ଅଗ୍ନିକାଣ୍ଡ: ୬ ଗୋରୁ ଜୀବନ୍ତ ଦଗ୍ଧ

ଧାମନଗର, ୧୯।୭(ଡି.ଏନ୍‌.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଦେଉଳଡ଼ିହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବୈଷ୍ଣବ ଜେନାଙ୍କ ଗୁହାଳ ସଂପୂଣ୍ଣ ଜଳିଯାଇଛି। ଗୁହାଳରେ ଥିବା ୪ ଦୁଧିଆଳି ଗାଈ ଏବଂ ୨ ବଡ଼ ଅଣ୍ଡିରା ବାଛୁରୀ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଖବର ପାଇ ଧାମନଗର ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।


All Right Reserved By Dharitri.Com

ବ୍ୟାଙ୍କରୁ ଲୁଟ୍‌ ଉଦ୍ୟମ ବିଫଳ: ତଦନ୍ତ ଆରମ୍ଭ କଲା ସାଇଣ୍ଟିଫିକ୍‌ ଟିମ୍‌

ରୂପ୍‌ସା, ୨୫।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଢ଼ିହା ଏଚ୍‌ଡିଏଫ୍‌ସି ବ୍ୟାଙ୍କର ଝରକା ଗ୍ରୀଲ୍‌ ଭାଙ୍ଗି ରବିବାର ରାତିରେ ଦୁର୍ବୃତ୍ତମାନେ ଲୁଟ୍‌ ଉଦ୍ୟମ କରିଥିବା ଜଣାପଡ଼ିଛି। ସୋମବାର ଏହି...

‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ଉଦ୍‌ଘାଟିତ

ବାଲେଶ୍ୱର ଅଫିସ, ୨୫।୧୨-ବାଲେଶ୍ୱର ଆଇଟିଆଇ ପଡ଼ିଆରେ ଜାତୀୟସ୍ତରୀୟ ଶିଳ୍ପ ଏବଂ ବାଣିଜ୍ୟ ମେଳା ‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ମଙ୍ଗଳବାର ସନ୍ଧ୍ୟାରେ କେନ୍ଦ୍ର ଅଣୁ,...

ସାପ କାମୁଡାରେ ନାବାଳିକାଙ୍କ ଜୀବନ ଗଲା

ସଜନାଗଡ଼, ୨୭।୫(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ନରଣପୁର ପଞ୍ଚାୟତ ନୂଆସାହି ଗ୍ରାମର ନୀଳକଣ୍ଠ ପାତ୍ରଙ୍କ ଝିଅ ନିନି(୮)ରବିବାର ବିଳମ୍ବିତ ରାତିରେ ଶୌଚ ପାଇଁ ଉଠିଥିଲେ।...

ଦୁର୍ଦ୍ଦିନରେ କରତକଳ ଶ୍ରମିକ

ବାଲେଶ୍ୱର ଅଫିସ, ୭।୧୨- ବାଲେଶ୍ୱର ଜିଲାର କାଠ ଶିଳ୍ପ ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡ଼ିତ ବିଭିନ୍ନ ବର୍ଗର ୧୨ଶହରୁ ଊର୍ଦ୍ଧ୍ୱ ଶ୍ରମିକ ପରିବାର...

ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ନିଯୁକ୍ତିକୁ ବିରୋଧ: ମହିଳା ସ୍ବାସ୍ଥ୍ୟକର୍ମୀ ସଂଘର ଧାରଣା

ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବସରପ୍ରାପ୍ତ ପାରାମେଡିକାଲ କର୍ମୀଙ୍କ ପୁନଃ ନିଯୁକ୍ତିକୁ ନିଖିଳ ଓଡ଼ିଶା ଅଣନିଯୁକ୍ତି ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀ ସଂଘ ବିରୋଧ...

୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

ବସ୍ତା,୨୯।୮(ସ୍ବ.ପ୍ର)- ବାଲେଶ୍ୱର ଜିଲା ବସ୍ତା ଓ ଆଖ ପାଖ ଅଞ୍ଚଳରେ ବ୍ରାଉନସୁଗାର ଚୋରା କାରାବାର ଦିନକୁ ଦିନ ବ୍ୟାପକ ହେବେରେ ଲାଗିଛି। ବୁଧବାର ବସ୍ତା ପୋଲିସ...

ଦନ୍ତାହାତୀ ଆକ୍ରମଣରେ ମହିଳାଙ୍କ ଜୀବନଗଲା

କେନ୍ଦୁଝର,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ଦଅଁଳା ମୁଣ୍ଡାସାହିରେ ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ସେ କଦମି ମୁଣ୍ଡା ବୋଲି ଜଣାପଡ଼ିଛି।...

ବାଲେଶ୍ୱର ସହରରେ କୃତ୍ରିମ ବନ୍ୟା

ବାଲେଶ୍ୱର ଅଫିସ,୨୬।୧୦-ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବା ପରେ ଗତ ୩ଦିନ ଧରି ବର୍ଷା ଲାଗି ରହିବାରୁ ଶୁକ୍ରବାର ବାଲେଶ୍ୱର ସହରର ବିଭିନ୍ନ ସ୍ଥାନରେ...

Leave a comment

Your email address will not be published. Required fields are marked *