କଲବଲ କରୁଛି ତାତି: ଆଜି ୪୪.୫ ଡିଗ୍ରୀ ସହ ରେକର୍ଡ କଲା ବୌଦ୍ଧ

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ସମଗ୍ର ରାଜ୍ୟକୁ କଲବଲ କରୁଛି ତାତି। ମଙ୍ଗଳବାର ରାଜ୍ୟର ୨୪ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଛି। ସେଥିରୁ ୧୪ଟି ସ୍ଥାନରେ ପାରଦ ୪୨ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ୯ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।

ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ବୌଦ୍ଧରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୪.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୪୩.୯, ସୋନପୁର ୪୩.୬, ଅନୁଗୋଳ ୪୩.୧, ବାରିପଦା ୪୩.୮, ସମ୍ବଲପୁର ୪୩.୧, ସୁନ୍ଦରଗଡ଼ ୪୩, ବଲାଙ୍ଗୀର ୪୩.୮, ଟିିଟିଲାଗଡ଼ ୪୩.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି କେନ୍ଦୁଝରରେ ସର୍ବୋଚ୍ଚ ତାପମାତ୍ରା ୪୧.୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ହୀରାକୁଦ ୪୨.୩, ଭବାନୀପାଟଣା ୪୨, ରାୟଗଡ଼ା ୪୦.୧, ଭଦ୍ରକ ୪୧, ଯାଜପୁର ୪୧, ଢେଙ୍କାନାଳ ୪୦.୬, ଦେବଗଡ଼ ୪୨.୮, ବରଗଡ଼ ୪୨, ନୂଆପଡ଼ା ୪୧, ଖୋର୍ଦ୍ଧା ୪୨, ନୟାଗଡ଼ ୪୧ ଏବଂ ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଠିଲା ଅଳିଆ, ହଟିବେ ଉଠାଦୋକାନୀ

ଭୁବନେଶ୍ୱର,୬।୭(ଅନୁରାଧା ମହାରଣା)ୟୁନିଟ-୨ ମାର୍କେଟ ବିଲ୍ଡିଂର ସ୍ଥାୟୀ ବ୍ୟବସାୟୀ ଓ ଉଠାଦୋକାନୀ ଙ୍କ ମଧ୍ୟରେ ଲାଗି ରହିଥିବା ବିବାଦର ସ୍ଥାୟୀ ସମାଧାନ ହେଉନାହିଁ। ଫଳରେ ଉଭୟ ଗୋଷ୍ଠୀ...

ମହାପ୍ରଭୁଙ୍କୁ ଦର୍ଶନ କଲେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ପୁରୀ ଅଫିସ, ୧୪ା୯: ବଦଳିଯିବ ପୁରୀର ଚେହେରା। ପୁରୀ ହେବ ବିଶ୍ୱ ଐତିହ୍ୟ ନଗରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀଙ୍କ ପାଇଁ ବିଶ୍ୱସ୍ତରୀୟ ସୁବିଧା କରାଯିବ। ଭିତ୍ତିଭୂମିର...

ବିବାହ ଉତ୍ସବରେ ପ୍ରସେଶନକୁ ମିଳିଲା ଅନୁମତି, ସର୍ତ୍ତ ଲାଗୁ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): କରୋନା କଟକଣା ମଧ୍ୟରେ ବିବାହ ଉତ୍ସବ ପାଇଁ ବରଯାତ୍ରୀଙ୍କ ପ୍ରସେଶନ ନିମନ୍ତେ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ଏଣିକି ବର ଯିବାବେଳେ ବାଜା-ବାଣ...

ବାପଘରେ ଜୀବନ ହାରିଲେ ନବ ବିବାହିତା ଝିଅ

ଝାରବନ୍ଧ,୧୨।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ଝାରବନ୍ଧ ଥାନା କୁର୍ଲୁପାଲ ପଞ୍ଚାୟତ ଅଧୀନ ବେହେରାଡୁବୁରୀ ଗ୍ରାମରେ ସୋମବାର ଏକ ଅଘଟଣ ଘଟିଛି। ଜଣେ ନବ ବିବାହିତା ମହିଳା ଆତ୍ମହତ୍ୟା...

ଡାଇଗ୍ନୋଷ୍ଟିକ ସେଣ୍ଟରକୁ ୧ ଲକ୍ଷ ଜରିମାନା

କେନ୍ଦୁଝର, ୩।୫: କେନ୍ଦୁଝରଗଡ଼ ପୌରାଞ୍ଚଳରେ କୋଭିଡ୍‌ ଆଇନ ଉଲ୍ଲଂଘନ ଅଭିଯୋଗରେ ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟ ଚିକିତ୍ସାଳୟ ନିକଟରେ ଥିବା ସାଇଦେବ ଡାଇଗ୍ନୋଷ୍ଟିକ ସେଣ୍ଟର ମାଲିକଙ୍କଠାରୁ...

ରିମାଣ୍ଡ ଅବଧି ପୂର୍ବରୁ ଦୁଇ ବନ୍ଧୁଙ୍କୁ ଜାମିନ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କୋଭିଡ୍‌ ହସ୍ପିଟାଲ ଚିକିତ୍ସା ସମ୍ପର୍କିତ ଅଡିଓ ଭାଇରାଲ ମାମଲାରେ ଗିରଫ ହୋଇଥିବା ୨ ଅଭିଯୁକ୍ତ ଲକ୍ଷ୍ମୀକାନ୍ତ ବେହେରା ଓ ବିଶ୍ୱଜିତ ମହାନ୍ତିଙ୍କୁ ବୁଧବାର...

କମ୍ପ୍ୟୁଟର ଲାବ୍‌ ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୧୮।୧୨(ଡି.ଏନ.ଏ.):ନୀଳଗିରି ବ୍ଲକ ଭଉଁରିଆବାଡ଼ ପଞ୍ଚାୟତର ପଦ୍ମଲୋଚନ ମୁଣ୍ଡହାଣ ଉଚ୍ଚ ବିଦ୍ୟାଳୟ ଜଡ଼ିବାଲି ପରିସରରେ ମଙ୍ଗଳବାର ବାର୍ଷିିକ କ୍ରୀଡ଼ା ଉତ୍ସବ ଏବଂ କମ୍ପ୍ୟୁଟର ଲାବର ଉଦ୍‌ଘାଟନ...

ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ପାରାଦୀପ ବନ୍ଦରକୁ ବିଶ୍ୱସ୍ତରୀୟ କରିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ପାରାଦୀପ ବନ୍ଦରରେ ନିର୍ମାଣ ହେବ ଓ୍ବେଷ୍ଟର୍ଣ୍ଣ...

Advertisement
Archives

Model This Week