Posted inଜାତୀୟ

ଚନ୍ଦ୍ରୟାନ-୨ର ପରୀକ୍ଷଣ ପାଇଁ ଧାର୍ଯ୍ୟ ହେଲା ତାରିଖ

ଶ୍ରୀହରିକୋଟା,୧୮।୭: ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଗତ ଜୁଲାଇ ୧୫ରେ ଚନ୍ଦ୍ରୟାନ-୨ର ଉତ୍‌କ୍ଷେପଣ କରାଯିବାକୁ ସମସ୍ତ ପ୍ରସ୍ତୁତି ସରିଥିଲା। ହେଲେ ଶେଷ ମୂହୁର୍ତ୍ତରେ ଯାନ୍ତ୍ରୀକ ତ୍ରୁଟି ଦର୍ଶାଇ ଏହାକୁ ସ୍ଥଗିତ ରଖାଯାଇଥିଲା। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଦ୍ୱାରା ପ୍ରସ୍ତୁତ ଚନ୍ଦ୍ରୟାନ-୨ର ପରବର୍ତ୍ତି ଉତ୍‌କ୍ଷେପଣ ତାରିଖ ଜୁଲାଇ ୨୨ ତାରିଖ ଧାର୍ଯ୍ୟ କରାଯାଇଥିବା ଇସ୍ରୋ ସୂଚନା ଦେଇଛି। ଅପରାହ୍ନ ୨ଟା ୪୩ରେ ଏହାର ପରୀକ୍ଷଣ କରାଯିବ।


All Right Reserved By Dharitri.Com

ପାଣି ଓଭର ଫ୍ଲୋ ହେବାରୁ ଜିଲାପାଳ ନିଜ ଉପରେ ଲଗାଇଲେ ଜରିମାନା

ଲକ୍ଷ୍ନୌ: କୌଣସି କାର୍ଯ୍ୟାଳୟରେ କିଛି ଭୁଲ ହେଲେ ବରିଷ୍ଠ କର୍ମଚାରୀ ବର୍ତ୍ତି ଯାଉଥିବା ବେଳେ ତଳିଆ କର୍ମଚାରୀ ଫସିଯାଆନ୍ତି। ବେଳେବେଳେ ଏଥିପାଇଁ ସେମାନଙ୍କୁ ଅସୁବିଧା ମଧ୍ୟ...

ତାମିଲନାଡୁରେ ଆରମ୍ଭ ହେଲା ‘ଫନୀ’ର ପ୍ରଭାବ

ଚେନ୍ନାଇ,୨।୫: ବତ୍ୟା ‘ଫନୀ’ ଏବେ ଉଗ୍ରରୂପ ନେଇ ଉପକୂଳ ମୁହାଁ। ଗୁରୁବାର ସକାଳେ ଏହାର ସାମନ୍ୟ ପ୍ରଭାବ ଆନ୍ଧ୍ର ପ୍ରଦେଶରେ ଦେଖିବାକୁ ମିଳିଛି। ଫଳରେ ନ୍ୟାଶନାଲ...

ତେଜ ପ୍ରତାପଙ୍କ ଗାଡି ଉପରକୁ ଆକ୍ରମଣ

ପାଟନା,୧୯।୫: ବିହାରର ଆର୍‌ଜେଡି ନେତା ତେଜ ପ୍ରତାପଙ୍କ ଗାଡି ଉପରକୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ରବିବାର ଅନ୍ତିମ ପର୍ଯ୍ୟାୟ ମତଦାନ ଅବସରରେ ସେ ଭୋଟ...

ଯୋଡ଼ା ମୁଣ୍ଡ ଭଉଣୀ ସବା-ଫାରହା ଲୋକ ସଭା ନିର୍ବାଚନରେ ଗୋଟିଏ ବଦଳରେ ଦେବେ ୨ଟି ଭୋଟ

ପାଟନା,୧୮।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ମେ ୧୯ରେ ମତଦାନ ଅଧିକାର ସାବ୍ୟସ୍ତ କରିବେ। ପୂର୍ବରୁ...

କର୍‌ତାରପୁର କରିଡ଼ର ଏକ ସ୍ବାଗତଯୋଗ୍ୟ ପଦକ୍ଷେପ:ଜାତିସଂଘ ମହାସଚିବ

ନୂଆଦିଲ୍ଲୀ,୧୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍‌ତାରପୁର କରିଡ଼ର ଉଦଘାଟନ କରିଛନ୍ତି। ଏହି କରିଡ଼ର ପାକିସ୍ତାନ ପଞ୍ଜାବର ଗୁରୁଦ୍ୱାର ଦରବାର ସାହିବକୁ ସଂଯୋଗ କରୁଛି। ଫଳରେ ଦେଶର...

ବାବୁଲ ସୁପ୍ରିୟୋଙ୍କୁ ଆକ୍ରମଣର ପ୍ରତିବାଦ: ଏବିଭିପି ଶୋଭାଯାତ୍ରାକୁ ଅଟକାଇଲା ପୋଲିସ

କୋଲକାତା,୨୪ା୯(ପି.ଟି.): କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋଙ୍କୁ ଆକ୍ରମଣ ଘଟଣାକୁ ବିରୋଧ କରି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପକ୍ଷରୁ ସୋମବାର ପ୍ରତିବାଦ ଶୋଭାଯାତ୍ରା ବାହାର କରାଯାଇଥିବାବେଳେ...

ଆଗ୍ରା ଜେଲ୍‌କୁ ଗଲେ ୩୦ ଆତଙ୍କବାଦୀ

ଆଗ୍ରା,୯।୮(ଆଇଏଏନ୍‌ଏସ୍‌):୩୦ କଶ୍ମୀରୀ ଆତଙ୍କବାଦୀଙ୍କୁ ଗୁରୁବାର ଅପରାହ୍ନରେ ଆଗ୍ରା ଜେଲ୍‌କୁ ନିଆଯଇଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ସେମାନଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଆଗ୍ରାସ୍ଥିତ ଖେରିଆ ବିମାନବନ୍ଦରକୁ...

ପୋଲିସ ଗୁଳିରେ ଟଳିଲେ ୫ ମାଓବାଦୀ

ହାଇଦ୍ରାବାଦ,୨୨।୯: ଆନ୍ଧ୍ରପ୍ରଦେଶ ମାଦିଗିମୁଡୁ ଜଙ୍ଗଲରେ ରବିବାର ଗ୍ରେହାଉଣ୍ଡସ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୫ ଜଣ ମାଓବାଦୀଙ୍କର ମୃତ୍ୟୁ ଘଟିଛି...

Leave a comment

Your email address will not be published. Required fields are marked *