ଆଜି ରାଜଧାନୀରୁ ୪୫୧ ପଜିଟିଭ୍‌ ଚିହ୍ନଟ, ବଢ଼ି ଚାଲିଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୪୫୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୫,୩୪୧ରେ ପହଞ୍ଚିଥିବା ବେଳେ ୩୨,୭୫୫ ଜଣ ସୁସ୍ଥ ହୋଇଛନ୍ତି। ୨୩୧୫ ଜଣ ଚିକିିତ୍ସିତ ହେଉଛନ୍ତି। ୨୫୦ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri