କଲବଲ କରୁଛି ତାତି: ଆଜି ୪୪.୫ ଡିଗ୍ରୀ ସହ ରେକର୍ଡ କଲା ବୌଦ୍ଧ

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ସମଗ୍ର ରାଜ୍ୟକୁ କଲବଲ କରୁଛି ତାତି। ମଙ୍ଗଳବାର ରାଜ୍ୟର ୨୪ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଛି। ସେଥିରୁ ୧୪ଟି ସ୍ଥାନରେ ପାରଦ ୪୨ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ୯ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।

ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ବୌଦ୍ଧରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୪.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୩.୯, ସୋନପୁର ୪୩.୬, ଅନୁଗୋଳ ୪୩.୧, ବାରିପଦା ୪୩.୮, ସମ୍ବଲପୁର ୪୩.୧, ସୁନ୍ଦରଗଡ଼ ୪୩, ବଲାଙ୍ଗୀର ୪୩.୮, ଟିିଟିଲାଗଡ଼ ୪୩.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝରରେ ସର୍ବୋଚ୍ଚ ତାପମାତ୍ରା ୪୧.୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ହୀରାକୁଦ ୪୨.୩, ଭବାନୀପାଟଣା ୪୨, ରାୟଗଡ଼ା ୪୦.୧, ଭଦ୍ରକ ୪୧, ଯାଜପୁର ୪୧, ଢେଙ୍କାନାଳ ୪୦.୬, ଦେବଗଡ଼ ୪୨.୮, ବରଗଡ଼ ୪୨, ନୂଆପଡ଼ା ୪୧, ଖୋର୍ଦ୍ଧା ୪୨, ନୟାଗଡ଼ ୪୧ ଏବଂ ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା...

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି: ଯାଜପୁରରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ପଶ୍ଚିମବଙ୍ଗରୁ ଫେରିଥିଲେ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତିଜଣଙ୍କ ଯାଜପୁରର ୩୮ବର୍ଷୀୟ ଯୁବକ। ସେ ନିକଟରେ ପଶ୍ଚିମବଙ୍ଗରୁ ଫେରିଛନ୍ତି। ତେବେ...

ମୁଣ୍ଡବିହୀନ ମହିଳାଙ୍କ ପରିଚୟ ଦେଲେ ମିଳିବ ୫୦ ହଜାର ଟଙ୍କା

ଭୁବନେଶ୍ୱର,୬।୨(ବ୍ୟୁରୋ): ମୁଣ୍ଡବିହୀନ ମହିଳାଙ୍କ ପରିଚୟ ଦେଲେ ୫୦ ହଜାର ଟଙ୍କା ପୁରସ୍କାର ମିଳିବବୋଲି କମିଶନରେଟ ପୋଲିସ ପକ୍ଷରୁ ଶନିବାର ଏକ ଟୁଇଟ ଯୋଗେ ଘୋଷଣା କରାଯାଇଛି।...

ନିଲାମ ବନ୍ଦ ପରେ ଲଗାମ ଢିଲା: ବଢୁଛି ବଉଳମାଳ ପଥର ଚୋରା ଚାଲାଣ

ଖୋର୍ଦ୍ଧା ଅଫିସ,୧୨।୧୦: ଖୋର୍ଦ୍ଧା ତହସିଲର ନରଣଗଡ଼ ଅଞ୍ଚଳରେ ଥିବା ବଉଳମାଳ ପଥର ଖଣିର ନିଲାମ ପ୍ରାୟ ୬ ବର୍ଷ ଧରି ବନ୍ଦ ରହିଛି। ହେଲେ ବେଆଇନ...

ସିବିଆଇ ଜାଲରେ ଜିଏସ୍‌ଟି, ସେଣ୍ଟ୍ରାଲ ଏକ୍ସସାଇଜ୍‌ର ୩ ଅଧିକାରୀ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଏକ ଘରୋଇ ଶିକ୍ଷାନୁଷ୍ଠାନର ଜିଏସ୍‌ଟି ମାମଲା ସମାଧାନ ନିମନ୍ତେ ୧୦ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଜିଏସ୍‌ଟି ଓ ସେଣ୍ଟ୍ରାଲ ଏକ୍ସସାଇଜ୍‌ର ୩ଜଣ ସୁପରିଣ୍ଟେଣ୍ଡେଣ୍ଟ ଓ...

ପ୍ରକଳ୍ପ ନିର୍ମାଣରେ ଗୁଣବତ୍ତାକୁ ଉପେକ୍ଷା

ଯାଜପୁର ଅଫିସ,୩୧।୮: ରାଜ୍ୟରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୧୬,୬୭୬ କୋଟି ଟଙ୍କାର ୯୦ ମେଗା ପାଇପ ଜଳ ଯୋଗାଣ (ପିଡବ୍ଲ୍ୟୁଏସ୍‌) ପ୍ରକଳ୍ପର ନିର୍ମାଣ କାର୍ଯ୍ୟ...

ଏ ବର୍ଷ ହେଲାନି ହାଣ୍ଡିଭଙ୍ଗା ଯାତ୍ରା

ପୁରୁଣା ଭୁବନେଶ୍ୱର,୨୧ା୩(ଡି.ଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବହୁ ବର୍ଷର ପରମ୍ପରା ପ୍ରସିଦ୍ଧ ହାଣ୍ଡିଭଙ୍ଗା ଯାତ୍ରା ଏବର୍ଷ ବି ହୋଇପାରିଲା ନାହିଁ। ୨୦୧୫ରୁ ବନ୍ଦ ରହିଥିବା ଏହି ଯାତ୍ରା...

ଉତ୍ତର ଭାରତରେ ଘନ କୁହୁଡ଼ି: ଅଧିକାଂଶ ଟ୍ରେନ୍‌ ବାତିଲ୍‌ ଓ ବିଳମ୍ବ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଉତ୍ତର ଭାରତରେ ଘନ କୁହୁଡ଼ି ଯୋଗୁ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି। ପୂର୍ବତଟ ରେଳପଥ ସହ ଜଡ଼ିତ ଟ୍ରେନଗୁଡ଼ିକ ମଧ୍ୟ ଏହାଦ୍ୱାରା ପ୍ରଭାବିତ...

Advertisement
Archives

Model This Week