Posted inଜାତୀୟ

ହନୁମାନ ଚାଳିଶା ପାଠୋତ୍ସବରେ ଯୋଗ ହେବାରୁ ମୁସଲମାନ ମହିଳାଙ୍କୁ ଘର ଛାଡିବାକୁ କହିଲେ ମାଲିକ

କୋଲକାତା,୧୮।୭: ସାମୁହିକ ହନୁମାନ ଚାଳିଶା ପାଠରେ ଯୋଗ ଦେଇଥିବା ଭାଜପା ନେତା ଇଶରତ ଜହାଁଙ୍କୁ ଏବେ ହିନସ୍ତା ହେବାକୁ ପଡିଛି। ସେ ଯେଉଁ ଘରେ ଭଡାରେ ରହୁଥିଲେ ତାଙ୍କୁ ଏବେ ମାଲିକ ଘର ଖାଲି କରିବାକୁ କହିଛନ୍ତି। କେବଳ ସେତିକି ନୁହେଁ ଘର ମାଲିକ ମନାଜିର ହୁସେନ ତାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦେଇଥିବା ଇଶରତ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ମଙ୍ଗଳବାର ହାଓ୍ବଡାର ଡବରନ ରୋଡରେ ଥିବା ସଙ୍କଟମୋଚନ ହନୁମାନ ମନ୍ଦିରରେ ହେଉଥିବା ସାମୁହିକ ହନୁମାନ ଚାଳିଶା ପାଠରେ ସେ ଯୋଗ ଦେଇଥିଲେ। ଏହାପରେ ତାଙ୍କ ଭଡା ଘର ସାମ୍ନାରେ ବହୁ ଲୋକ ଏକାଠି ହୋଇ ଘର ମାଲିକଙ୍କ ସହ ମିଶି ତାଙ୍କର ଏପରି କାର୍ଯ୍ୟକୁ ବିରୋଧ କରିଥିଲେ।


All Right Reserved By Dharitri.Com

ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତିଙ୍କ ସହ ମୋଦି

ଅହମଦାବାଦ,୧୮।୨: ପାଖେଇ ଆସୁଛି ସମୟ। ସଜେଇ ହେଲାଣି ଗୁଜରାଟର ଅହମଦାବାଦ ସହର। ସ୍ବାଗତ କରିବ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ଓ ରାଷ୍ଟ୍ରପତି ଡୋନାଲ୍ଡ...

ବଜେଟ ପୂର୍ବରୁ ମନମୋହନଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୮।୬(ପି.ଟି.):କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜୁଲାଇ ୫ରେ ତାଙ୍କର ପ୍ରଥମ ବଜେଟ ଉପସ୍ଥାପନ କରିବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିଶିଷ୍ଟ...

ମାନବିକତାର ବଳିଷ୍ଠ ଉଦାହରଣ: ୪୫ ଏଚ୍‌ଆଇଭି ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କଲେ ସୋଲୋମନ

ଚେନ୍ନାଇ,୧୦।୬: ତାମିଲନାଡୁର ଚେନ୍ନାଇରେ ରହୁଥିବା ସୋଲୋମନ ରାଜ ନାମକ ଜଣେ ବ୍ୟକ୍ତି ଏବେ ମାନବିକତାର ଏକ ବଳିଷ୍ଠ ଉଦାହରଣ ପାଲଟି ଯାଇଛନ୍ତି। ୪୫ ଜଣ ଏଚ୍‌ଆଇଭି...

ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ରେ ପ୍ରଧାନମନ୍ତ୍ରୀ ମୋଦି: ଅଗଷ୍ଟ ୧୨ରେ ୧୮୦ ଦେଶରେ ହେବ ପ୍ରସାରିତ

ନୂଆଦିଲ୍ଲୀ,୨୯।୭: ଡିସ୍‌କଭରୀ ଚ୍ୟାନେଲ୍‌ର ମ୍ୟାନ୍‌ ଭର୍ସେସ୍‌ ଓ୍ବାଇଲ୍ଡ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିଥିଭାବେ ଯୋଗଦେଇଛନ୍ତି। ଏହାର ପ୍ରସାରଣ ଅଗଷ୍ଟ ୧୨ ରାତି ୯ଟାରେ ହେବ।...

କରୋନାଭାଇରସ୍‌ କ୍ଷେତ୍ରରେ ଭାରତର ବଡ଼ ସଫଳତା: ସୁସ୍ଥ ହେଲେ କେରଳର ୩ ସଂକ୍ରମିତ

ଥିରୁଭାନନ୍ଥପୁରମ,୧୭।୨: ଚାଇନାରେ କରୋନାଭାଇରସ୍‌ ମହାମାରୀର ରୂପ ନେଇଥିବା ବେଳେ ଏଥିରେ ଆକ୍ରାନ୍ତ ହୋଇ ୧୭୭୫ ଜଣଙ୍କର ମୃତ୍ୟୁ ହୋଇସାରିଲାଣି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୭୦,୪୦୦ରେ...

ବଳାତ୍କାର ମାମଲାରେ ଆଶାରାମ ବାପୁଙ୍କ ପୁଅ ନାରାୟଣ ସାଇ ଦୋଷୀ ସାବ୍ୟସ୍ତ

ଅହମ୍ମଦାବାଦ,୨୬।୪: ବଳାତ୍କାର ମାମଲାରେ ଆଶାରାମ ବାପୁଙ୍କ ପୁଅ ନାରାୟଣ ସାଇ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଶୁକ୍ରବାର ସୁରଟ ସେଶନ୍ସ କୋର୍ଟ ଏହି ରାୟ ଦେଇଛନ୍ତି। ଆସନ୍ତା...

ରିୟାଦରେ ରହୁଥିବା ଭାରତୀୟଙ୍କୁ ସାହାଯ୍ୟର ପ୍ରତିଶ୍ରୁତି ଦେଲେ ସୁଷମା

ନୂଆଦିଲ୍ଲୀ,୧୮।୪: ବିଦେଶରେ ଥିବା ଭାରତୀୟଙ୍କ ଟୁଇଟ୍‌ ଦେଖି ତୁରନ୍ତ ଏହାର ଯବାବ ଦେବା ଓ ସେମାନଙ୍କୁ ସାହାଯ୍ୟର ହାତ ବଢାଇବାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା...

ଦିଲ୍ଲୀ ବିଧାନସଭା ନିର୍ବାଚନ: ପ୍ରଥମଥର ଲାଗି ପ୍ରଚାର ମଇଦାନକୁ ଓହ୍ଲାଇବେ ମୋଦି

ନୂଆଦିଲ୍ଲୀ,୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ପ୍ରଚାର ମଇଦାନୁ ଓହ୍ଲାଇଛନ୍ତି ଷ୍ଟାର ପ୍ରଚାରକମାନେ। ସୋମବାର ପ୍ରଥମଥର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Leave a comment

Your email address will not be published. Required fields are marked *