରିଞ୍ଜ୍‌କୁ ବହୁ ଲୋକ ବ୍ୟବହାର କରୁଥିବାରୁ ଏପରି ସଂକ୍ରମଣ ହେଉଥିବା ଜଣାପଡ଼ିଛି। ଇତିମଧ୍ୟରେ ସ୍ଥାନୀୟ ସଙ୍ଗରୁର୍‌ ଜିଲାରେ ୧୬ ଜଣ ଯୁବକଙ୍କୁ ଏଚ୍‌ଆଇଭି ପଜେଟିଭ୍‌ ଭାବେ ଚିହ୍ନଟ କରାଯାଇଛି। ୨୦ରୁ ଅଧିକ ଯୁବବର୍ଗ ଗୋଟିଏ ସିରିଞ୍ଜ୍‌ରେ ଡ୍ରଗ୍ସ୍‌ ନେଉଥିବାରୁ ଏହି ସ୍ଥିତି ସୃଷ୍ଟି ହୋଇଥିବା ଚିକିତ୍ସା ବିଜ୍ଞାନୀ ମତପୋଷଣ କରିଛନ୍ତି। ବାହାରେ ଫିଙ୍ଗା ଯାଇଥିବା ଡ୍ରଗ୍ସ୍‌ ସିରିଞ୍ଜ୍‌ର ଯାଞ୍ଚ୍‌ ପରେ ଏହା ଜଣାପଡ଼ିଛି।


All Right Reserved By

କଶ୍ମୀର ସ୍ଥିତି ସ୍ବାଭାବିକ ନାହିଁ:ଶ୍ରୀନଗର ମେୟର

ଶ୍ରୀନଗର, ୩।୯: ଜମ୍ମୁ-କଶ୍ମୀର ସଡ଼କରେ କୌଣସି ହିଂସା କିମ୍ବା ମୃତଦେହ ପଡୁ ନ ଥିବାର ଅର୍ଥ ସେଠାରେ ସବୁକିଛି ସ୍ବଭାବିକ ଅଛି ଭାବିବା ଭୁଲ୍‌ ବୋଲି...

ଖାରଜ ହେଲା ଶିବକୁମାରଙ୍କ ଆବେଦନ

ନୂଆଦିଲ୍ଲୀ,୪।୯: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା କର୍ନାଟକର କଂଗ୍ରେସ ନେତା ଡିକେ ଶିବକୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ଖାରଜ କରି...

୪ ସନ୍ତାନର ମା’ଙ୍କୁ ବିବାହ କରିବାକୁ ଚାହୁଁଥିଲେ ଯୁବକ: ରାଜି ନ ହେବାରୁ ଝିଅକୁ ଉଠାଇନେଲେ

ନୂଆଦିଲ୍ଲୀ,୫।୬: ଦିଲ୍ଲୀର ରୋହିଣୀ ଅଞ୍ଚଳରେ ୪ ସନ୍ତାନର ମା’ଙ୍କୁ ବିବାହ କରିବାକୁ ଚାହୁଁଥିବା ଜଣେ ଯୁବକର ଅଜବ କାରନାମା ଦେଖିବାକୁ ମିଳିଛି। ଉକ୍ତ ମହିଳାଜଣଙ୍କ ରାଜି...

ହେଲ୍‌ମେଟ୍‌ ନ ପିନ୍ଧିଥିବାରୁ କାର୍‌ ଚାଳକଙ୍କ ଚାଲାଣ କାଟିଲା ପୋଲିସ

ଲକ୍ଷ୍ନୌ,୭।୯: ଉତ୍ତର ପ୍ରଦେଶର ଆଲିଗଡରେ ପୋଲିସର ଖାମଖିଆଲି ମନୋଭାବ ସାମ୍ନାକୁ ଆସିଛି। ଏଠାରେ ଇ ଚାଲାଣ କାଟିବା ସମୟରେ ଜଣେ କାର୍‌ ଚାଳକଙ୍କ ନାଁରେ ପୋଲିସ...

ପ୍ରବଳ ତାତି: ତେଲେଙ୍ଗାନାରେ ଅଂଶୁଘାତ ମୃତ୍ୟୁ ସଂଖ୍ୟା ୮୮ରେ ପହଞ୍ଚିଲା

ହାଇଦ୍ରାବାଦ୍‌, ୨।୬:ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଦିନକୁ ଦିନ ତାପମାତ୍ରା ବୃଦ୍ଧିଯୋଗୁ ଦେଶରେ ଅଂଶୁଘାତ ଜନିତ ମୃତ୍ୟୁସଂଖ୍ୟା ବଢିବାରେ ଲାଗିଛି। ଏଯାବତ୍‌ ତେଲେଙ୍ଗାନାରେ ଅଂଶୁଘାତ ମୃତ୍ୟୁସଂଖ୍ୟା ସର୍ବାଧିକ...

ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଭାରତ ହାସଲ କରିବ ଶ୍ରେଷ୍ଠତ୍ୱ: ଶାହ

ନୂଆଦିଲ୍ଲୀ,୨୯।୬: ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଭାରତ ଶ୍ରେଷ୍ଠତ୍ୱ ହାସଲ କରିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପ୍ରକାଶ କରିଛନ୍ତି। ଏନ୍‌ଡିଆର୍‌ଏଫ୍‌ ପକ୍ଷରୁ ଆୟୋଜିତ ହୋଇଥିବା...

ସ୍କୁଲ ନିର୍ମାଣ ପାଇଁ ୧୪ ବର୍ଷ ତଳେ ମଞ୍ଜୁର ହୋଇଥିଲା ୫ ଲକ୍ଷ: ୧୨ ଖମ୍ବ ପୋତି ଅନୁଦାନ ହଡ଼ପ ଅଭିଯୋଗ

ଭୋପାଳ,୨୧।୭: ସ୍କୁଲ ନିର୍ମାଣ ପାଇଁ ୧୪ ବର୍ଷ ତଳେ ସରକାରଙ୍କ ପକ୍ଷରୁ ୫ ଲକ୍ଷ ଟଙ୍କାର ଅନୁଦାନ ମଞ୍ଜୁର ହୋଇଥିଲା। ତେବେ ନିର୍ଦ୍ଧାରିତ ସ୍ଥାନରେ କେବଳ...

ଭୋପାଳ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଅନ୍ତିମ ସଂସ୍କାରରେ ସାମିଲ ହେଲେ ଦିଗ୍‌ବିଜୟ

ଭୋପାଳ, ୧୦।୬: ମଧ୍ୟପ୍ରଦେଶର କମଳାନଗରରେ ଜଣେ ନାବାଳିକାଙ୍କ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା କରାଯାଇଛି। ଏଭଳି ଲଜ୍ଜାଜନକ ଘଟଣା ଯୋଗୁ ସାରା ଦେଶରେ ଚାଞ୍ଚଲ୍ୟ ଖେଳିଯାଇଥିବାବେଳେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *