ସାମ୍ନାକୁ ଆସିଲା ୪, ୫୦୦ ବର୍ଷ ତଳର ସହର, ପଡ଼ିରହିଛି ୩ ଶହ ମୃତଦେହ

ନୂଆଦିଲ୍ଲୀ,୨।୭: ଇତିହାସରେ ଏମିତି କିଛି ଘଟଣା ରହିଛି, ଯାହା ସମୟ ସହିତ ଅଦୃଶ୍ୟ ହୋଇଯାଇଛି । କିନ୍ତୁ ବେଳେ ବେଳେ ହଜାର ହଜାର ଘଟଣା ସାମ୍ନାକୁ ମଧ୍ୟ ଆସିଥାଏ । ଯାହାକି ଆମକୁ ଚକିତ କରିଦିଏ । ଏପରି ଏକ ଘଟଣା ଏବେ ଇଜିପ୍ଟରେ ଦେଖିବାକୁ ମିଳିଛି । ମାଟିତଳୁ ଏକ ମୃତଦେହର ସହର ଲୋକଲୋଚନକୁ ଆସିଛି । ଏହି ସହରରୁ ୩୦୦ରୁ ଅଧିକ ସାମାଧି ମିଳିଛି । ଯାହାକି ୨ ଲକ୍ଷ ୭୦ ହଜାର ଫୁଟ୍‌ ଅଞ୍ଚଳରେ ରହିଛି । ଏହି ସହରର ନାମ ଉସ୍‌ବାନ୍‌ ବୋଲି ଜଣାପଡ଼ିଛି ।

ପ୍ରତିଷ୍ଠିତ ଗଣମାଧ୍ୟମ ଡେଲି ମେଲ ଅନୁଯାୟୀ ଉସ୍‌ବାନ୍‌ ସହର ଏକ ବାଣିଜ୍ୟ ଏବଂ ସାମରିକ କ୍ଷେତ୍ର ଥିଲା । ଯାହା ଅତି କମରେ ୪,୫୦୦ ବର୍ଷ ପୂର୍ବେ କାରବାରର ପେଣ୍ଠସ୍ଥଳୀ ଥିଲା । ପ୍ରତ୍ନତତ୍ତ୍ୱବିତ୍‌ମାନେ ଏହି ରହସ୍ୟମୟ ସହର ବିଷୟରେ ଅଧିକ ଜାଣନ୍ତି ନାହିଁ । ତେବେ କୁହାଯାଉଛି ଯେ ପ୍ରାୟ ୯ ଶହ ବର୍ଷ ପୂର୍ବେ ଏହି ସମାଧିଗୁଡ଼ିକ ପୁନଃବ୍ୟବହାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ କୋଟି ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri