ଭାଣିଜୀ କାଠଫାଳିଆ ମାଡ଼ରେ ମାମୁଙ୍କ ମୃତ୍ୟୁ: ଭାଣିଜୀ ଗିରଫ

ବାଲେଶ୍ୱର ଅଫିସ,୨୦।୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ସାହାଦା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଣିଜୀ କାଠଫାଳିିଆ ମାଡ଼ରେ ମାମୁଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ମାମୁ ତେଲି ସିଂ(୪୫) ଓ ଭାଣିଜୀ ଗୁରୁବାରି(୩୨)ଙ୍କ ମଧ୍ୟରେ ପାରିବାରିକ କଳହକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଭାଣିଜୀ ମାମୁଙ୍କୁ କାଠଫାଳିଆରେ ଆକ୍ରମଣ କରିଥିଲେ। ତେଲି ଚିତ୍କାର କରିବାରୁ ପରିବାର ଲୋକେ ପହଞ୍ଚି ତାଙ୍କୁ ଉଦ୍ଧାର କରି ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପୋଲିସ ମାମଲା ରୁଜୁ କରିବା ସହ ଭାଣିଜୀଙ୍କୁ ଗିରଫ କରିଛି।


All Right Reserved By Dharitri.Com

ପଶ୍ଚିମ ଓଡ଼ିଶା ଜଳାର୍ଣ୍ଣବ

ଭୁବନେଶ୍ୱର, ୯ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ବିଶେଷ କରି ପଶ୍ଚିମ ଓଡ଼ିଶା ଅଧିକ ପ୍ରଭାବିତ ହୋଇଥିବା ଜଣାପଡ଼ିଛି।...

ଓଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ: ୫୮ ତହସିଲଦାରଙ୍କୁ ବିଡିଓ ନିଯୁକ୍ତି

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି। ୫୮ ଜଣ ତହସିଲଦାରଙ୍କୁ ବିଡିଓ ଭାବେ ନିଯୁକ୍ତି ଦିଆଯିବା ସହିତ ସେମାନଙ୍କୁ...

୫୩ ଛାତ୍ରୀଛାତ୍ରକେ ଝନେ ଶିକ୍ଷକ

  ପାଇକମାଲ, ୨୧।୧ (ଡି.ଏନ.ଏ)- ବରଗଡ଼ ଜିଲା ପାଇକମାଲ ବ୍ଲକ ଜାମସେଠ ପଁଚେତ୍‌ ଖରାମାଲ ପ୍ରାଥମିକ ସ୍କୁଲରେ ୫୩ ଝନ୍‌ ଛାତ୍ରୀଛାତ୍ରକେ ଝନେ ଶିକ୍ଷକ ଅଛନ୍‌।...

ଡିସେମ୍ବର ୭ରୁ ଡଗ୍‌ ଶୋ’: ପ୍ରଥରଥର ପାଇଁ ହେବ ବିଗଲ ସ୍ପେଶିଆଲିଟି

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ଓଡ଼ିଶା କେନେଲ କ୍ଲବ ପକ୍ଷରୁ ପ୍ରତିବର୍ଷ ହେଉଥିବା ଡଗ୍‌ ଶୋ’ ଆସନ୍ତା ଡିସେମ୍ବର ୭ରୁ ଆରମ୍ଭ ହେବ। ୟୁନିଟ୍‌-୬ ବାଳକ ଉଚ୍ଚ ବିଦ୍ୟାଳୟ...

ଶ୍ରୀକ୍ଷେତ୍ରକୁ ଶ୍ରୀହୀନ କରିବାକୁ ଚକ୍ରାନ୍ତ: ବ୍ରଜ ତ୍ରିପାଠୀ

ପୁରୀ ଅଫିସ୍‌,୫।୯:ପୁରୀରେ ଶ୍ରୀମନ୍ଦିର ସୁରକ୍ଷା ସୌନ୍ଦର୍ଯ୍ୟକରଣ ନାଁରେ ଚାଲିଥିବା ଉଚ୍ଛେଦକୁ ଶ୍ରୀକ୍ଷେତ୍ର ସୁରକ୍ଷା ଅଭିଯାନ ବିରୋଧ କରିଛି। ସରକାର ମନମୁଖି ଭାବେ ଏଭଳି ବେଆଇନ କାର୍ଯ୍ୟ...

ଆବାସ ଘରେ ବନ୍ଧା ହେଉଛନ୍ତି ଗୋରୁ, ଛେଳି

ଦଶମନ୍ତପୁର,୪ା୩(ଡି.ଏନ୍‌.ଏ.) – ଗୃହପାଳିତ ପଶୁଙ୍କ ଗୁହାଳ ପାଲଟିଛି ପ୍ରଧାନମନ୍ତ୍ରୀ ଆବାସ। ଦୀର୍ଘ ବର୍ଷ ବିତିଯାଇଥିଲେ ହେଁ ଆବାସ ନିର୍ମାଣ ଶେଷ ନ ହେବାରୁ ବାଧ୍ୟହୋଇ ହିତାଧିକାରୀ...

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରେ ଡା. ରାମଚନ୍ଦାନୀ

ଚିପିଲିମା,୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ମେଡିକାଲ କଲେଜ ଓ ହସ୍ପିଟାଲର ସିନିୟର ରେସିଡେଣ୍ଟ ଡାକ୍ତର ଶଙ୍କର ରାମଚନ୍ଦାନୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରେ...

ଅଷ୍ଟମ ରାଉଣ୍ଡ ସୁଦ୍ଧା ବ୍ରଜରାଜନଗରରେ କିଶୋର ମହାନ୍ତି ଆଗୁଆ

ଲଖନପୁର,୨୩।୫: ଅଷ୍ଟମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବ୍ରଜରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ କିଶୋର ମହାନ୍ତି ଆଗୁଆ ଅଛନ୍ତି। କିଶୋର ୧୭୧୯୧ ଭୋଟ ପାଇଥିବାବେଳେ...

Leave a comment

Your email address will not be published. Required fields are marked *