କାରଖାନା ସମ୍ମୁଖରେ ଠିକା ସଫେଇ କର୍ମଚାରୀଙ୍କ ଗଣାଧାରଣା

ତାଳଚେର,୧୮।୮(ନି.ପ୍ର.): ବିକ୍ରମପୁର ସ୍ଥିତ ଭାରି ଜଳ କାରଖାନା ସମ୍ମୁଖରେ ଗୁରୁବାର ଠିକା ସଫେଇ କର୍ମଚାରୀମାନେ ଗଣଧାରଣା ଦେଇଛନ୍ତି। ଗତ ୩ମାସ ହେଲା ସେମାନଙ୍କୁ ପାରିଶ୍ରମିକ ମିଳିନାହିଁ। ଠିକା ସଂସ୍ଥା କିମ୍ବା ଭାରିଜଳ କାରଖାନା କର୍ତ୍ତୃପକ୍ଷଙ୍କ ଏନେଇ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ ବି କୌଣସି ପଦକ୍ଷେପ ନିଆଯାଇ ନ ଥିବା ଅଭିଯୋଗ ହୋଇଛି। ଫଳରେ ଏହାକୁ ବିରୋଧ କରି ସାମାଜିକ କର୍ମୀ ଅମୀୟ ତ୍ରିପାଠୀଙ୍କ ନେତୃତ୍ୱରେ ଠିକା ସଫେଇ କର୍ମଚାରୀମାନେ ଧାରଣାରେ ବସିଛନ୍ତି ।


All Right Reserved By

ଶବ ସଂରକ୍ଷଣ ଗୃହରେ ମୃତଦେହ ରଖିବାକୁ ଭୟ: ରାତିସାରା ବାରଣ୍ଡାରେ ପଡ଼ି ରହିଲା ଦୁଇ ମୃତ ଶରୀର

ଅନୁଗୋଳ ଅଫିସ, ୧୮।୮: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଶବ ସଂରକ୍ଷଣ ଗୃହରେ ମୃତଦେହ ରଖିଲେ ଖଣ୍ଡିଆ ହୋଇଯାଉଥିବା ଅଭିଯୋଗ ହେଉଥିବାରୁ ଏବେ କର୍ମଚାରୀମାନେ...

ଜୁନ୍‌ ୨୫ରୁ ବିଧାନସଭା, ୨୮ରେ ବଜେଟ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ଏ ନେଇ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ...

ଷ୍ଟେଶନ ଲିଭ୍‌ ନ ନେଇ ଜିଲା ଛାଡ଼ିଛନ୍ତି ବହୁ ଅଧିକାରୀ: ବୈଠକରେ ନ ପାଇ ବିରକ୍ତ ହେଲେ ଜିଲାପାଳ

ଅନୁଗୋଳ ଅଫିସ, ୨୮।୭ – ମାସର ଚତୁର୍ଥ ଶନିବାରକୁ ଛୁଟି ଘୋଷଣା କରାଯାଇଥିଲେ ବି ପ୍ରଥମାର୍ଦ୍ଧ ଅର୍ଥାତ୍‌ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଜିଲାସ୍ତରୀୟ ଅଧିକାରୀମାନେ ସେମାନଙ୍କ...

ଧୂଳିଝଡ଼ ସହ ବର୍ଷା: ୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟର ୯ ଜିଲାରେ ଶନିବାର ଧୂଳିଝଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...

ଡଗରପଡ଼ା ବୋମାମାଡ଼ ଘଟଣା: ଧଳସାମନ୍ତ ଭ୍ରାତାଙ୍କ ସହଯୋଗୀ ସମେତ ୩ ଗିରଫ

କଟକ ଅଫିସ, ୨୪।୮: ଡଗରପଡ଼ା ବୋମାମାଡ଼ ଘଟଣାରେ ୩ଜଣଙ୍କୁ ଗିରଫ କରିଛି ଲାଲବାଗ ଥାନା ପୋଲିସ। ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତମାନେ...

ବିନା ଅଟକଳରେ ଚାଲିଛି ପୌରପାଳିକା

ଅନୁଗୋଳ ଅଫିସ, ୧୫।୭: ୨୦୧୯-୨୦ ଆର୍ଥିକ ବର୍ଷ ଆରମ୍ଭ ହେବାକୁ ପ୍ରାୟ ୪ ମାସ ହେଲାଣି। ହେଲେ ଏ ଯାଏ ଅନୁଗୋଳ ପୌରପାଳିକା ତାର ବଜେଟ ପ୍ରସ୍ତୁତ...

ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୧୧ା୭-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଡଙ୍ଗାପାଳ ଗ୍ରାମରେ ୨୦୧୬ରେ ସଙ୍ଗଠିତ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବତନ୍ତ୍ର...

୮ ଫୁଟର ଅଜଗର ଉଦ୍ଧାର

କୁକୁଡ଼ାଖଣ୍ଡି,୨୫।୬(ଡି.ଏନ.ଏ.)- ଆଙ୍କୁଶପୁର ସଦରଥାନା ସାମ୍ନା ଏକ ହୋଟେଲ ନିକଟରେ ୮ ଫୁଟର ଅଜଗର ସୋମବାର ମଧ୍ୟରାତ୍ରରେ ଉଦ୍ଧାର ହୋଇଛି। ଉଦ୍ଧାର ପରେ ଏହାକୁ ନିକଟସ୍ଥ ଟାମଣା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *