Posted inରାଜ୍ୟ

ପରୀକ୍ଷାମୂଳକ ଭାବେ ମହିପୁରକୁ ଗଡ଼ିଲା ରେଳଇଞ୍ଜିନ, ଖୁବ୍‌ଶୀଘ୍ର ଗଡ଼ିବ ଟ୍ରେନ୍‌

ନୟାଗଡ଼ ଅଫିସ,୨୦ା୭- ନୟାଗଡ଼ ଟାଉନ ଷ୍ଟେଶନରୁ ନୂଆଗାଁ ବ୍ଳକ ମହିପୁର ପର୍ଯ୍ୟନ୍ତ ୧୨ କିମି  ପରୀକ୍ଷାମୂଳକ ଭାବେ ଶନିବାର ରେଳ ଇଞ୍ଜିନ ଗଡ଼ିଛି। ରେଳ ବିଭାଗର ଅଧିକାରୀମାନେ ପରୀକ୍ଷାମୂଳକ ଭାବେ ଏହି ରେଳ ଇଞ୍ଜିନ ଗଡ଼ାଇଛନ୍ତି। ମଧ୍ୟାହ୍ନ ୧୨ଟା ୧୫ ସମୟରେ ଏହି ଇଞ୍ଜିନ ଗଡ଼ି ମହିପୁରଠାରେ ପହଞ୍ଚିଥିଲା। ଏହା ପରେ ଖୁବଶୀଘ୍ର ମହିପୁରକୁ ଟ୍ରେନ୍‌ ଚଳାଚଳ କରାଯିବ ବୋଲି ଅଧିକାରୀମାନେ ପ୍ରକାଶ କରିଛନ୍ତିି।


All Right Reserved By Dharitri.Com

ଭୁବନେଶ୍ବର, କଟକ ସମେତ ଭଦ୍ରକରେ ସଟ୍ ଡାଉନ କଡାକଡି, ରାସ୍ତାଘାଟ ଜନଶୂନ୍ୟ

ଭୁବନେଶ୍ବର, ୪।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ସରକାରଙ୍କ ପକ୍ଷରୁ ୩ ସହରକୁ ୪୮ ଘଣ୍ଟିଆ ସଟ୍ ଡାଉନ ଘୋଷଣା କରାଯାଇଛି...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ପରିବାର

ଧର୍ମଶାଳା,୫ା୧୨(ଡି.ଏନ୍‌.ଏ.): ଧର୍ମଶାଳା ଥାନା ପାଟପୁର ପଞ୍ଚାୟତ ନସିଡିପୁର ଗ୍ରାମରେ ଜଣେ ମହିଳାଙ୍କୁ ତଣ୍ଟି ଚିପି ହତ୍ୟା କରିବାପରେ ଆତ୍ମହତ୍ୟା ରୂପ ଦିଆଯାଇଥିବା ଥାନାରେ ଅଭିଯୋଗ ହୋଇଛି।...

କରୋନାକୁ ନେଇ ଶଙ୍କା ବଢୁଛି

ଜଗତ୍‌ସିଂହପୁର ଅଫିସ, ୧୯।୩: କରୋନା ଭୂତାଣୁ (କୋଭିଡ୍‌-୧୯) ସଂକ୍ରମଣ ଚାରିଆଡେ ଭୟର ବାତାବରଣ ସୃଷ୍ଟି କରିଛି। ଏ ପରିସ୍ଥିତିରେ ପ୍ରତ୍ୟହ ବିଦେଶ ଓ ରାଜ୍ୟ ବାହାରୁ...

ଆଇକନିକ୍‌ ଡେଷ୍ଟିନେଶନରୁ ଓଡ଼ିଶା ଗାଏବ: ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): କେନ୍ଦ୍ର ସରକାର ସମଗ୍ର ଦେଶରେ ୧୭ଟି ପର୍ଯ୍ୟଟନ ସ୍ଥଳକୁ ଆଇକନିକ୍‌ ଡେଷ୍ଟିନେଶନ ମାନ୍ୟତା ଦେଇଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ବିଶ୍ୱପ୍ରସିଦ୍ଧ ପୁରୀ...

ଓଡ଼ିଶୀରେ ତ୍ରିବେଣୀ ସଙ୍ଗମ:କୋଣାର୍କ ଉତ୍ସବର ତୃତୀୟ ସନ୍ଧ୍ୟା

କୋଣାର୍କ,୪ା୧୨(ଡି.ଏନ.ଏ.):କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ଉତ୍ସବର ମଙ୍ଗଳବାର ଥିଲା ତୃତୀୟ ସନ୍ଧ୍ୟା। ଏଥିରେ ପୁରାଣ...

ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ: ବନ୍ଧା ହେଲେ ବିଡିଏ ଏନ୍‌ଫୋର୍ସମେଣ୍ଟ ଇନ୍ସପେକ୍ଟର

ଭୁବନେଶ୍ୱର (ବ୍ୟୁରୋ)/କଟକ ଅଫିସ, ୬।୧୧:ମଙ୍ଗଳବାର ଦିନ ଦ୍ୱିପ୍ରହରରେ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଏନ୍‌ଫୋର୍ସମେଣ୍ଟ ଇନ୍ସପେକ୍ଟର ପୁରୁଷୋତ୍ତମ ଜେନାଙ୍କୁ...

ଜିଲାକୁ ଫାଇଲେରିଆ ମୁକ୍ତ କରିବା ଲକ୍ଷ୍ୟ: ‘ସାମୂହିକ ଔଷଧ ସେବନ ଲାଭଦାୟକ’

ଢେଙ୍କାନାଳ ଅଫିସ, ୯।୮-ଢେଙ୍କାନାଳକୁ ଫାଇଲେରିଆ ମୁକ୍ତ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଗୁରୁବାରଠାରୁ ଆରମ୍ଭ ହୋଇଛି ସାର୍ବଜନୀନ ଔଷଧ ସେବନ କାର୍ଯ୍ୟକ୍ରମ। ଜିଲାପାଳ ଭୂମେଶ...

ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ: ବ୍ଲାକବୋର୍ଡରେ ଲେଖାଗଲା ପ୍ରଶ୍ନ

ଭୁବନେଶ୍ୱର (ବ୍ୟୁରୋ)/ ପୁରୀ ଅଫିସ/ ଗୋପ, (ଡି.ଏନ.ଏ)୨ା୧୧: ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। କିନ୍ତୁ ପ୍ରଥମ ଦିନରେ...

Leave a comment

Your email address will not be published. Required fields are marked *