Posted inଜାତୀୟ

‘ଦୋସା କିଙ୍ଗ’ରାଜଗୋପାଳଙ୍କ ପରଲୋକ

ନୂଆଦିଲ୍ଲୀ,୧୮।୭: ସରଓ୍ବାନା ଭବନର ସଂସ୍ଥାପକ ପି. ରାଜଗୋପାଳଙ୍କର ଚେନ୍ନାଇର ଏକ ହସ୍ପିଟାଲରେ ମୃତ୍ୟୁ ହୋଇଛି। ବେଲ୍‌ରେ ଯାଇ ଫେରାର ଥିବା ରାଜଗୋପାଳ କିଛି ସପ୍ତାହ ପୂର୍ବରୁ ଆତ୍ମସମର୍ପଣ କରିଥିଲେ। ସୂଚନାଯୋଗ୍ୟ, ୨୦୦୧ରେ ଜଣେ କର୍ମଚାରୀଙ୍କୁ ଅପହରଣ ଓ ହତ୍ୟା ଅଭିଯୋଗରେ ମାଡ୍ରାସ ହାଇକୋର୍ଟ ତାଙ୍କୁ ଆଜୀବନ ଜେଲଦଣ୍ଡାଦେଶ ଦେଇଥିଲେ। ସେ ଏହା ବିରୋଧରେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ତାଙ୍କୁ କୌଣସି ସୁଫଳ ମିଳି ନ ଥିଲା। ସୁପ୍ରିମକୋର୍ଟ ମାଡ୍ରାସ ହାଇକୋଟଙ୍କ ରାୟକୁ ବଳବତ୍ତର ରଖିଥିଲେ। ତାମିଲନାଡୁରେ ତାଙ୍କର କିଛି ରେସ୍ତୋଁରା ଥିବା ବେଳେ ‘ଦୋସା କିଙ୍ଗ’ ଭାବେ ସେ ପରିଚିତ ଥିଲେ।


All Right Reserved By

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ଧନୀ ପ୍ରାର୍ଥୀଙ୍କ ପାଖରେ ୪ଶହ ୧୭ କୋଟି ଥିବାବେଳେ ଗରିବ ପ୍ରାର୍ଥୀଙ୍କ ପାଖରେ ମାତ୍ର ୯ ଟଙ୍କା

ନୂଆଦିଲ୍ଲୀ,୧୭।୪: ଏପ୍ରିଲ୍‌ ୧୮ରେ ହେବ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ଏହି ପର୍ଯ୍ୟାୟରେ ୪ଶହ ୨୩ ଜଣ କୋଟିପତି ପ୍ରାର୍ଥୀ ନିର୍ବାଚନ...

ଯୋଗ ଦିବସ ଉପଲକ୍ଷେ ସ୍ବତନ୍ତ୍ର କର୍ମଶାଳାର ଆୟୋଜନ କଲା ଏମ୍ସ

ନୂଆଦିଲ୍ଲୀ,୧୬।୬: ରାଜଧାନୀ ଦିଲ୍ଲୀରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌ (ଏଆଇଆଇଏମ୍‌ଏସ୍‌)ରବିବାର ସକାଳୁ ଏକ ଯୋଗ କର୍ମଶାଳାର ଅୟୋଜନ କରିଥିଲା। ଆସନ୍ତା ୨୧...

ଚିଦାମ୍ବରମଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ସିବିଆଇ

ନୂଆଦିଲ୍ଲୀ,୨୨ା୮(ପି.ଟି./ଆଇଏଏନ୍‌ଏସ୍‌): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ବହୁଚର୍ଚ୍ଚିତ ଆଇଏନ୍‌ଏକ୍ସ ମିଡିଆ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଗୁରୁବାର ସନ୍ଧ୍ୟା...

ଭାଜପା ନେତାଙ୍କ ବୟାନ୍‌, ଖୁବଶୀଘ୍ର ଭାଜପାରେ ଯୋଗଦେବେ ଧୋନୀ

ନୂଆଦିଲ୍ଲୀ, ୧୨।୭: ଆଇସିସ ବିଶ୍ୱକପରେ ଭାରତ ବିଶ୍ୱକପରୁ ବିଦାୟ ନେବାପରେ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏହି...

ଜେଟଲୀଙ୍କ ଓ୍ବାର୍ଡ ଭିତରକୁ ଯିବାକୁ କାହାକୁ ଅନୁମତି ଦେଉ ନାହାଁନ୍ତି ଡାକ୍ତର

ନୂଆଦିଲ୍ଲୀ,୧୯।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସା ଚାଲିଥିବା ବେଳେ ଏବେ ସେ ସଙ୍କଟାପନ୍ନ ଅବସ୍ଥାରେ...

ମୋଦିଙ୍କ ନବରତ୍ନରେ ସ୍ଥାନ ପାଇବେ କିଏ?

ନୂଆଦିଲ୍ଲୀ, ୨୭।୫: ମେ ୩୦ରେ ଦେଶର ୧୭ତମ ଲୋକ ସଭାର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେବେ। ତେବେ ମୋଦିଙ୍କ ରବରତ୍ନ ମନ୍ତ୍ରିମଣ୍ଡଳରେ କିଏ...

ଘୋଡ଼ା ଉପରେ ୪୦ ମିନିଟ୍‌ ଧରି ୩୦ ଯୋଗାସନ କଲେ ୧୧ ଯବାନ

ସହାରନ୍‌ପୁର,୨୦।୬: ଶୁକ୍ରବାର ପାଳିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସ। ଏହା ପୂର୍ବରୁ ଉତ୍ତରପ୍ରଦେଶ ସହାରନ୍‌ପୁରରେ ଗୁରୁବାର ସେନାର ରିମାଉଣ୍ଟ୍‌ ଡିପୋ ଆଣ୍ଡ୍‌ ଟ୍ରେନିଂ ସ୍କୁଲରେ ୧୧...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ କମଲ ହାସନଙ୍କୁ ମିଳିଲା ନିମନ୍ତ୍ରଣ

ନୂଆଦିଲ୍ଲୀ,୨୭।୫: ମକଲ ନିଧି ମଇଅମର ଅଧ୍ୟକ୍ଷ ତଥା ଭେଟେରାନ୍‌ ଅଭିନେତା କମଲ ହାସନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *