ଆଜି ରାଜ୍ୟରୁ ୪୪୪ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୯ ଶିଶୁ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ସୋମବାର ରାଜ୍ୟରୁ ୪୪୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୪,୭୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୩ ଏବଂ ମୟୂରଭଞ୍ଜରୁ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୮, ବାଲେଶ୍ୱର ୧୬, ବରଗଡ଼ ୧, ଭଦ୍ରକ ୪, ବଲାଙ୍ଗୀର ୩, ଦେବଗଡ଼ ୧, ଢେଙ୍କାନାଳ ୩, ଗଞ୍ଜାମ ୬, ଜଗତସିଂହପୁର ୧୩, ଯାଜପୁର ୨୨, ଝାରସୁଗୁଡ଼ା ୩, କେନ୍ଦ୍ରାପଡ଼ା ୫, କେନ୍ଦୁଝର ୩, ନୟାଗଡ଼ ୮, ନୂଆପଡ଼ା ୧, ପୁରୀ ୭, ରାୟଗଡ଼ା ୯, ସମ୍ବଲପୁର ୭, ସୋନପୁରରୁ ୨ ଏବଂ ସୁନ୍ଦରଗଡ଼ରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୨୪,୭୬୪ରେ ପହଞ୍ଚିଥିବା ବେଳେ ୧୦,୧୦,୯୨୯ଜଣ ସୁସ୍ଥ ହୋଇଛନ୍ତି। ୫୭୦୨ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri