ଜୁଲାଇରେ ୪,୪୪୭ ୟୁନିଟ୍‌ ଯାନ ବିକ୍ରି

ନୂଆଦିଲ୍ଲୀ,୬।୮: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ‘ସ୍କୋଡା ଅଟୋ ଇଣ୍ଡିଆ’ ଚଳିତ ବର୍ଷ ଜୁଲାଇରେ ୪,୪୪୭ କାର ବିକ୍ରୟ ସହ ଏହାର ସ୍ଥିର ପ୍ରଦର୍ଶନ ଜାରି ରଖିଛି। ଏପରିକି କମ୍ପାନୀର ପୁଣେ ଏବଂ ଔରଙ୍ଗାବାଦର କାରଖାନା ସହ ଚେକ୍‌ ଅଟୋ ପ୍ରମୁଖ ଭାରତରେ କ୍ୟୁ୩ ଏବଂ ଏଚ୨/୨୦୨୨ ଆରମ୍ଭ ହେବା ସହ କ୍ରମାଗତ ବିକ୍ରୟ ଜାରି ରଖିଛି। ସେହିଭଳି ୨୦୨୨ରେ କ୍ୟୁ ୧ ଏବଂ ଏଚ୧ ରେକର୍ଡ ଭାଙ୍ଗିବା ପରେ ଆଉ ଏକ ଲକ୍ଷ୍ୟ ପଥରେ ଅଗ୍ରସର ହେଉଛି। ଏ ସମ୍ପର୍କରେ ସ୍କୋଡା ଅଟୋ ଇଣ୍ଡିଆର ବ୍ରାଣ୍ଡ ନିର୍ଦ୍ଦେଶକ ଜେକ ହୋଲିସ କହିଛନ୍ତି, ସାଧାରଣତଃ ଏହା ମୌସୁମୀ ସମୟ ହୋଇଥିବାରୁ ବଡ କିଣାକିଣି ଗୁଡିକୁ ବନ୍ଦ ରଖାଯାଇଥାଏ ଏବଂ ପାର୍ବଣ ଆରମ୍ଭ ହେବା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥାଏ। ତଥାପି ଆମେ ଆମର ଭାରତ ପାଇଁ ନିର୍ମିତ, ଇଣ୍ଡିଆ ୨.୦ କାର, କୁଶାକ ଏବଂ ସ୍ଲାଭିଆର ପଛରେ ଠୋସ୍‌ ସଂଖ୍ୟା ପ୍ରାପ୍ତ କରିଛୁ। ଅକ୍ଟୋଭିଆ ଏବଂ ସୁପର୍ବ ନିଜ ନିଜ ଖଣ୍ଡରେ ଭଲ କାମ କରୁଛନ୍ତି ଏବଂ କୋଡିଆକ ଜାନୁୟାରୀରେ ଶୁଭାରମ୍ଭ ହେବା ପରେ ଶୀଘ୍ର ବିକ୍ରି ହୋଇସାରିଛି ା ଆମେ ଏହି ଶକ୍ତି ବଜାୟ ରଖିବାକୁ ଇଚ୍ଛା କରୁଛୁ ଏବଂ ଭାରତରେ ଆମର ୨ ଦଶନ୍ଧି ପୁରୁଣା ଉତ୍ତରାଧିକାରରେ ୨୦୨୨କୁ ସବୁଠୁ ବଡ଼ ବର୍ଷ ଭାବରେ ଅତି ଶୀଘ୍ର ରେକର୍ଡ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri