Posted inଜାତୀୟ

ବନ୍ୟା ପରିସ୍ଥିତିକୁ ନେଇ ମୋଦି ସରକାରଙ୍କୁ ଅନୁରୋଧ କଲେ ତେଜସ୍ବୀ

ପାଟନା.୨୦।୭: ବିହାରରେ ଚଳିତ ବର୍ଷ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଏଠାରେ ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା ବେଳେ ବନ୍ୟା ମୃତ୍ୟୁ ସଂଖ୍ୟା ୮୦ ଛୁଇଁଲାଣି। ଏପରି ସ୍ଥଳେ ଆର୍‌ଜେଡି ନେତା ତେଜସ୍ବୀ ଯାଦବ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅନୁରୋଧ କରି କହିଛନ୍ତି, ବିହାରର ବନ୍ୟା ପରିସ୍ଥିତିକୁ ଜାତୀୟ ବିପତ୍ତି ଘୋଷଣା କରିବା ସହ ୧୦ ହଜାର କୋଟିର ସହାୟତା ପ୍ରଦାନ କରାଯାଉ।


All Right Reserved By Dharitri.Com

ମୋଦିଙ୍କୁ ଭେଟିଲେ ଉଦ୍ଧବ ଠାକରେ ସାଙ୍ଗରେ ଥିଲେ ଆଦିତ୍ୟ

ନୂଆଦିଲ୍ଲୀ,୨୧।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ତାଙ୍କ ପୁଅ ଆଦିତ୍ୟ ଠାକରେ ଶୁକ୍ରବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିଛନ୍ତି। ଉଦ୍ଧବଙ୍କ ଏହି...

କରୋନା ସଂକ୍ରମଣ ରୋକିବାକୁ ସକ୍ଷମ କି କ୍ଲୋରିନ୍‌ ଡାଇଅକ୍ସାଇଡ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ଏପରିସ୍ଥଳେ କେତେକ ଲୋକ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ କରୋନା ସଂକ୍ରମଣଠାରୁ ଦୂରେଇ ରହିବା...

ମନ୍ଦିରରେ ଝିଅ ବାହାକଲେ ମୁସ୍‌ଲିମ୍‌ ଦମ୍ପତି

କାସାରଗଡ଼: କେରଳରେ ଏକ ମୁସ୍‌ଲିମ୍‌ ପରିବାର ଝିଅର ବିବାହ ହିନ୍ଦୁ ପରମ୍ପରା ଅନୁଯାୟୀ କରାଇ ସମାଜ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। କାସାରଗଡ଼ ଜିଲାର...

ଥାପରଙ୍କ ସମେତ ୧୨ ପ୍ରଫେସରଙ୍କୁ ସିଭି ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩ା୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଆଶିଷ ଦତ୍ତ, ଖ୍ୟାତନାମା ବୈଜ୍ଞାନିକ ଆର୍‌. ରାଜାରମଣ ଏବଂ ଐତିହାସିକ ରୋମିଲା ଥାପରଙ୍କ ସମେତ ୧୨ଜଣ ପୂର୍ବତନ...

ବନ୍ଧୁତ୍ୱ ଦିବସରେ ମୋଦିଙ୍କୁ ଟୁଇଟ୍‌ କଲେ ବେଞ୍ଜାମିନ୍‌ ନେତାନ୍ୟାହୁ: ଲେଖିଲେ ଶୋଲେ ଫିଲ୍ମର ‘ ୟେ ଦୋସ୍ତି ହମ୍‌ ନେହିଁ ଛୋଡ଼େଙ୍ଗେ’ ଗୀତର ଧାଡ଼ିଏ

ନୂଆଦିଲ୍ଲୀ,୪।୮: ଅନ୍ତର୍ଜାତୀୟ ବନ୍ଧୁତ୍ୱ ଦିବସରେ ଇସ୍ରାଏଲ୍‌ ରାଷ୍ଟ୍ରପତି ବେଞ୍ଜାମିନ୍‌ ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏହି ବନ୍ଧୁତା ଆଗାମୀ ଦିନରେ...

ସାରା ଦେଶ ହେଉ ମଦମୁକ୍ତ: ନୀତୀଶ

ପାଟନା,୧୭।୨: ବିହାର ପରେ ଏବେ ସାରା ଦେଶକୁ ମଦ ମୁକ୍ତ କରିବାକୁ ଚାହୁଁଛନ୍ତି ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଗୋଟିଏ ପଟେ ମଦମୁକ୍ତକୁ ବିରୋଧୀ ଅସଫଳ...

ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼

ଶ୍ରୀନଗର,୪।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଶ୍ରୀନଗରର ହରି ସିଂ ରୋଡ୍‌ଠାରେ ଆତଙ୍କବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି। ଗ୍ରେନେଡ୍‌ ମାଡ଼ରେ ଜଣେ...

ଜଣେ ପୂର୍ବତନ ବିଧାୟକଙ୍କ ଜୀବନ ଗାଥା

କାନପୁର: ମନ୍ଦିର-ମସ୍‌ଜିଦକୁ ନେଇ ଆମ ଦେଶରେ ଅନେକ ବିବାଦ ଦେଖାଦିଏ। କିନ୍ତୁ ଈଶ୍ୱର ମନ୍ଦିର କି ମସ୍‌ଜିଦରେ ନାହାନ୍ତି , କର୍ମ ଓ ସଂସ୍କାରରେ ଅଛନ୍ତି...

Leave a comment

Your email address will not be published. Required fields are marked *