କୋରାପୁଟ ଜିଲାରେ ୨୬୧.୫ ମି.ମି. ବର୍ଷା ରେକର୍ଡ

କୋରାପୁଟ,୧୮।୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଗୁରୁବାର ୨୬୧.୫ ମି.ମି. ବର୍ଷା ହୋଇଥିବାବେଳେ ଦଶମନ୍ତପୁର ବ୍ଲକରେ ସର୍ବାଧିକ ୫୦ମି.ମି. ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି ା ସେହିପରି ଜିଲାର ଜୟପୁର ବ୍ଲକରେ ୪୮.୬ ମି.ମି. ବର୍ଷା ହୋଇଥିବାବେଳେ ନନ୍ଦପୁରରେ ୪୧.୨ ମି.ମି., ବୋରିଗୁମ୍ମାରେ ୩୨.୬ ମି.ମି., କୋଟପାଡ଼ରେ ୨୪ ମି.ମି., କୋରାପୁଟରେ ୧୦ ମି.ମି., ଲମତାପୁଟରେ ୧୭.୨ମି.ମି., ପଟ୍ଟାଙ୍ଗିରେ ୧୪.୩ ମି.ମି., ସେମିଳିଗୁଡାରେ ୨ ମି.ମି., କୁନ୍ଦ୍ରାରେ ୧୦.୬ ମି.ମି., ବୈପାରୀଗୁଡା ବ୍ଲକରେ ୧୧ ମି.ମି., ବର୍ଷା ହୋଇଛି। ନାରାୟଣପାଟଣା, ବନ୍ଧଗାଁ ଓ ଲକ୍ଷ୍ମୀପୁର ଆଦି ୩ ଟି ବ୍ଲକରେ ଆଦୌ ବର୍ଷା ହୋଇ ନ ଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି।


All Right Reserved By

ପଦ୍ମପୁରରେ ବ୍ୟାପୁଛି ଝାଡାବାନ୍ତି: ୨ ଦିନରେ ୩୦ ଆକ୍ରାନ୍ତ

ପଦ୍ମପୁର, ୧୨।୯(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ମାରିଗୁଡ଼ା ଓ ବହୁପଦର ଗ୍ରାମରେ ଝାଡାବାନ୍ତି ବ୍ୟାପିଛି। ଗତ ଦୁଇ ଦିନ ମଧ୍ୟରେ ଉଭୟ ଗ୍ରାମରେ ୩୦ରୁ...

କୋଡିଙ୍ଗାମାଳି ପାହାଡ଼ରେ ଚାରା ଲଗାଇଲେ ଛାତ୍ରୀଛାତ୍ର

ଲକ୍ଷ୍ମୀପୁର,୭ା୭: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଉପରଚମ୍ପି ପଞ୍ଚାୟତରେ ଥିବା କୋଡିଙ୍ଗାମାଳି ପାହାଡ଼ରେ ଚାରା ରୋପଣ କରିଛନ୍ତି ସ୍କୁଲ ଛାତ୍ରୀଛାତ୍ର। ଖଣି ଅଞ୍ଚଳ ଭାବେ ପରିଚିତ...

ଚୁଲିରୁ ନିଆଁଲାଗି ନାବାଳିକା ଗୁରୁତର

ମୁନିଗୁଡ଼ା,୧୪।୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ମୁନିଖୋଲ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ମା’ ପଞ୍ଚାୟତକୁ ଚାଉଳ ଆଣିବାକୁ ଯାଇଥିଲେ। ଏହି ସମୟରେ...

୨୫୯ ଦୋକାନ ଉପରେ ଚଢାଉ: ୨୮୪ କେଜି ପଲିଥିନ ଜବତ, ୫୪ ହଜାର ଟଙ୍କା ଜରିମାନା ଆଦାୟ

ଜୟପୁର,୧ା୭ (ନି.ପ୍ର)- ଜୟପୁର ସହରରେ ବେଆଇନ ଭାବେ ପଲିଥିନ କାରବାର ଜୋରସୋରରେ ଚାଲିଛି ା ଏହାକୁ ରୋକିବା ଲାଗି ଏକ ଟିମ୍‌ ୫ ଦିନ ହେବ...

କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କୋରାପୁଟ,୨୪।୭(ସ୍ବ.ପ୍ର.): ରାଜ୍ୟରେ କ୍ରମାଗତ ଭାବେ ବୃଦ୍ଧି ପାଇଥିବା ନାବାଳିକା, ନାରୀ ନିର୍ଯାତନା, ବଳାତ୍କାର, ଅପହରଣ ଓ ନିଖୋଜ ସହ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ପ୍ରତିବାଦରେ ବୁଧବାର କୋରାପୁଟ...

ବିକାଶର ବାଟ ଓଗାଳୁଛି ଟିପଚିହ୍ନ

ବୈପାରୀଗୁଡ଼ା,୨୨ା୪(ଡି.ଏନ୍‌.ଏ.):ବୈପାରୀଗୁଡ଼ା ବ୍ଲକ ବାଲିଗଁ। ପଞ୍ଚାୟତ ଲିମାଲାଡ଼ି ଗ୍ରାମର ବିଧବା ବୃଦ୍ଧା ସନମତି କାକଲପଡ଼ିଆ । ପିଲାଛୁଆ କେହି ନାହାନ୍ତି। ଏଭଳି ଅସହାୟ ଅବସ୍ଥାରେ ମୁଣ୍ଡ ଗୁଞ୍ଜିବା...

ବିଷାକ୍ତ ଛତୁଖାଇ ୮ ଅସୁସ୍ଥ

ରାୟଗଡା ଅଫିସ୍‌, ୧୯।୫- ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଗୋଡିବାଲିଠାରେ ବିଷାକ୍ତ ଛତୁଖାଇ ୮ଜଣ ଶ୍ରମିକ ଅସୁସ୍ଥ ହୋଇପଡିଛନ୍ତି । ସେମାନଙ୍କୁ ପ୍ରଥମେ ମାଣ୍ଡିବିଶି ପ୍ରାଥମିକ...

କଂଗ୍ରେସ ରାଲିରେ ଯୋଗ ଦେଇଥିବା ଯୁବକଙ୍କୁ ହତ୍ୟା:କୁସୁମପାଣି ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ଝରିଗାଁ,୧୭।୪(ସ୍ବ.ପ୍ର)-କଂଗ୍ରେସ ରାଲିରେ ଯୋଗ ଦେବାକୁ ଆସିଥିବା ଜଣେ ଯୁବକ ନିଖୋଜ ହେବାର ୮ ଦିନ ପରେ ବୁଧବାର ତାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *