Posted inଖେଳ

ଇଣ୍ଡୋନେସିଆ ଓପନ୍‌ ବ୍ୟାଡ୍‌ମିଣ୍ଟନ: ସେମିରେ ସିନ୍ଧୁ

ଜାକର୍ତ୍ତା,୧୯।୭(ପି.ଟି.)-ଏଠାରେ ଚାଲିଥିବା ଇଣ୍ଡୋନେସିଆ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଭାରତୀୟ ମହିଳା ତାରକା ପି.ଭି. ସିନ୍ଧୁ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ସେ ଜାପାନର ନୋଜୋମି ଓକୁହାରାଙ୍କୁ ପରାସ୍ତ କରି ଅଗ୍ରଗତି କରିଛନ୍ତି। ଟୁର୍ନାମେଣ୍ଟରେ ପଞ୍ଚମ ସିଡ ମାନ୍ୟତା ପାଇଥିବା ଅଲିମ୍ପିକ୍ସ ରୌପ୍ୟପଦକ ବିଜୟିନୀ ସିନ୍ଧୁ ୨୧-୧୪, ୨୧-୭ରେ ତୃତୀୟ ସିଡ ଓକୁହାରାଙ୍କୁ ମାତ୍ର ୪୪ ମିନିଟରେ ପରାସ୍ତ କରିଛନ୍ତି। ସେମିରେ ସିନ୍ଧୁ ଦ୍ୱିତୀୟ ସିଡ ଚାଇନାର ଚେନ୍‌ ୟୁ ଫେଇଙ୍କୁ ଭେଟିବେ। ବିଶ୍ୱଚାମ୍ପିୟନଶିପ୍‌ରେ ଏକାଧିକ ପଦକ ହାସଲ କରିଥିବା ସିନ୍ଧୁ ମ୍ୟାଚର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ପ୍ରଭାବ ବିସ୍ତାର କରି ଖେଳିଥିଲେ। ପ୍ରଥମ ଗେମ୍‌ରେ ସଂଘର୍ଷ ଦେଖିବାକୁ ମଳିଥିଲା। ତେବେ ଦ୍ୱିତୀୟ ଗେମ୍‌ରେ ଏକ ତରଫା ଭାବେ ସିନ୍ଧୁ ବିଜୟୀ ହୋଇଥିଲେ।


All Right Reserved By Dharitri.Com

Posted inଖେଳ View All

ପରାଜୟ ପରେ ଟିମ୍‌ ଇଣ୍ଡିଆକୁ ସମର୍ଥନ ଜଣାଇଲେ ପ୍ରଶଂସକ

ନୂଆଦିଲ୍ଲୀ,୧୧ା୭- ଭାରତୀୟ ଦଳ ସେମିଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇ ଚଳିତ ଆଇସିସି ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛି। ଏହି ପରାଜୟ ପରେ ପ୍ରଶଂସକଙ୍କଠାରୁ ଆରମ୍ଭ କରି ବଲିଉଡ୍‌...

ସମ୍ଭାବ୍ୟ ଖେଳାଳିଙ୍କ ତାଲିକାରେ ନ ଥିଲେ ହେଲେ ବିଶ୍ୱକପ୍‌ ଦଳରେ ଆମିର

କରାଚି,୧୭।୫(ପି.ଟି.)- ପାକିସ୍ତାନ ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଆମିରଙ୍କୁ ପ୍ରଥମେ ଅଣଦେଖା କରାଯାଇଥିଲେ ମଧ୍ୟ ପରେ ତାଙ୍କୁ ବିଶ୍ୱକପ୍‌ ଦଳରେ ସାମିଲ କାରାଯାଇଛି। ଚଳିତ ଇଂଲଣ୍ଡ...

ଆଇଏଏଏଫ୍‌ ଟେଷ୍ଟୋଷ୍ଟେରୋନ ନିୟମକୁ ସସ୍‌ପେଣ୍ଡ

ଜେନେଭା, ୪ା୬ (ଏଏଫ୍‌ପି)-ସୁଇଜରଲାଣ୍ଡର ଟପ୍‌ କୋର୍ଟ ସୋମବାର ସାମୟିକ ଭାବେ ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ୍‌ ଫେଡେରେଶନ୍ସ (ଆଇଏଏଏଫ୍‌)ର ବିବାଦୀୟ ଟେଷ୍ଟୋଷ୍ଟେରୋନ ନିୟମକୁ ସସ୍‌ପେଣ୍ଡ କରିଛନ୍ତି।...

୧୪ ଓଭରରେ ୧୨ରନ୍‌ କରିପାରିଲା ନାହିଁ ଏହି ଟିମ୍‌: ୧୬ଟି ବଲ୍‌ରେ ଅଲ୍‌ଆଉଟ୍‌

ସିଡନୀ,୨୪।୯:କ୍ରିକେଟ୍‌ ଏକ ଅନିଶ୍ଚିତତାର ଖେଳ ବୋଲି କୁହାଯାଏ। ଏହାର ଏକ ଉଦାହରଣ ଅଷ୍ଟ୍ରେଲିଆରେ ଚାଲିଥିବା ମାର୍ଶ କପ୍‌ରେ ଦେଖିବାକୁ ମିଳିଛି। ପର୍ଥରେ ଖେଳା ଯାଉଥିବା ମାର୍ଶ...

କୋହଲିଙ୍କ ‘ବିରାଟ’ ପ୍ରଶଂସକ ଏହି କ୍ରିକେଟରଙ୍କ ଝିଅ: କହିଲେ, ‘ମୁଁ ବିରାଟ କୋହଲି’

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ଅଛନ୍ତି। ଏହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ଅଷ୍ଟେଲିଆରେ।...

ଅମିତ୍‌, ବ୍ରଜ ଭୂଷଣ ଓସ୍‌ଜା ପୁରସ୍କାର ପାଇଁ ମନୋନୀତ

ଭୁବନେଶ୍ୱର, ୨୨।୬ (ସ୍ପୋଟର୍‌ସ ବ୍ୟୁରୋ)- ପ୍ରତିବର୍ଷ ଭଳି ୨୦୧୮ ବର୍ଷ ଲାଗି କ୍ରୀଡ଼ାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ରାଜ୍ୟର ଦୁଇ କ୍ରୀଡ଼ାବ୍ୟକ୍ତିତ୍ୱଙ୍କୁ ସମ୍ବର୍ଦ୍ଧିତ କରିବା...

କିଜ୍‌ଙ୍କୁ ସିନସିନାଟି ମାଷ୍ଟର୍ସ ଟାଇଟଲ

ସିନସିନାଟି,୧୯।୮(ଏଏଫ୍‌ପି): ଏଠାରେ ଚାଲିଥିବା ଡବ୍ଲ୍ୟୁଟିଏ ସିନସିନାଟି ମାର୍ଷ୍ଟସ ଟୁର୍ନାମେଣ୍ଟରେ ମାଡିସନ କିଜ୍‌ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ସେ ସ୍ବେତଲାନା କୁଜନେସ୍ତୋଭାଙ୍କୁ ୭-୫,...

ଗୋଟେ ଓଭରରେ ୬ ଛକା ଲଗାଇ ସଦ୍ୱନ୍ତ୍ର କ୍ଲବରେ କାର୍ଟର

ଅକ୍‌ଲାଣ୍ଡ,୫।୧- ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଲିଓ କାର୍ଟର ରବିବାର ଗୋଟେ ଓଭରରେ ୬ ଛକା ମାରି ସ୍ବତନ୍ତ୍ର ବ୍ୟାଟ୍ସମ୍ୟାନଙ୍କ କ୍ଲବରେ ସାମିଲ ହୋଇଛନ୍ତି। ଘରୋଇ ଟି୨୦ ଟୁର୍ନାମେଣ୍ଟ...

Leave a comment

Your email address will not be published. Required fields are marked *