Posted inଫୁରସତ

୪୪୬ ବର୍ଷ ପୁରାତନ ଅଯୋଧ୍ୟା କାଣ୍ଡ ଏବେ ବି ସୁରକ୍ଷିତ

ଲକ୍ଷ୍ନୌ, ୨୭।୭: ସୋମବାର ସନ୍ଥ ତୁଳସୀଦାସଙ୍କ ଜୟନ୍ତୀ ପାଳନ କରାଯାଉଛି। ସେ ୧୫୫୪ ଜୁଲାଇ ୨୭ରେ ଉତ୍ତରପ୍ରଦେଶ ଚିତ୍ରକୂଟ ଜିଲାର ରାଜପୁର ଗାଁରେ ଜନ୍ମଗ୍ରହଣ କରିଥିଲେ। ୪୪୬ ବର୍ଷ ତଳେ ତାଙ୍କ ଦ୍ୱାରା ରଚିତ ଅଯୋଧ୍ୟାକାଣ୍ଡ ଏବେ ବି ସୁରକ୍ଷିତ ରହିଛି। ଗଁାରେ ଶ୍ରୀରାମଚରିତ ମାନସ ମନ୍ଦିର ରହିଛି। ଏଠାରେ ତୁଳସୀଦାସ ୭୬ ବର୍ଷ ବୟସରେ ୧୬୩୧ରେ ଭୋଜପତ୍ର ବଦଳରେ କାଗଜରେ ଶ୍ରୀରାମଚରିତ ମାନସ ରଚନା କରିଥିଲେ। ଏହାର ରଚନା ପାଇଁ ୨ବର୍ଷ ୭ ମାସ ୨୬ ଦିନ ସମୟ ଲାଗିଥିଲା। ୧୬୩୩ରେ ଏହାର ରଚନା ଶେଷ ହୋଇଥିଲା। ପାଣ୍ଡୁଲିପିର ଅନ୍ୟ ଅଂଶ ନଈ ବଢ଼ିରେ ପାଣିରେ ବୁଡ଼ି କିଛି ପରିମାଣରେ ନଷ୍ଟ ହୋଇଯାଇଥିବା ବେଳେ ଅଯୋଧ୍ୟା କାଣ୍ଡ ଏବେ ମଧ୍ୟ ସୁରକ୍ଷିତ ରହିଛି। ୧୬୮୦ରେ ୧୨୬ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଥିଲା। ଚଳିତ ବର୍ଷ କରୋନା ମହାମାରୀ ଯୋଗୁ ଏଠାରେ କୌଣସି ଉତ୍ସବ ଅନୁଷ୍ଠିତ ହେବନାହିଁ ବୋଲି ମାନସ ମନ୍ଦିରର ମୁଖ୍ୟ ପଣ୍ଡିତ ରାମାଶ୍ରୟ ତ୍ରିପାଠୀ ସୂଚନା ଦେଇଛନ୍ତି। ୧୫୮୫ରେ ତୁଳସୀଦାସଙ୍କ ଦ୍ୱାରା ପ୍ରଭାବିତ ହୋଇ ତତ୍‌କାଳୀନ ମୋଗଲ ରାଜା ଆକବର ଯମୁନା ନଦୀ କୂଳରେ ୯୬ ବିଘା ଜମି ଯୋଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri