Posted inଜାତୀୟ

ସ୍ତ୍ରୀଙ୍କୁ ଭରଣପୋଷଣ ଆଦେଶ ଦେଲେ ଅଦାଲତ: ୫ ବସ୍ତା କଏନ୍‌ ନେଇ କୋର୍ଟରେ ପହଞ୍ଚିଲେ ସ୍ବାମୀ

ରାୟପୁର,୨୦।୭: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା ପାଇଁ ଏକ ପରିବାର ଅଦାଲତଙ୍କ ରାୟ ପରେ ସ୍ବାମୀ କୋର୍ଟରେ ୫ ବସ୍ତା କଏନ୍‌ ନେଇ ପହଞ୍ଚିଛନ୍ତି। ଏଭଳି ଏକ ରୋଚକ ଘଟଣା ଛତିଶଗଡ଼ରେ ଘଟିଛି। ସ୍ଥାନୀୟ ପାମ୍‌ଗଢ଼ ଥାନା ଅଞ୍ଚଳରେ ବାସକରୁଥିବା ପୁନିରାମ ସାହୁ ଏବଂ ତାଙ୍କ ସ୍ତ୍ରୀ ଯଶୋଧାରାଙ୍କ ମଧ୍ୟରେ ଛାଡ଼ପତ୍ର ମାମଲାର ବିଚାର ଦୀର୍ଘ ୨୦ ବର୍ଷ ଧରି ଚାଲିଛି। ପୁନିରାମ ଜଣେ ପରିବା ବେପାରି। ପରିବାର କୋର୍ଟ ପକ୍ଷରୁ ଯଶୋଧାରାଙ୍କୁ ୩୩ ହଜାର ୮ଶହ ଟଙ୍କା ଭରଣପୋଷଣ ଦେବାକୁ ପୁନିରାମଙ୍କୁ ଆଦେଶ ଦିଆଯାଇଥିଲା। ପୁନିରାମ ନିଜ ପାଖରେ ଥିବା ଟଙ୍କିକିଆ, ୨ ଟଙ୍କିଆ, ୫ ଟଙ୍କିଆ ତଥା ୧୦ ଟଙ୍କିଆ କଏନ୍‌ ଥିବା ୫ଟି ବସ୍ତା ନେଇ ପହଞ୍ଚିଥିଲେ। ତେବେ ବିଚାରପତି କିରଣ ଚତୁର୍ବେଦୀ ଏହାକୁ ଗଣିବାକୁ ପୁନିରାମଙ୍କୁ କହିଥିଲେ। ସେ କୋର୍ଟ ଚଟାଣରେ ବସି ୩୩ ହଜାର ଟଙ୍କାର କଏନ୍‌ ଗଣିଗଣି ଯଶୋଧାରାଙ୍କୁ ଦେଇଥିଲେ। ଅବଶିଷ୍ଟ ୮ଶହ ଟଙ୍କା ୨୨ ଜୁଲାଇରେ ଦେବାକୁ କୋର୍ଟ ପୁନିରାମଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କଏନ୍‌ ବସ୍ତା ଯଶୋଧାରା ନେବାକୁ ମନା କରିବାରୁ ପୁନିରାମ ଏହାକୁ ବୋହି ବୋହି ନେଇ ତାଙ୍କ ଘରେ ଦେଇଥିବା କୁହାଯାଉଛି। ଏହି ଘଟଣା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


All Right Reserved By

କଂଗ୍ରେସ ବିଜୟକୁ ହଜମ କି ପରାଜୟକୁ ସ୍ବୀକାର କରିପାରୁ ନାହିଁ: ମୋଦି

ନୂଆଦିଲ୍ଲୀ, ୨୬।୬: ଗତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏହାକୁ ଦଳ ସ୍ବୀକାର କରୁନାହିଁ କି ଭାଜପାର ବିଜୟକୁ ହଜମ କରିପାରୁ ନାହିଁ ବୋଲି...

ଲେଖାହେବ ଭାରତୀୟ ସୀମା ବିବାଦର ଇତିହାସ: ସଚେତନ ହେବେ ସୀମା ବାସିନ୍ଦା

ନୂଆଦିଲ୍ଲୀ,୧୯।୯: ସୀମାବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସଚେତନ କରାଇବା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବା ଲାଗି ଯୋଜନା ହୋଇଛି।...

ମୁଖ୍ୟସ୍ରୋତକୁ ଫେରିଲେ ୫ ଆତଙ୍କବାଦୀ

ଶ୍ରୀନଗର୨ା୬(ପି.ଟି.): ଆତଙ୍କବାଦରେ ଜର୍ଜରିତ ଜମ୍ମୁ-କଶ୍ମୀରରୁ ଶନିବାର ଏକ ଭଲ ଖବର ଆସିଛି। କୁଲଗାମ ଜିଲାର ୫ ଆତଙ୍କବାଦୀ ଅସ୍ତ୍ରତ୍ୟାଗ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି। ବିଭିନ୍ନ...

କାଗଜବିହୀନ ହେବ ଲୋକ ସଭା

ନୂଆଦିଲ୍ଲୀ,୧ା୮(ପି.ଟି.): ଆଗାମୀ ଅଧିବେଶନରୁ ଲୋକ ସଭା କାଗଜବିହୀନ ହେବ ବୋଲି ବାଚସ୍ପତି ଓମ୍‌ ବିର୍ଲା ବୁଧବାର ଘୋଷଣା କରିଛନ୍ତି। ଏହାଦ୍ୱାରା ବହୁକୋଟି ଟଙ୍କାର ରାଜସ୍ବ ସଞ୍ଚୟ...

ଉତ୍ତରାଖଣ୍ଡରେ ରାଜକୀୟ ବିବାହ: ୨ଶହ କୋଟି ରୟାଲ ଓ୍ବେଡିଂ ପାଇଁ ଲାଗିଲା ୫ଶହ କୋଟିର ଫୁଲ

ଡେରାଡୁନ,୧୯।୬: ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଉତ୍ତରାଖଣ୍ଡର ଅଲୀ ଏବେ ନବବଧୂ ଭଳି ସଜେଇ ହୋଇଛି। କାରଣ ଉତ୍ତରାଖଣ୍ଡରେ ଜୁନ ୨୦ ଓ ୨୨ରେ ଏକ ହାଇ...

ଦିଲ୍ଲୀରେ ଏନ୍‌ଆର୍‌ସି ଲାଗୁ ପାଇଁ ଭାଜପାର ଦାବି

ନୂଆଦିଲ୍ଲୀ,୩୧।୮: ଆସାମର ଏନ୍‌ଆର୍‌ସି ତାଲିକା ଶନିବାର ପ୍ରକାଶ ପାଇବା ପରେ ଭାଜପା ପକ୍ଷରୁ ଦିଲ୍ଲୀରେ ଏନ୍‌ଆର୍‌ସି ଲାଗୁ ପାଇଁ ଦାବି କରାଯାଇଛି। ଭାଜପା ପକ୍ଷରୁ ମନୋଜ...

ତ୍ରାଲ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୬।୬: ଜମ୍ମୁ-କଶ୍ମୀର ପୁଲଓ୍ବମା ଜିଲାରେ ବୁଧବାର ସକାଳେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ତ୍ରାଲ୍‌ ଅଞ୍ଚଳର ନାଗବଳ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ...

ଘରଭଡ଼ା ଦେଇପାରୁନାହାନ୍ତି କମଲନାଥ ସରକାର: ବନ୍ଦ ହେବ ୨୬ ହଜାର ଅଙ୍ଗନଓ୍ବାଡି କେନ୍ଦ୍ର

ଭୋପାଳ,୨୭ା୬ (ଆଇଏଏନ୍‌ଏସ୍‌)L ଛୋଟ ଛୋଟ ପିଲାଙ୍କ ମାନସିକ, ଶାରୀରିକ, ଶୈକ୍ଷିକ ଓ ବୌଦ୍ଧିକ ବିକାଶ ଲାଗି ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକର ଭୂମିକା ଅତୁଳନୀୟ। ହେଲେ ମଧ୍ୟପ୍ରଦେଶର କମଲନାଥ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *