Posted inଜାତୀୟ

ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ହୁଅନ୍ତୁ, ୧୦୦୧ ଶିଡ଼ି ଚଢି ମନ୍ଦିରରେ ପ୍ରାର୍ଥନା କଲେ ଭାଜପା ଏମ୍‌ପି

ବେଙ୍ଗାଲୁରୁ, ୧୯।୭: କର୍ନାଟକରେ ଏବେ ଚାଲିଛି ରାଜନୈତିକ ନାଟକ। କ୍ଷମତା ପାଇଁ ଚାଲିଛି ଜୋରଦାର ଲଢେଇ। ବିଧାନସଭାରେ ଆସ୍ଥା ଭୋଟ ପୂର୍ବରୁ ଭାଜପା ସାଂସଦ ଶୋଭା କରାନ୍ଦଲଜ୍‌ ମହୀଶୂର ପ୍ରସିଦ୍ଧ ଚାମୁଣ୍ଡେଶ୍ୱରୀ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ବିଏସ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ହୁଅନ୍ତୁ, ଏହି ପ୍ରାର୍ଥନା କରି ୧୦୦୧ ଶିଢି ଚଢି ମନ୍ଦିରରେ ପହଞ୍ଚିଛନ୍ତି ଶୋଭା। ସୂଚନାଯୋଗ୍ୟ, ଗତ କର୍ନାଟକ ନିର୍ବାଚନ ଭାଜପା ସର୍ବାଧିକ ଆସନ ଜିତିଥିଲା। ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ବଧ୍ୟ ବିଧାନସଭାରେ ବହୁତ ସାବ୍ୟସ୍ତ କରିପାରି ନ ଥିଲେ। ଫଳରେ ତାଙ୍କୁ ଇସ୍ତଫା ଦେବାକୁ ପଡିଥିଲେ। ପରେ କଂଗ୍ରେସ-ଜେଡିଏସ ମେଣ୍ଟ ସରକାର ଗଠନ କରିଥିଲା।


All Right Reserved By

ରାହୁଲ କରୁଛନ୍ତି ଇସ୍ତଫା ଡ୍ରାମା: ସିପିଆଇ ରାଷ୍ଟ୍ରୀୟ ସଚିବ

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ବିଫଳତା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଡ୍ରାମା ଜାରି ରଖିଥିବା କହିଛନ୍ତି ସିପିଆଇ ରାଷ୍ଟ୍ରୀୟ...

ନ୍ୟାୟ ପାଇଁ ସୋସିଆଲ ମିଡିଆରେ ଅଭିଯାନ: ଦେଶବ୍ୟାପୀ ଆକ୍ରୋଶ, ବିକ୍ଷୋଭ

ଆଲିଗଡ଼/ନୂଆଦିଲ୍ଲୀ,୮ା୬(ପି.ଟି.):ଆଖି ଦୁଇଟିକୁ ନଷ୍ଟ କରିଦିଆଯାଇଛି, ମସ୍ତିଷ୍କକୁ ଗଳିତ କରାଯାଇଛି ଓ ହାତଗୋଡ଼ ଭାଙ୍ଗି ଦିଆଯାଇଛି। ବଳାତ୍କାରକୁ ଅସ୍ବୀକାର କରାଯାଇ ପାରୁନାହିଁ। ନାବାଳିକଙ୍କ ମୃତଦେହର ବ୍ୟବଚ୍ଛେଦ ରିପୋର୍ଟରୁ...

ୟୁରୋପିୟାନ୍‌ ଚାମ୍ବର୍ସ ଅଫ୍‌ କମର୍ସ ଦ୍ୱାରା ସମ୍ମାନୀତ ହେଲେ ଅନୀଲ

ମୁମ୍ବାଇ,୧୮।୫: ଶିଶୁମାନଙ୍କ ଅଧିକାରକୁ ନେଇ ଲଗାତାର ଭାବେ କାମ କରି ଆସୁଛନ୍ତି ବଲିଉଡ୍‌ ଅଭିନେତା ଅନୀଲ କପୁର। ଏଥିପାଇଁ ଶୁକ୍ରବାର ମୁମ୍ବାଇଠାରେ ତାଙ୍କୁ କାଉନସିଲ୍‌ ଅଫ୍‌...

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ପାଇଁ ରାହୁଲଙ୍କୁ ଭେଟିଲେ ଚନ୍ଦ୍ରାବାବୁ

ନୂଆଦିଲ୍ଲୀ,୧୯।୫: ନିର୍ବାଚନ ଫଳାଫଳ ପୂର୍ବରୁ କେନ୍ଦ୍ରରେ କିଏ ହେବ ଶାସକ? ସେନେଇ ଆରମ୍ଭ ରହିଛି କଳ୍ପନାଜଳ୍ପନା। ଏହି ମର୍ମରେ କେନ୍ଦ୍ରରେ ଅଣ-ଭାଜପା ସାମ୍ମୁଖ୍ୟ ଗଠନ ପାଇଁ...

ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦେଖି ଜରୁରୀ ବୈଠକ ଡାକିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୮: ଲଗାଣ ବର୍ଷା ଫଳରେ ଦେଶର ପ୍ରାୟ ଅଧିକାଂଶ ଅଞ୍ଚଳରେ ବନ୍ୟା ସୃଷ୍ଟି ହୋଇଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପଟେ...

୭୬ ଭାରତୀୟ, ୪୧ ପାକିସ୍ତାନ ନାଗରିକଙ୍କୁ ଆଣି ଦିଲ୍ଲୀରେ ପହଞ୍ଚିଲା ସମଝୌତା ଏକ୍ସପ୍ରେସ୍‌

ନୂଆଦିଲ୍ଲୀ, ୯।୮: ୭୬ ଭାରତୀୟ, ୪୧ ପାକିସ୍ତାନ ନାଗରିକଙ୍କୁ ଆଣି ଦିଲ୍ଲୀ ପହଞ୍ଚିଛି ସମଝୌତା ଏକ୍ସପ୍ରେସ୍‌। ଗୁରୁବାର ପାକିସ୍ତାନ ଟ୍ରେନକୁ ଅଟାରି ରେଳ ଷ୍ଟେଶନରେ ଛାଡି...

ଗୋଟିଏ ମଣ୍ଡପରେ ସ୍ତ୍ରୀ ଓ ଗର୍ଲଫ୍ରେଣ୍ଡକୁ ବିବାହ କଲେ ଯବାନ

ଜୈସପୁର,୨୧।୫: ଛତିଶଗଡ଼ର ଜୈସପୁର ଜିଲାର ବ।ଘଡୋଲରେ ଏକ ନିଆରା ବିବାହ ଦେଖିବାକୁ ମିଳିଛି। ଉକ୍ତ ଗାଁର ଜଣେ ସିଆରପିଏଫ୍‌ ଯବାନ ୨ଜଣ ମହିଳାଙ୍କ ସହ ଏକା...

ଲୋକ ସଭା ଶପଥ ଗ୍ରହଣ ସମୟରେ ଭାଜପା ଏମ୍‌ପିଙ୍କ ଶବ୍ଦ ଉଚ୍ଚାରଣରେ ଭୁଲ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୬: ୧୭ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଯାଇଛି। ଗତ ୨ ଦିନ ହେଲା ଏଠାରେ ନୂଆ ନିର୍ବାଚିତ ସଦସ୍ୟ ଶପଥ ଗ୍ରହଣ କରୁଛନ୍ତି।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *