Posted inଭଦ୍ରକ

୪୪୧ ପ୍ରାର୍ଥତ୍ପତ୍ର ନାକଚ

ଭଦ୍ରକ ଅଫିସ, ୨୪।୧: ଭଦ୍ରକ ଜିଲାରେ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ମୋଟ ୧୦,୦୧୪ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ୪୪୧ ପ୍ରାର୍ଥତ୍ପତ୍ର ନାକଚ ହୋଇଛି। ୯,୫୭୩ ଜଣଙ୍କର କାଏମ୍‌ ରହିଥିବା ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି। ସେଥିମଧ୍ୟରୁ ୭,୬୪୦ ୱାର୍ଡମେମ୍ବର ପ୍ରାର୍ଥତ୍ପତ୍ର ମଧ୍ୟରୁ ୨୫୫, ୧,୨୪୨ ସରପଞ୍ଚ ନାମାନଙ୍କ ପତ୍ରରୁ ୧୦୦ ଓ ୯୮୫ ଜଣ ସମିତିସଭ୍ୟ ପାଇଁ ନାମାଙ୍କନ ଦାଖଲ କରିଥିବା ବେଳେ ୮୬ ଜଣଙ୍କର ନାକଚ ହୋଇଯାଇଛି। ଜିଲା ପରିଷଦ ପାଇଁ ୧୪୭ ଜଣ ପ୍ରାର୍ଥତ୍ପତ୍ର ଦାଖଲ ହୋଇଥିବା ବେଳେ ସମସ୍ତ କାଏମ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଲର ଉଠାଉନାହାନ୍ତି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ବସ୍ତା ରଖି ପ୍ରତିବାଦ, ସମସ୍ୟାର ସମାଧାନ ନ ହେଲେ…

ଭଦ୍ରକ, ୧୩।୨(ସନାତନ ରାଉତ): ଭଦ୍ରକ ଜିଲାରେ ଧାନ କିଣା ଓ ମଣ୍ଡିରୁ ଧାନ ଉଠାଇବା ମିଲରମାନେ ବନ୍ଦ କରିଥିବାରୁ ଜିଲାରେ ଧାନ କିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି…

୧୨ ଘଣ୍ଟିଆ ଭାରତ ବନ୍ଦ: ଭଦ୍ରକରେ ଜୋରଦାର ପ୍ରଭାବ

ଭଦ୍ରକ, ୧୨।୨(ସନାତନ ରାଉତ):କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଡାକରାରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଗୁରୁବାର ଭାରତ ବନ୍ଦ କରାଯାଇଛି l ଭଦ୍ରକ ସହରରେ ଏହାର ଜୋରଦାର ପ୍ରଭାବ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ପ୍ରେମ କରୁଥିଲେ ଝିଅ; ମାଡ଼ ଖାଇଲେ ମା’-ମାଉସୀ

ଭଦ୍ରକ,୯।୨(ସନାତନ ରାଉତ):ପ୍ରେମ ବିବାହକୁ ବିରୋଧ କରିବାରୁ ଝିଅର ଶାଶୁଘର ଲୋକଙ୍କଠାରୁ ମାଡ଼ ଖାଇଲେ ମା’ ଓ ମାଉସୀ। ଅକ୍ରମଣରେ ମା’, ମାଉସୀଙ୍କ ସମେତ ୪ଜଣ ଆହତ ହୋଇଛନ୍ତି।…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି…

ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ

ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri