ଆଜି ବୌଦ୍ଧରେ ୪୪.୫ ଡିଗ୍ରୀ

ଭୁବନେଶ୍ୱର,୩ା୫(ବ୍ୟୁରୋ): ରାଜ୍ୟରେ ଗତ ଦୁଇଦିନ ହେବ ପାରଦ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଛି। ଉପକୂଳ ଓଡ଼ିଶାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳଥିବା ସୂଚନା ମୁତାବକ ରାଜ୍ୟର ୧୮ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ୬ଟି ସ୍ଥାନରେ ୪୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ମଙ୍ଗଳବାର ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୪.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସୋନପୁର ୪୩.୫, ଝାରସୁଗୁଡ଼ା ୪୩, ବଲାଙ୍ଗୀର ୪୩, ସୁନ୍ଦରଗଡ଼ ୪୩ ଏବଂ ଅନୁଗୋଳରେ ସର୍ବୋଚ୍ଚ ତାପମାତ୍ରା ୪୩.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୨.୫, ହୀରାକୁଦ ୪୧.୪, ଭବାନୀପାଟଣା ୪୧, ଫୁଲବାଣୀ ୪୨.୪, ଟିଟିଲାଗଡ଼ ୪୧.୮, ମାଲକାନଗିରି ୪୦, ନୟାଗଡ଼ ୪୧, ଯାଜପୁର ୪୧, ବରଗଡ ୪୦.୪, ଦେବଗଡ଼ ୪୨.୫,ନୂଆପଡ଼ାରେ ୪୦, ଭୁବନେଶ୍ୱରରେ ୩୯, ପୁରୀରେ ସର୍ବୋଚ୍ଚ ତାପମାତ୍ରା ୩୩.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଆସନ୍ତା ୧୦ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ ସାମଲ, ଆଗାମୀ ନିର୍ବାଚନକୁ ନେଇ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୧୦ ତାରିଖ ଶୁକ୍ରବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି । ଉକ୍ତ ଦିନ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri