Posted inଜାତୀୟ

ଚିକତ୍ସିତ ହେଉଥିବା ବିଧାୟକଙ୍କୁ ଭେଟିବାକୁ ଗଲା ବେଙ୍ଗାଲୁରୁ ପୋଲିସ: ରୋକିଲା ମୁମ୍ବାଇ ପୋଲିସ

ମୁମ୍ବାଇ, ୧୯।୭: କର୍ନାଟକ ରାଜନୀତିରେ ଘଣ୍ଟାକେ ଘୋଡା ଛୁଟୁଥିବାବେଳେ ଆସ୍ଥା ଭୋଟକୁ ନେଇ ଉଭୟ ଶାସକ ଏବଂ ବିରୋଧୀ ମଧ୍ୟରେ ପାଟିତୁଣ୍ଡ ଲାଗିରହିଛି। ଗୁରୁବାର ଆସ୍ଥାଭୋଟ ଉପରେ ବିଧାନସଭାରେ ହଟ୍ଟଗୋଳ ଲାଗିରହିଥିବାବେଳେ ଶୁକ୍ରବାର ମଧ୍ୟ ଏହା ଜାରି ରହିବାର ସମ୍ଭାବନା ରହିଛି। ଏସବୁ ଭିତରେ ମୁମ୍ବାଇରେ ଚିକିତ୍ସିତ ହେଉଥିବା ଅସୁସ୍ଥ କଂଗ୍ରେସ ବିଧାୟକ ଶ୍ରୀମନ୍ତ ପାଟିଲଙ୍କୁ ଭେଟିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ କ୍ରମେ ବେଙ୍ଗାଲୁରୁ ପୋଲିସ ଡାକ୍ତରଖାନା ଯାଇଥିଲେ ମଧ୍ୟ ସେମାନଙ୍କୁ ମୁମ୍ବାଇ ପୋଲିସ ରୋକିଛି। ସୂଚନାଯୋଗ୍ୟ, ବୁଧବାର କଂଗ୍ରେସ ଏବଂ ଜେଡି(ଏସ) ପକ୍ଷରୁ ଡକାଯାଇଥିବା ବୈଠକରେ ଶ୍ରୀମନ୍ତ ଅନୁପସ୍ଥିତ ଥିଲେ। କଂଗ୍ରେସ ପକ୍ଷରୁ ବିଧାୟକ ଶ୍ରୀମନ୍ତ ପାଟିଲ ନିଖୋଜ ଥିବା ନେଇ ଥାନାରେ ଏତଲା ଦେଇଥିଲେ। ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମୁମ୍ବାଇର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଗୁରୁବାର ଜଣାପଡିଛି।


All Right Reserved By Dharitri.Com

ସ୍କୁଲ ନିର୍ମାଣ ପାଇଁ ୧୪ ବର୍ଷ ତଳେ ମଞ୍ଜୁର ହୋଇଥିଲା ୫ ଲକ୍ଷ: ୧୨ ଖମ୍ବ ପୋତି ଅନୁଦାନ ହଡ଼ପ ଅଭିଯୋଗ

ଭୋପାଳ,୨୧।୭: ସ୍କୁଲ ନିର୍ମାଣ ପାଇଁ ୧୪ ବର୍ଷ ତଳେ ସରକାରଙ୍କ ପକ୍ଷରୁ ୫ ଲକ୍ଷ ଟଙ୍କାର ଅନୁଦାନ ମଞ୍ଜୁର ହୋଇଥିଲା। ତେବେ ନିର୍ଦ୍ଧାରିତ ସ୍ଥାନରେ କେବଳ...

ଗିରଫ ହେଲେ ୟସ୍‌ ବ୍ୟାଙ୍କର ଫାଉଣ୍ଡର ରାଣା

ମୁମ୍ବାଇ,୮।୩: ୟସ୍‌ ବ୍ୟାଙ୍କ ଫାଉଣ୍ଡର ରାଣା କପୁରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପାଖାପାଖି ୨୦ ଘଣ୍ଟା ଜେରା କରିବା ପରେ ରବିବାର ଗିରଫ କରିଛି। ଇଡି ରାଣାଙ୍କୁ...

ଋଣ ଭାର ସହି ନ ପାରି କୋଲ୍ଡ ଡ୍ରିଙ୍କସ୍‌ରେ ଜହର ମିଶାଇ ପିଇଲେ ପରିବାର ସଦସ୍ୟ: ୩ ଜଣଙ୍କ ମୃତ୍ୟୁ

ଭୋପାଳ,୨୫।୫: ଋଣ ଭାର ସହି ନ ପାରି ଜହର ମିଶା କୋଲ୍ଡ ଡ୍ରିଙ୍କସ୍‌ ପିଇ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶ...

ଏପଟେ ଭଉଣୀର ସବାରି ସେପଟେ ଉଠିଲା ଭାଇର କୋକେଇ

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ କସ୍‌ବା ଥାନା ଅଞ୍ଚଳର ଏକ ଗଁ।ରେ ଗୁରୁବାର ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପଟେ ଭଉଣୀର ସବାରି ଉଠିଥିବା ବେଳେ ଅନ୍ୟପଟେ ଭାଇର...

ଶ୍ରୀଲଙ୍କାରୁ ଲାକ୍ଷାଦ୍ୱୀପରେ ପହଞ୍ଚିଲା ସନ୍ଦିଗ୍ଧ ବୋଟ୍‌: ଗୋଇନ୍ଦା ବିଭାଗ ସୂଚନା ଆଧାରରେ କେରଳରେ ହାଇଆର୍ଲଟ

ଥିରୁବନନ୍ତପୁରମ୍‌,୨୬।୫: ଶ୍ରୀଲଙ୍କାରୁ ଏକ ସନ୍ଦିଗ୍ଧ ବୋଟ୍‌ ଲାକ୍ଷାଦ୍ୱୀପରେ ଆସି ପହଞ୍ଚିଛି। ଏଥିରେ ୧୫ ଜଣ ଆଇଏସ୍‌ଆଇଏସ୍‌ ଆତଙ୍କବାଦୀ ଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା...

ସାଧାରଣ ଭୋଟରଙ୍କୁ ଟାର୍ଗେଟ କଲେ ସିଦ୍ଧରମେୟା

ବାଦାମି,୨୭।୬: କର୍ନାଟକର ବାଦାମିରେ ଏକ ସଭାକୁ ଉଦ୍‌ବୋଧନ ଦେବା ଅବସରରେ ପୂର୍ବତନ କର୍ନାଟକ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଧରମେୟା ସାଧାରଣ ଭୋଟରଙ୍କୁ ଟାର୍ଗେଟ କରିଛନ୍ତି।...

ସାଧାରଣତନ୍ତ୍ର ଦିବସ: ଦିଲ୍ଲୀ ସୁରକ୍ଷା ଛାଉଣିରେ ପରିଣତ; ୨୨ ହଜାର ପୋଲିସ ମୁତୟନ

ନୂଆଦିଲ୍ଲୀ, ୨୫।୧: ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହରର ଗଳିକନ୍ଦିରେ ସୁରକ୍ଷାକର୍ମୀଙ୍କୁ ସଜାଗ ରଖାଯାଇଛି। ସୁରକ୍ଷା କାର୍ଯ୍ୟରେ ୨୨ ହଜାର...

ମିଳିଲା ଲ୍ୟାଣ୍ଡର ‘ବିକ୍ରମ’ର ସନ୍ଧାନ: ଶିବନ

ନୂଆଦିଲ୍ଲୀ,୮।୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋର) ମୁଖ୍ୟ କେ. ଶିବନ ଭାରତ ପାଇଁ ଏକ ଖୁସି ଖବର ଦେଇଛନ୍ତି। ରବିବାର ଲ୍ୟାଣ୍ଡର ‘ବିକ୍ରମ’ର ସନ୍ଧାନ...

Leave a comment

Your email address will not be published. Required fields are marked *