Posted inଖେଳ

ଆଇସିସି ହଲ୍‌ ଅଫ ଫେମ୍‌ରେ ସାମିଲ ହେଲେ ସଚିନ

ଲଣ୍ଡନ, ୧୯।୭: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଆଇସିସି ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହୋଇଛନ୍ତି। ତାଙ୍କ ସହ ଦକ୍ଷିଣ ଆଫ୍ରିକାର ମହାନ କ୍ରିକେଟର ଆଲାନ ଡୋନାଲ୍ଡ ଏବଂ ଅଷ୍ଟ୍ରେଲିଆର ପୂର୍ବତନ ମହିଳା ଖେଳାଳି କ୍ୟାଥରିନ୍‌ ଫିଟଜପ୍ୟାଟ୍ରିକଙ୍କୁ ମଧ୍ୟ ଏହି ସମ୍ମାନ ମିଳିଛି। ଗୁରୁବାର ଲଣ୍ଡନରେ ଆୟୋଜିତ ଏକ ସମାରୋହରେ ତିନି କ୍ରିକେଟ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ୬ଷ୍ଟ ଭାରତୀୟ ଖେଳାଳି ଭାବେ ସଚିନ ଆଇସିସି ହଲ୍‌ ଅଫ୍‌ ଫେମ୍‌ରେ ସାମିଲ୍‌ ହୋଇଛନ୍ତି। ତାଙ୍କ ପୂର୍ବରୁ ବିଶନ୍‌ ସିଂ ବେଦୀ, କପିଲ ଦେବ, ସୁନୀଲ ଗାଭାସ୍କର, ରାହୁଲ ଦ୍ରାବିଡ ଏବଂ ଅନୀଲ କୁମ୍ବଲେଙ୍କୁ ସାମିଲ କରାଯାଇଥିଲା।


All Right Reserved By Dharitri.Com

Posted inଖେଳ View All

ଟ୍ରେନିଂ କ୍ୟାମ୍ପ ସ୍ଥଗିତ କଲା ଆରସିବି

ନୂଆଦିଲ୍ଲୀ,୧୬।୩- କରୋନା ଭାଇରସର ଭୟବହତା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ) ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ତା’ର ଟ୍ରେନିଂ କ୍ୟାମ୍ପକୁ ସ୍ଥଗିତ ରଖିଛି। ଏହା...

ଓସିଏର ସ୍ବତନ୍ତ୍ର ସାଧାରଣ ପରିଷଦ ବୈଠକ: ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଖର୍ଚ୍ଚ ହେବ ୬ କୋଟି ୪୨ ଲକ୍ଷ

କଟକ ଅଫିସ,୨୫ା୧୧- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ସ୍ବତନ୍ତ୍ର ସାଧାରଣ ପରିଷଦ ବୈଠକ ଓସିଏ ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓସିଏ ସଭାପତି ପଙ୍କଜ...

ଆର୍ସେନାଲ ଖେଳାଳିଙ୍କୁ ଲୁଟିଥିବା ଅପରାଧିଙ୍କୁ ୧୦ ବର୍ଷ ଜେଲ୍‌

ଲଣ୍ଡନ,୯।୧୧(ଏଏଫ୍‌ପି)- ହାତରେ ମାରଣା ଅସ୍ତ୍ର ଧରି ଆର୍ସେନାଲ ଫୁଟ୍‌ବଲ ଖେଳାଳି ମେସୁଟ ଓଜିଲ ଓ ସିଡ୍‌ କୋଲାସିନାକଙ୍କୁ ଲୁଟିଥିବା ଅପରାଧିଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ...

୧୮ ବର୍ଷରୁ କମ୍‌ ସାଫ୍‌ ଚାମ୍ପିୟନଶିପ୍‌ :ମାଳଦ୍ୱୀପକୁ ହରାଇ ଫାଇନାଲରେ ଭାରତ

କାଠମାଣ୍ଡୁ, ୨୮।୯ (ପି.ଟି.)- ଏଠାରେ ଚାଲିଥିବା ସାଉଥ୍‌ ଏସିଆନ୍‌ ଫୁଟ୍‌ବଲ ଫେଡେରେଶନ (ସାଫ୍‌) ୧୮ ବର୍ଷରୁ କମ୍‌ ଫୁଟ୍‌ବଲ ପ୍ରତିଯୋଗିତାର ଫାଇନାଲରେ ଭାରତ ପ୍ରବେଶ କରିଛି।...

୧୪ ଓଭରରେ ୧୨ରନ୍‌ କରିପାରିଲା ନାହିଁ ଏହି ଟିମ୍‌: ୧୬ଟି ବଲ୍‌ରେ ଅଲ୍‌ଆଉଟ୍‌

ସିଡନୀ,୨୪।୯:କ୍ରିକେଟ୍‌ ଏକ ଅନିଶ୍ଚିତତାର ଖେଳ ବୋଲି କୁହାଯାଏ। ଏହାର ଏକ ଉଦାହରଣ ଅଷ୍ଟ୍ରେଲିଆରେ ଚାଲିଥିବା ମାର୍ଶ କପ୍‌ରେ ଦେଖିବାକୁ ମିଳିଛି। ପର୍ଥରେ ଖେଳା ଯାଉଥିବା ମାର୍ଶ...

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଦୂତୀ ଭାଗନେବେ

ଭୁବନେଶ୍ୱର, ୧୩।୯(କ୍ରୀଡ଼ା ପ୍ରତିନିଧି)-ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦଙ୍କ ପାଇଁ ଆସିଛି ଆଉ ଏକ ବଡ଼ ସୁଯୋଗ। ଦୋହାରେ ହେବାକୁ ଯାଉଥିବା ବିଶ୍ୱ ଆଥଲେଟିକ୍ସ...

ସମର୍‌ସେଟ୍‌ରେ ଯୋଗ ଦେବେନି ଆହତ ଓ୍ବାଡେ

ସିଡ୍‌ନୀ, ୧୯।୩ (ଏଏଫ୍‌ପି)- ବିସ୍ଫୋରକ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ମାଥ୍ୟୁ ଓ୍ବାଡେ ଆଘାତଜନିତ ସମସ୍ୟା ଲାଗି କାଉଣ୍ଟି କ୍ରିକେଟ୍‌ କ୍ଲବ ସମର୍‌ସେଟ୍‌ ଦଳରେ ଯୋଗଦେବେ ନାହିଁ। ୩୨...

ବାଂଲାଦେଶ ଡେଭଲପମେଣ୍ଟ କୋଚ୍‌ କରୋନା ପଜିଟିଭ୍‌

ଢାକା,୧୩।୫ (ପି.ଟି.): ବାଂଲାଦେଶ ଡେଭଲପ୍‌ମେଣ୍ଟ କୋଚ୍‌ ତଥା ପୂର୍ବତନ ପ୍ରଥମଶ୍ରେଣୀ କ୍ରିକେଟର ଅଶିକୁର ରହମାନ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣା ପଡିଛି। ଗତକାଲି ରିପୋର୍ଟ...

Leave a comment

Your email address will not be published. Required fields are marked *