ଆଜି ରାଜ୍ୟରୁ ୪୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୪୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୦୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୪ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୩, ବରଗଡ଼ ୧, ବଲାଙ୍ଗୀର ୩, କଟକ ୩, ଗଞ୍ଜାମ ୧, ଯାଜପୁର ୧, ମୟୂରଭଞ୍ଜ ୨, ନବରଙ୍ଗପୁର ୨, ନୂଆପଡ଼ା ୩, ପୁରୀରୁ ୨ ଏବଂ ସମ୍ବଲପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୦୪୪ରେ ପହଞ୍ଚିଥିବା ବେଳେ ୧୩,୨୬,୪୬୯ ଜଣ ସୁସ୍ଥ ହୋଇଛନ୍ତି। ୩୧୯ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?