ପାଟକୁରା ନିର୍ବାଚନ: ଶାନ୍ତି ଶୃଙ୍ଖଳାରେ ଚାଲିଛି ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଚାଲୁରହିଛି। ଦିନ ୧୦ଟା ସୁଦ୍ଧା ଡେରାବିଶ ବ୍ଲକରେ ମତଦାନ ଆଖିଦୃଶିଆ ହୋଇ ନାହିଁ। ସକାଳ ୮ଟାରୁ ବର୍ଷା ହେବାରୁ ମତଦାନ ହାର କମ୍‌ ରହିଥିବା ଜଣାପଡ଼ିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୬% ମତଦାନ ହୋଇଥିଲା।
ପାଟକୁରା ବିଧାନସଭା ପାଇଁ ଆଜି ୧୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେଉଛି। ଏହି ନିର୍ବାଚନମଣ୍ଡଳୀର ୨ ଲକ୍ଷ ୪୪ ହଜାର ୭୪୭ ଭୋଟର ସେମାନଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ କରିବେ।


All Right Reserved By Dharitri.Com

ପରିପୂର୍ଣ୍ଣା ନୃତ୍ୟ ଉତ୍ସବ ‘ନାୟିକା- ୨୦୧୯’: ଆଲୋକା କାନୁନ୍‌ଗୋଙ୍କୁ ‘ପରିପୂର୍ଣ୍ଣା’ ସମ୍ମାନ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଗୁରୁ ଦେବପ୍ରସାଦ ଦାସ ଫାଉଣ୍ଡେଶନ ପକ୍ଷରୁ ତୃତୀୟ ପରିପୂର୍ଣ୍ଣା ନୃତ୍ୟ ଉତ୍ସବ ‘ନାୟିକା-୨୦୧୯’ ମଙ୍ଗଳବାର ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ...

ଭୁବନ ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ବର୍ଷାପାଣି

ଭୁବନ, ୭।୮(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ମଙ୍ଗଳବାର ସନ୍ଧ୍ୟାରେ ଭୁବନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଏହାର ସିଧାସଳଖ ପ୍ରଭାବ ପଡ଼ିଛି ସ୍ବାସ୍ଥ୍ୟସେବା ଉପରେ। ଡାକ୍ତରଖାନାରେ ବର୍ଷାଜଳ ପଶିଛି।...

ବିପଦପୂର୍ଣ୍ଣ ଅବସ୍ଥାରେ ୩୩ କେ.ଭି ଲାଇନ ମରାମତି: ସୁରକ୍ଷା ସରଞ୍ଜାମ ବିନା କାର୍ଯ୍ୟ କରୁଛନ୍ତି ଠିକା ଶ୍ରମିକ

ଯାଜପୁର ରୋଡ,୧।୮(ନି.ପ୍ର): ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକଙ୍କୁ ଆବଶ୍ୟକ ସୁରକ୍ଷା ଉପକରଣ ଯୋଗାଇବା ପାଇଁ ନିୟମ ରହିଛି। କିନ୍ତୁ ନେସ୍କୋ ୟୁନିଟିରେ ଠିକା ଶ୍ରମିକଙ୍କୁ ବିନାସୁରକ୍ଷା...

ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ଡିଜିପି ଅଭୟ

ପୁରୀ ଅଫିସ,୧୩।୧୨: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ସିଂ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ଫେରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା...

ଚାନ୍ଦିପୁର ଆଇଟିଆରରେ ବ୍ୟବହାରିକ ପରୀକ୍ଷଣ:‘ବଂଶୀ’କୁ ଭେଦ କଲା ‘କ୍ୟୁଆର୍‌ଏସ୍‌ଏମ୍‌’

ବାଲେଶ୍ୱର ଅଫିସ, ୪।୮-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ ରେଞ୍ଜ(ଆଇଟିଆର୍‌)ରୁ ଭ୍ରାମ୍ୟମାଣ ଟ୍ରକ ସାହାଯ୍ୟରେ ଭୂପୃଷ୍ଠରୁ ଆକାଶ ମାର୍ଗକୁ ନିକ୍ଷେପ କରାଯାଉଥିବା ‘କ୍ୟୁଆର୍‌ଏସ୍‌ଏମ୍‌’ (କୁଇକ୍‌ ରିଆକଶନ୍‌...

ସରିଲା ବାଲିଯାତ୍ରା: ପୁଣି ଆସନ୍ତା ବର୍ଷକୁ ଅପେକ୍ଷା

କଟକ ଅଫିସ, ୨୧।୧୧: ୯ ଦିନ ଧରି ଚାଲିଥିବା ଐତିହାସିକ କଟକ ବାଲିଯାତ୍ରା ବୁଧବାର ଶେଷ ହୋଇଛି। ଏଥିରେ ୫ ଲକ୍ଷ ଲୋକଙ୍କ ସମାଗମ ହୋଇଥିବାବେଳେ...

ଖାଇବାକୁ ନ ପାଇ ୨ଶିଶୁଙ୍କୁ ହତ୍ୟା କଲା ଆଦିବାସୀ ମା’:  ତଦନ୍ତ ପାଇଁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜ୍ୟରେ କେହି ଗରିବ ରହିବେ ନାହିଁ। ଖାଲି ପେଟରେ କାହାକୁ ରହିବାକୁ ଦିଆଯିବ ନାହିଁ। ସେଥିପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର...

ନକଲି ସୋରିଷ ତେଲ କାରଖାନା ଠାବ, ମାଲିକ ଅଟକ

ଉଦଳା,୮।୧୧(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ଉଦଳା ଥାନା ନାଗପାଳ ୧୨ନଂ ଓ୍ବାର୍ଡରେ ଶୁକ୍ରବାର ପୋଲିସ ଏକ ନକଲି ସୋରିଷ ତେଲ କାରଖାନା ଠାବ କରିଛି। ଏଠାରୁ ୫ହଜାର...

Leave a comment

Your email address will not be published. Required fields are marked *