ରାଜ୍ୟରେ ସୁସ୍ଥ ହେଲେ ଆଉ ୪୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୪(ବ୍ୟୁରୋ): ରାଜ୍ୟରେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଉଛି। ଶୁକ୍ରବାର ରାଜ୍ୟରେ ୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ ଏ ଯାଏ ମୋଟ ୧୨ ଲକ୍ଷ ୭୮ ହଜାର ୪୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟୁଇଟ କରି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ସର୍ବାଧିକ ୨୨ ଜଣ ରହିଥିବା ବେଳେ ସମ୍ବଲପୁରରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri