Posted inଜାତୀୟ

ମହାରାଷ୍ଟ୍ରରେ କରୋନା ମହାମାରୀ ସମୟରେ ପାରୋଲରେ ଯାଇଥିବା ୪୫୧ କଏଦୀଙ୍କର ମିଳୁନାହିଁ ପତ୍ତା

ମୁମ୍ବାଇ,୨୪ ।୧: କରୋନା ସମୟରେ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜେଲରେ ସଜା ଭୋଗୁଥିବା କଏଦୀଙ୍କୁ କରୋନା ମହାମାରୀ ସମୟରେ ପରୋଲରେ ଛାଡି ଦିଆଯାଇଥିଲା । ହେଲେ ଏବେ ଏହି କଏଦୀମାନେ ଜେଲକୁ ଫେରୁ ନ ଥିବା ଜଣାପଡିଛି । ମହାରାଷ୍ଟ୍ରରେ ଏମିତି ପ୍ରାୟ ୪୫୧ କଏଦୀ କରୋନାର ଫାଇଦା ଉଠାଇ ନିଖୋଜ ହୋଇଯାଇଛନ୍ତି । ଏମାନଙ୍କ ମଧ୍ୟରୁ ୩୫୭ କଏଦୀଙ୍କ ବିରୋଧରେ ଏଫଆଇଆର ଦାଖଲ କରି ପୋଲିସ ନିଖୋଜ କଏଦୀଙ୍କୁ ଖୋଜିବାରେ ଲାଗିପଡିଛି । ମହାରାଷ୍ଟ୍ରରେ କରୋନା ମହାମାରୀ ସମୟରେ ୭ ବର୍ଷ ଅବା ଏହାଠାରୁ କମ ସଜା ଭୋଗୁଥିବା କଏଦୀଙ୍କୁ ପାରୋଲରେ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ରିପୋର୍ଟ ଅନୁଯାୟୀ, ମହାରାଷ୍ଟ୍ର ଜେଲରେ ମାର୍ଚ୍ଚ ୨୦୨୦ ପର୍ଯ୍ୟନ୍ତ ପ୍ରାୟ ୩୫୦୦୦ କଏଦୀ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri