ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର ୮ଟି ବ୍ଲକ ପ୍ରଭାବିତ ହୋଇଛି।

ସେହିପରି ଯାଜପୁରର ୩, ମୟୂରଭଞ୍ଜର ୧୩, ସମ୍ବଲପୁରର ୩ ବ୍ଲକ ପ୍ରଭାବିତ ହୋଇଛି। ମୋଟ ୨୩୩ ପଞ୍ଚାୟତର ୭୪୮ ଗାଁ ପ୍ରଭାବିତ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ୨ ଲକ୍ଷ ୩ ହଜାରରୁ ଅଧିକ ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି। ଢେଙ୍କାନାଳ ଜିଲାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୨୮ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

ରାଜ୍ୟର ବର୍ଷା ବିତ୍ପାତ ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।  ଉତ୍ତର ଓଡ଼ିଶାରେ ଆଗକୁ ପ୍ରଭାବ କମିବ, ଦକ୍ଷିଣ ଓ ପଶ୍ଚିମରେ ବଢ଼ିବ। ମହାନଦୀରେ ମଧ୍ୟ ପାଣି ବଢ଼ିବାର ସମ୍ଭାବନା ରହିଛି। ମାତ୍ର ନରାଜରେ ଆମେ ୯ ଲକ୍ଷ କ୍ୟୁସେକରୁ ଅଧିକ ଜଳ ଯିବାକୁ ଦେବୁନି। ହୀରାକୁଦରେ ଆଉ ଜଳସ୍ତର ବଢ଼ିବା ପରେ ଗେଟ୍‌ ଖୋଲା ନିଷ୍ପତ୍ତି ନିଆଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ାରେ ବର୍ଷା ଲାଗି ରହିଛି। ବଲାଙ୍ଗିର, ରାୟଗଡ଼ା, ଗଜପତି, ମାଲକାନଗିରିରେ ବର୍ଷା ହେଉଥିବା ରାଜସ୍ବ  ମନ୍ତ୍ରୀ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକସ୍ତରୀୟ ମତ୍ସ୍ୟ, ପ୍ରାଣୀସମ୍ପଦ ମେଳା, ସମ୍ମାନିତ ହେଲେ ସଫଳ ଚାଷୀ

କର୍ଲାମୁଣ୍ଡା/ରିଷିଡ଼ା,୩୦ା୧୦(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମଠାରେ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଶୁକ୍ରବାର…

ତାଲିଯୋଡ଼ି ବ୍ରିଜ୍‌ ଧୋଇଯିବା ଘଟଣା : ଏମ୍‌ପିଙ୍କ ପ୍ରତିନିଧି ମଣ୍ଡଳୀର ସ୍ଥିତି ଅନୁଧ୍ୟାନ

ଦାରିଙ୍ଗବାଡ଼ି, ୩୦।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କ୍ଷତିଗ୍ରସ୍ତ ଅଞ୍ଚଳର ଲୋକେ ଏବେ ବହୁ ହଇରାଣ ହେଉଛନ୍ତି। ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ି ପଞ୍ଚାୟତର ବାଡ଼ାବାଙ୍ଗା ରାସ୍ତାଠାରୁ…

ଛତ୍ରପୁର ନିର୍ବାଚନମଣ୍ଡଳୀର ବନ୍ୟାଞ୍ଚଳ ବୁଲି ସ୍ଥିତି ପରଖିଲେ ବ୍ରହ୍ମପୁର ଏମ୍.ପି

ଛତ୍ରପୁର, ୩୦।୧୦ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବନ୍ୟା ସ୍ଥିତି ଗମ୍ଭୀର ହୋଇଥିବାବେଳେ ବ୍ରହ୍ମପୁର ଏମ୍.ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ ଶୁକ୍ରବାର ଛତ୍ରପୁର ନିର୍ବାଚନମଣ୍ଡଳୀର ବିଭିନ୍ନ…

ଜାତିଆଣ ବାସନ୍ଦ: ୧୮ ଘଣ୍ଟା ପଡ଼ି ରହିଲା ମୃତଦେହ

ବେଲପଡ଼ା,୩୦।୧୦(ମନୋଜ କୁମାର ମିଶ୍ର): ଜାତିଭେଦ ଭଳି ସାମାଜିକ କୁସଂସ୍କାର ଏବେ ବି ବଞ୍ଚି ରହିଛି। ଅନ୍ୟ ଜାତିର ଯୁବତୀଙ୍କୁ ବିବାହ କରିଥିବାରୁ ମୃତ୍ୟୁ ପରେ ବି ଆତ୍ମୀୟ…

ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକଙ୍କ ପାଇଁ ଖୁସି ଖବର; ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଚେନ୍ନାଇ,୩୦।୧୦: ଶୁକ୍ରବାର (ଅକ୍ଟୋବର ୩୦, ୨୦୨୬) , ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସରକାରୀ ଚାକିରି ପାଇଁ ସର୍ବାଧିକ ବୟସ ସୀମାରେ ୫ ବର୍ଷର କୋହଳ…

IND vs NZ 4th T20: ଏହାକୁ ଲଜ୍ଜାଜନକ ପରାଜୟ କୁହାଯାଇପାରେ! ୭ ବର୍ଷ ପରେ ନ୍ୟୁଜିଲ୍ୟାଣ୍ଡରେ ହାରିଲା ଭାରତ

ନୂଆଦିଲ୍ଲୀ,୩୦।୧୦: ଏହା ଏକ ଅତ୍ୟନ୍ତ ଲଜ୍ଜାଜନକ ପ୍ରଦର୍ଶନ ଥିଲା, ଯେଉଁଥିରେ ବିଶେଷକରି ବ୍ୟାଟରମାନେ ଦଳକୁ ନିରାଶ କରିଥିଲେ। ସାତ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନ୍ୟୁଜିଲ୍ୟାଣ୍ଡ…

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲେ ଭାଜପା ମଣ୍ଡଳ କର୍ମକର୍ତ୍ତା: ଭୁଶୁଡ଼ିଛି ଅନେକ ଘରର କାନ୍ଥ,

ଦାରିଙ୍ଗବାଡ଼ି, ୩୦।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାର ଆକଳନ ଓ ସ୍ଥିତି…

ବାରରୁ ହେଉଥିଲା ମଦ ଚାଲାଣ: ୯୩.୦୮ ଲିଟର ବିଦେଶୀ ମଦ ଜବତ, ୨ ଗିରଫ

କୋରାପୁଟ,୩୦।୧୦(ଅମିତାଭ ବେହେରା): ମଦ ଚୋରା ଚାଲାଣ ବିରୋଧରେ କୋରାପୁଟ ଜିଲା ନାରାୟଣପାଟଣା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବନ୍ଧୁଗାଁ ଅଞ୍ଚଳର ଏକ ବାରରୁ ନାରାୟଣପାଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?