Posted inଜାତୀୟ

ମାୟାବତୀଙ୍କ ଭାଇଙ୍କ ଘରେ ଆୟକର ଚଢ଼ାଉ: ୪ ଶହ କୋଟିର ପ୍ଲଟ୍‌ ସିଲ

ଲକ୍ଷ୍ନୌ,୧୮।୭: ବିଏସ୍‌ପି ଅଧ୍ୟକ୍ଷା ମାୟାବତୀଙ୍କ ଭାଇଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏହା ଅନ୍ତର୍ଗତ ଉତ୍ତରପ୍ରଦେଶ ନୋଏଡ଼ାଠାରେ ଥିବା ତାଙ୍କର ୪ଶହ କୋଟି ମୂଲ୍ୟର ଏକ ବେନାମୀ ପ୍ଲଟ୍‌କୁ ଆୟକର ଅଧିକାରୀ ସିଲ୍‌ କରିଛନ୍ତି। ମାୟାବତୀଙ୍କ ଭାଇ ଆନନ୍ଦ କୁମାରଙ୍କ ପାଖରେ ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ ତାଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। ୭ ଏକର ଏହି ପ୍ଲଟ୍‌ ଉପରେ ୨୮ ହଜାର ୩ ଶହ ୨୮ ବର୍ଗମିଟରର ଏକ ଫ୍ଲାଟ୍‌ ନିର୍ମାଣ କରାଯାଇଥିବା କୁହାଯାଉଛି।


All Right Reserved By Dharitri.Com

ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା

ହରିୟାଣା,୫।୧୦: ପାଖେଇ ଆସୁଛି ହରିୟାଣା ବିଧାନସଭା ନିର୍ବାଚନ। ଏବେ ଏହାକୁ ନେଇ ରାଜନୀତି ସରଗରମ ଥିବା ବେଳେ କଂଗ୍ରେସକୁ କିନ୍ତୁ ଲାଗିଛି ଧକ୍କା। କାରଣ କଂଗ୍ରେସ...

ରାଜୀବ କୁମାରଙ୍କୁ ଆଗୁଆ ଜାମିନ

କୋଲକାତା, ୨ା୧୦(ପି.ଟି.): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ ବରିଷ୍ଠ ପୋଲିସ ଅଧିକାରୀ ରାଜୀବ କୁମାରଙ୍କୁ ମଙ୍ଗଳବାର କୋଲକାତା ହାଇକୋର୍ଟ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ବିଚାରପତି...

ମହାରାଷ୍ଟ୍ରରେ ନିର୍ବାଚନୀ ବିଗୁଲ୍‌ ବଜାଇଲେ ମୋଦି

ନାଶିକ୍‌,୨୦-୯(ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଆସନ୍ତା ମାସରେ ହେବାକୁ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସେଠାରେ ଭାଜପା ପାଇଁ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ଏନ୍‌ସିପି...

ଖଲିଙ୍କ ନିର୍ବାଚନ ପ୍ରଚାରକୁ ନେଇ ଅଭିଯୋଗ ଆଣିଲା ଟିଏମ୍‌ସି

କୋଲକାତା,୨୮।୪: ଲୋକ ସଭା ନିର୍ବାଚନ ପ୍ରଚାରକୁ ନେଇ ରେସ୍‌ଲର ଦଲିପ ସିଂ ରାନା ବା ଖଲିଙ୍କ ନାଁରେ ଜାତୀୟ ନିର୍ବାଚନ କମିଶନଙ୍କ ପାଖେ ଅଭିଯୋଗ ଆଣିଛି...

୨୧ କିଲୋ ପନିପରିବା ପିଠିରେ ଧରି ୧୨ କିମି ପାଦରେ ଚାଲୁଛନ୍ତି ଜିଲାପାଳ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୨୫।୯: ସୋସିଆଲ୍‌ ମିଡ଼ିଆରେ ଏବେ ଜଣେ ଜିଲାପାଳ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ମେଘାଳୟର ପଶ୍ଚିମ ଗାରୋ ହିଲସ୍‌ ଅଞ୍ଚଳରେ ନିଯୁକ୍ତ ହୋଇଥିବା ୪୩ ବୟସ୍କ...

ଜ୍ୟୋତିଷ କଥାରେ ପଡି ୭ ଦିନର ନାତୁଣୀକୁ ମାରିଦେଲେ ଜେଜେମା’

ବେଙ୍ଗାଲୁରୁ, ୧।୧୨: ଉତ୍ତର ବେଙ୍ଗାଲୁରୁରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୬୦ ବର୍ଷୀୟ ମହିଳା ମାତ୍ର ୭ ଦିନର ନାତୁଣୀକୁ ତଣ୍ଟି ଚିପି...

୬୧ ହଜାର କିଲୋମିଟର ଯାତ୍ରା କରି, ମଥାରେ ଲଗାଇଲେ ୪୦ ଶହୀଦ ଯବାନଙ୍କ ଘରର ମାଟି

ଶ୍ରୀନଗର,୧୪।୨: ଗତବର୍ଷ ପୁଲଓ୍ବାମାରେ ଶହୀଦ ହୋଇଥିବା ୪୦ ଯବାନଙ୍କୁ ଶୁକ୍ରବାର ଶ୍ରୀନଗରରେ ଥିବା ସିଆର୍‌ପିଏଫ୍‌ର ଲେଥପୋରା ଶହୀଦ ସ୍ମାରକରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ମହାରାଷ୍ଟ୍ରର ଉମେଶ...

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ବେରେ ଦୁର୍ଘଟଣା: ୭ ମୃତ, ୩୪ ଆହତ

ମୈନପୁରି,୨୧।୪: ଉତ୍ତର ପ୍ରଦେଶର ମୈନିପୁରିଠାରେ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ରବିବାର ଭୋର ସମୟରେ ଟ୍ରକ ସହ ଏକ ବସ୍‌ ଧକ୍କା ହେବା ଫଳରେ ଏଥିରେ ଅତିକମ୍‌ରେ ୭...

Leave a comment

Your email address will not be published. Required fields are marked *