Posted inUncategorized

ଚଳିତ ବର୍ଷ ରାଜ୍ୟରେ ସ୍ଥାପନ ହେବ ୧ ହଜାର ଗୋବର ଗ୍ୟାସ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ ୧୯୮୪ରୁ ୨୦୧୯ ମଧ୍ୟରେ ୨ ଲକ୍ଷ ୪୪ହଜାର ୫୫୩ ଗୋବର ଗ୍ୟାସ୍‌ ପ୍ଲାଣ୍ଟ ସ୍ଥାପନ ହୋଇଛି। ଚଳିତ ବର୍ଷ ଆହୁରି ୧ ହଜାର ଗୋବର ଗ୍ୟାସ ପ୍ଲାଣ୍ଟ ନିର୍ମାଣ ହେବ। ବିଜୁଳି ଖର୍ଚ୍ଚ କମାଇବା ଲାଗି ୧୧ ଗ୍ରାମର ୧୪୪ଟି ପରିବାରକୁ ସୌରଶକ୍ତି, ମାଗଣାରେ ବିଦ୍ୟୁତ୍‌ ଶକ୍ତି ଯୋଗାଇ ଦିଆଯାଇଛି। କଟକ, ପୁରୀ ଏବଂ ଭୁବନେଶ୍ୱରରେ ବିଦ୍ୟୁତ ଚାଳିତ ଗାଡ଼ି ଚଳାଇବା ପାଇଁ ବୁଝାମଣାପତ୍ର ସ୍ବାକ୍ଷର କରାଯାଇଛି। ଶହେ କିଲୋମିଟର ବ୍ୟବଧାନରେ ଏସବୁ ଗାଡ଼ି ଚଳାଚଳ କରିବ। ଶନିବାର ବିଧାନସଭାରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ବେଳେ ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହି ସୂଚନା ଦେଇଛନ୍ତି।


All Right Reserved By Dharitri.Com

Posted inUncategorized View All

ଏଟିଏମ ଭାଙ୍ଗି ଲୁଟ ଉଦ୍ୟମ

ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଜାର ଅଧିନସ୍ତ ବଜାର ରାନ୍ଦିଆ ବଜାରରେ ଥିବା ଏସବିଆଇ ଏଟିଏମରୁ ଲୁଟ ଉଦ୍ୟମ। କେହି ଦୁର୍ବୃତ୍ତ ଏଟିଏମ୍‌ର ସମ୍ମୁଖ...

ବିଟେକ୍‌ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ରାଞ୍ଚି, ୨୨ା୧୨(ପି.ଟି.): ତିନିବର୍ଷ ପୂର୍ବେ ରାଞ୍ଚିର ଜଣେ ବିଟେକ୍‌ ଛାତ୍ରୀଙ୍କୁ ନିଜ ଘରେ ବଳାତ୍କାର ଓ ହତ୍ୟା କରାଯାଇଥିଲା। ଶନିବାର ଏହି ମାମଲାର ଦୋଷୀ ବିହାରର...

ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ: ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର,୮।୭: ଆତଙ୍କବାଦୀ ସଂଗଠନଗୁଡ଼ିକ ପକ୍ଷରୁ ସୋମବାର ହିଜବୁଲ୍‌ ମୁଜାହିଦ୍ଦିନ୍‌ ସଦସ୍ୟ ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ ପାଇଁ ଯୋଜନା କରାଯାଇଛି। ଏହାକୁ ଦୃଷ୍ଟିରେ ରଖି...

ମହମ୍ମଦ ଆଝାରୁଦ୍ଦିନଙ୍କ ପୁଅଙ୍କ ହାତ ଧରିଲେ ସାନିଆ ମିର୍ଜାଙ୍କ ଭଉଣୀ

ହାଇଦ୍ରାବାଦ,୧୨।୧୨: ଭାରତୀୟ ଟେନିସ ଷ୍ଟାର୍‌ ସାନିଆ ର୍ମିଜାଙ୍କ ସାନ ଭଉଣୀ ଅନମ ମିର୍ଜା ଭାରତର କିମ୍ବଦନ୍ତୀ କ୍ରିକେଟର ତଥା ପୂର୍ବତନ କ୍ୟାପଟେନ ମହମ୍ମଦ ଆଝାରୁଦ୍ଦିନଙ୍କ ପୁଅ...

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୩-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ...

ବାଉରୀଯୋର ପୋଲ ଉପରେ ୭ଫୁଟ ପାଣି: ବୀରମହାରାଜପୁରରୁ ରେଢ଼ାଖୋଲ, ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୧୩।୮(ଡି.ଏନ.ଏ.): ବୀରମହାରାଜପୁର-ରେଢ଼ାଖୋଲ ରାସ୍ତାର ପିତାମହୁଲ ନିକଟ ବାଉରୀଯୋର ପୋଲ ଉପରେ ପ୍ରାୟ ୭ଫୁଟ ପାଣି ଜମି ପ୍ରବାହିତ ହେଉଥିବାରୁ ଉକ୍ତ ବାଟ ଦେଇ ଯାତାୟତ...

ପୁଣି ଜମ୍ମୁ-କଶ୍ମୀରରେ ଗସ୍ତରେ ଗଲେ ଅଜିତ ଡୋଭାଲ

ଶ୍ରୀନଗର,୨୬।୯: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ବୁଧବାର ପୁଣି ଥରେ ଶ୍ରୀନଗରରେ ପହଞ୍ଚିଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ। ଗତ ଦେଢ ମାସ...

ଦିବ୍ୟାଙ୍ଗଙ୍କୁ ସହାୟତା ପାଇଁ ଅଟୋରେ ହୁଣ୍ଡି: ଶହୀଦ ଦିବସରେ ଅଟୋ ଡ୍ରାଇଭର ଟ୍ରଷ୍ଟର ଭିନ୍ନ ପ୍ରୟାସ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ପୁଲଓ୍ବାମା ଶହୀଦଙ୍କ ସ୍ମୃତିରେ ଫେବୃୟାରୀ ୧୪ତାରିଖକୁ ଶହୀଦ ଦିବସ ଭାବେ ପାଳନ କରାଯାଉଛି। ଶୁକ୍ରବାର ଏହି ଦିବସ ପାଳନ ଅବସରରେ ଭାରତ ମହାସଂଘ...

Leave a comment

Your email address will not be published. Required fields are marked *