ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ ପାଇଁ ପିଅନ୍ତୁ ଏହି ଜୁସ୍‌

ବର୍ତ୍ତମାନର ଅନିୟମିତ ଜୀବନଶୈଳୀ, ଚିନ୍ତା କାରଣରୁ ଉଚ୍ଚ ରକ୍ତଚାପ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ଏହି ଗମ୍ଭୀର ସମସ୍ୟାକୁ ସାମାନ୍ୟ ଅଣଦେଖା କରିବା ଫଳରେ ଏହା ହାର୍ଟଆଟାକ୍‌ ଓ ଷ୍ଟ୍ରୋକ୍‌ ଭଳି ସମସ୍ୟା ସୃଷ୍ଟି କରିଥାଏ। ଅନ୍ୟପକ୍ଷରେ ଏଥିଲାଗି ହାର୍ଟ ସମସ୍ୟା ଦେଖାଯାଇଥାଏ। ଏତଦ୍‌ବ୍ୟତୀତ କିଡ୍‌ନୀ ସମସ୍ୟା ମଧ୍ୟ ସୃଷ୍ଟି ହୋଇଥାଏ। ଏହା ଯେକୌଣସି ବୟସରେ ମଧ୍ୟ ଲୋକଙ୍କୁ ଆକ୍ରାନ୍ତ କରିପାରେ। ଯେତେବେଳେ ସେଷ୍ଟୋଲିକ୍‌ ରକ୍ତଚାପ ୬୦/୮୦ ମିମିରୁ ଅଧିକ, ଡ୍ୟାଷ୍ଟୋଲିକ୍‌ ୬୦/୮୦ ମିମିରୁ ଅଧିକ ରହିଥାଏ, ସେତେବେଳେ ବ୍ୟକ୍ତିଙ୍କଠାରେ ଉଚ୍ଚ ରକ୍ତଚାପ ସମସ୍ୟା ଦେଖାଯାଇଥାଏ। ଏହା ବିଭିନ୍ନ ଶାରୀରିକ ସମସ୍ୟା ସୃଷ୍ଟି କରିବା ସହ ମାଂସପେଶୀକୁ ମଧ୍ୟ ଦୁର୍ବଳ କରିଥାଏ। ସିଗାରେଟ ଓ ମାଦକଦ୍ରବ୍ୟ ସେବନ ଫଳରେ ମଧ୍ୟ ଉଚ୍ଚ ରକ୍ତଚାପ ହୋଇଥାଏ।

ଯଦି ଆପଣ ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିବାକୁ ଚାହାନ୍ତି, ତେବେ ସନ୍ତୁଳିତ ଖାଦ୍ୟପେୟ ଉପରେ ଧ୍ୟାନ ଦେବା ସହ ଏପରି କିଛି ଜୁସ୍‌ ପିଅନ୍ତୁ, ଯାହା ଉପକାରୀ ହୋଇଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ଡାଳିମ୍ବ/କମଳା ଜୁସ୍‌: ଏହା ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିଥାଏ। ଭିଟାମିନ୍‌ ଓ ପୋଟାସିୟମର ମାତ୍ରା ଅଧିକ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ତେଲ ଶିଶୁଙ୍କୁ କରିଥାଏ ଶକ୍ତ

  ଶିଶୁ ଜନ୍ମ ନେବା ପରେ ତାର ଲାଳନପାଳନ କ୍ଷେତ୍ରରେ ଅନେକ ଯତ୍ନ ନେବାକୁ ପଡ଼ିଥାଏ । ଜନ୍ମ ହେବା ପରେ ସେମାନଙ୍କୁ କ’ଣ ଖାଇବାକୁ...

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ ଏହି ତେଲ

ନଡ଼ିଆ ତେଲ ସ୍ବାସ୍ଥ୍ୟ ଉପକାରୀ। ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ସୁସ୍ଥ ରହିବାକୁ ଚାହୁଁଥିଲେ ଏହାକୁ ଖାଦ୍ୟରେ ସାମିଲ କରିପାରିବେ। ଏହାଦ୍ୱାରା...

ଅବସାଦ ଦୂର କରେ ଗୋଲମରିଚ

ଗୋଲମରିଚ ଯେ କେବଳ ଖାଦ୍ୟର ସ୍ୱାଦ ବଢାଏ ତା’ ନୁହେଁ ବରଂ ଏହାର ଔଷଧୀୟ ଗୁଣ ଶରୀରକୁ ଅନେକ ଲାଭ ପ୍ରଦାନ କରିଥାଏ । ଅନେକ...

ଶରୀର ପାଇଁ କ୍ଷତିକାରକ ଥର୍ମୋକୋଲ ଓ ପ୍ଲାଷ୍ଟିକ କପ୍‌

କିଛିବର୍ଷ ପୂର୍ବରୁ ଲୋକମାନେ ମାଟି ବା କାଚ ପାତ୍ରରେ ଚା’ ପିଉଥିଲେ। ହେଲେ ଆଧୁନିକ ଯୁଗରେ ମାଟି ବା କାଚ ପାତ୍ରର ସ୍ଥାନ ନେଇଛି ଥର୍ମୋକୋଲ...

ଅର୍ଶରୋଗୀ ଭୁଲ୍‌ରେ ବି ଖାଆନ୍ତୁ ନାହିଁ ଏସବୁ

ପାଚନତନ୍ତ୍ରରେ ହେଉଥିବା ସମସ୍ୟା ନେଇ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଉ ଥିବା ବେଳେ କୋଷ୍ଠକାଠିନ୍ୟ ବା ମଳତ୍ୟାଗ ସମୟରେ କଷ୍ଟ ହୋଇଥାଏ। ଏ ନେଇ ଅର୍ଶ...

ନିଜ ଭିତରେ ଏହି ପରିବର୍ତ୍ତନ ଦେଖୁଥିଲେ ପୁରଷମାନେ ଶୀଘ୍ର କରନ୍ତୁ ବିବାହ

ପ୍ରାୟ ଯୁବକମାନଙ୍କୁ ସେମାନଙ୍କ ଅବିବାହିତ ଜୀବନ ବେଶି ପସନ୍ଦ ଆସିଥାଏ। ସେମାନେ ତାଙ୍କ ଏହି ଜୀବନକୁ ନେଇ ଖୁସିରେ ରହିବାକୁ ଚାହିଁଥାନ୍ତି। ମାତ୍ର ପରବର୍ତ୍ତୀ ସମୟରେ...

ମହିଳା ଓ ପେନ୍‌କିଲର

ଆଜିର ବ୍ୟସ୍ତବହୁଳ ଜୀବନ ହେଉ ଅବା ପରିବର୍ତ୍ତିତ ଜୀବନଶୈଳୀ ଲାଗି ଅନେକ ମହିଳାଙ୍କଠାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଉଛି; ଯାହା ମଧ୍ୟରୁ ଅଣ୍ଟା, ଆଣ୍ଠୁ ଆଦି...

ଅନ୍ୟପାଇଁ ଭୋଗିବାକୁ ପଡୁଛି କି ଦୁଃଖ: ଏପରି ପରିସ୍ଥତି ଉପୁଜିଲେ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଶହ ଶହ ବର୍ଷ ପୂର୍ବରୁ ଯେପରି ଥିଲା ଆଜି ବି ତାହା ସେମିତି ରହିଛି। ଜୀବନକୁ ସଫଳ ଏବଂ ସୁଖମୟ କରିବା...

Advertisement
Archives

Model This Week