ଆଜି ଯୁକ୍ତ୨ ସ୍ପଟ୍‌ ସିଲେକ୍ସନ ମେରିଟ୍‌ ଲିଷ୍ଟ

ଭୁବନେଶ୍ୱର, ୧୯ା୭(ବ୍ୟୁରୋ)- ଯୁକ୍ତ୨ ପ୍ରଥମ ବର୍ଷରେ ନାମଲେଖା ପାଇଁ ଦୁଇଟି ପର୍ଯ୍ୟାୟ ନାମଲେଖା ଶେଷ ହୋଇଯାଇଛି। ଶନିବାର ସ୍ପଟ୍‌ ସିଲେକ୍ସନ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଏଥିରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ରମାନେ ୨୫ରୁ ୨୭ ତାରିଖ ମଧ୍ୟରେ ନାମଲେଖାଇବେ। ଏଥିରେ ନାମଲେଖାଇଥିବା ଛାତ୍ରୀଛାତ୍ରଙ୍କ ଚୂଡ଼ାନ୍ତ ତଥ୍ୟ ୨୭ତାରିଖ ସନ୍ଧ୍ୟା ୫ଟାରେ ଇ-ସ୍ପେସ୍‌ରେ ପ୍ରକାଶ ପାଇବ। ତେବେ ଜୁଲାଇ ୨୯ରୁ ଯୁକ୍ତ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିଦେର୍ଦ୍ଦଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।


All Right Reserved By

ବିଜେପୁର ଉପନିର୍ବାଚନ: ୩୦ରେ ବିଜେଡିର ନାମାଙ୍କନ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବିଜେଡିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ନବୀନ ନିବାସରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ସ୍ବାଧୀନତା ଦିବସ ପାଇଁ ରେଳ ଷ୍ଟେଶନରେ ବଢ଼ିଲା ସୁରକ୍ଷା: ଯାତ୍ରୀଙ୍କ ଲଗେଜ୍‌, ଟ୍ରେନ୍‌ ବଗି ଯାଞ୍ଚ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଇଁ ମଙ୍ଗଳବାର ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରେଳ ସୁରକ୍ଷା ବଳ ଓ ସ୍ପେଶାଲ...

ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ: ଯାତ୍ରୀଙ୍କଠାରୁ ମିଳିଲା ୧୫୦.୯୨୦ ଗ୍ରାମର ସୁନା, ମୂଲ୍ୟ ୫ଲକ୍ଷରୁ ଅଧିକ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): କଟକଣା ସତ୍ତ୍ୱେ କମୁନି ସୁନା ଚୋରା ଚାଲାଣ। ବୁଧବାର ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ କରିଛି କଷ୍ଟମ ବିଭାଗ। ବ୍ୟାଙ୍କକ୍‌ରୁ ଆସିଥିବା...

ଆଜି ଉତ୍ତର, ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୧।୮(ବ୍ୟୁରୋ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏହା ଫଳରେ ରାଜ୍ୟରେ ବର୍ଷାର ପରିମାଣ କମିଯାଇଛି। ଶନିବାର ବଲାଙ୍ଗୀରରେ ସର୍ବାଧିକ ୧୨ ମିଲିମିଟର...

ସ୍ଥିତି ଦେଖି ନିଷ୍ପତ୍ତି ନେବ ବିଜେଡି : ପ୍ରତାପଦେବ

ଭୁବନେଶ୍ୱର,୨୧।୫(ବ୍ୟୁରୋ)- ଦିନକ ପରେ ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଅଧିକାଂଶ ଏକଜିଟ୍‌ ପୋଲ ଏନ୍‌ଡିଏ ସପକ୍ଷରେ ମତ ଦେଇଛନ୍ତି। କେତେକ ଏକ୍‌ଜିଟ୍‌ ପୋଲ...

ଜୁଲାଇ ୨୧ରେ ସ୍ବତନ୍ତ୍ର ଓଜେଇଇ

ଭୁବନେଶ୍ୱର,୩୦ା୬(ବ୍ୟୁରୋ)- ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ ଦ୍ୱିତୀୟ ସ୍ବତନ୍ତ୍ର ଓଜେଇଇ। ଏଥିଲାଗି ରବିବାରଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ଜୁଲାଇ ୭ ତାରିଖ...

ଲାଞ୍ଚୁଆ ଅଧିକାରୀଙ୍କୁ ଚିହ୍ନାଇବେ ଦଲାଲ, ତା’ ପରେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପରିବହନ କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ପରେ ଗତ ଦୁଇ ଦିନରେ ରାଜ୍ୟର ବିଭିନ୍ନ ଆର୍‌ଟିଓ...

ପ୍ରତ୍ୟେକ ସ୍କୁଲରେ ପାଳନ ହେବ ଆନ୍ତର୍ଜାତିକ ବୟସ୍କ ଦିବସ

ଭୁବନେଶ୍ୱର, ୧।୧୦(ବ୍ୟୁରୋ)- ଏଣିକି ପ୍ରତିବର୍ଷ ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଆନ୍ତର୍ଜାତିକ ବୟସ୍କ ଦିବସ। ଅକ୍ଟୋବର ୧କୁ ସାରା ଆନ୍ତର୍ଜାତିକ ବୟସ୍କ ଦିବସ ଭାବେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *