Posted inଜାତୀୟ

ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ: ମୃତ୍ୟୁସଂଖ୍ୟା ୧୦୦ ଟପିଲା

ଗୁଆହାଟୀ, ୨୧ା୭(ପି.ଟି.) : ଆସାମ୍‌ରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ ଖେଳାଇଛି। ଶନିବାର ଏଥିରେ ପୁଣି ୪ ଜଣଙ୍କ ଜୀବନ ଯାଇଥିବାବେଳେ ମୃତ୍ୟୁସଂଖ୍ୟା ୧୦୧ରେ ପହଞ୍ଚିଛି। ଉଦଲ୍‌ଗୁଡ଼ିି, ବାକ୍‌ସା, ଗୋଲାଘାଟ୍‌ ଓ କର୍ବି ଆଙ୍ଗ୍‌ଲଙ୍ଗ୍‌ରେ ଜଣେ ଲେଖାଏ ମୃତ୍ୟୁବରଣ କରିଥିବା ଏନ୍‌ଏଚ୍‌ଏମ୍‌(ଜାତୀୟ ସ୍ବାସ୍ଥ୍ୟ ମିଶନ) ବୁଲେଟିନ୍‌ରେ କୁହାଯାଇଛି। ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ପଜିଟିଭ୍‌ ମାମଲା ଏବେ ୪୩୯ରେ ପହଞ୍ଚିଛି। ରାଜ୍ୟରେ ଏଇଏସ୍‌(ଆକ୍ୟୁଟ୍‌ ଏନ୍‌ସେଫାଲାଇଟିସ୍‌) ଓ ଜେଇ(ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌) ରୋଗକୁ ମିଶାଇ ଗତ ଜାନୁୟାରୀ ମାସରୁ ଏପର୍ଯ୍ୟନ୍ତ ୨୨୨ ଲୋକଙ୍କ ଜୀବନ ଯାଇଥିବା ଏନ୍‌ଏଚ୍‌ଏମ୍‌ ଦର୍ଶାଇଛି।


All Right Reserved By

ବିହାରରେ ବନ୍ୟା ବିତ୍ପାତ: ଭୋକ ବିକଳରେ ମୂଷା ଖାଉଛନ୍ତି ଲୋକେ

ପାଟନା,୧୬।୭: ବିହାରରେ ବିନ୍ୟା ବିତ୍ପାତ ଦେଖିବାକୁ ମିଳିଛି। ବନ୍ୟା ଯୋଗୁ ରାଜ୍ୟରେ ୨୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବା...

ଶକ୍ତି ପରୀକ୍ଷାରେ ୟେଦୁରପ୍ପା ପାସ୍‌: ଗୃହରେ ଭଏସ୍‌ ଭୋଟ୍‌; ବିରୋଧୀ ଦାବୀ କଲେ ନି ଭୋଟିଂ

ବେଙ୍ଗାଲୁର୍‌,୨୯।୭: କର୍ନାଟକ କ୍ଷମତା ଦଖଲ ଡ୍ରାମା ଶେଷ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ବିଧାନସଭାରେ ଆସ୍ଥା ଭୋଟ୍‌ରେ ବିଜୟୀ ହୋଇଛନ୍ତି। ବାଚସ୍ପତି କେ. ଆର୍‌....

ଲୋକ ସଭା ନିର୍ବାଚନ ପରେ ଘୋଷଣା ହେବ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ

ମୁମ୍ବାଇ,୨୫।୪: ଆସନ୍ତା ମେ’ରେ ଲୋକ ସଭା ନିର୍ବାଚନ ଥିବାରୁ ଏହାପରେ ୬୬ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାଁ ଘୋଷରା କରାଯିବ ବୋଲି ବୁଧବାର...

ରାହୁଲ-ରାଜ୍ୟପାଳ ବାକ୍‌ଯୁଦ୍ଧ

ନୂଆଦିଲ୍ଲୀ,୧୪ା୮: ଜମ୍ମୁ-କଶ୍ମୀର ଗସ୍ତ କରିବାକୁ ଚାହୁଁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ବାକ୍‌ଯୁଦ୍ଧ ଜୋରଧରିବାରେ ଲାଗିଛି। ଜମ୍ମୁ-କଶ୍ମୀରରେ ଲୋକେ ମରୁଥିବାବେଳେ...

୩୭୦ ଉଚ୍ଛେଦକୁ ହୁଡାଙ୍କ ସମର୍ଥନ

ରୋହତକ୍‌,୧୯ା୮(ଆଇଏଏନ୍‌ଏସ୍‌): ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବା ପରେ ଏହାକୁ ନେଇ କଂଗ୍ରେସରେ ଭିନ୍ନମତ ପ୍ରକାଶ ପାଇବାରେ ଲାଗିଛି। ଦଳର ବରିଷ୍ଠ ନେତା ତଥା ହରିୟାଣାର ପୂର୍ବତନ...

ମୁମ୍ବାଇ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ମିଲିନ୍ଦ ଦେଓରା

ମୁମ୍ବାଇ,୭।୭: କିଛିଦିନ ତଳେ କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ଏବେ ଯେମିତି ଦେଶରେ କଂଗ୍ରେସର ସ୍ଥିତି ଭୁଷୁଡି ପଡିବା ଭଳି...

ସିବିଆଇରେ ହାଜର ହେଲେନି ରାଜୀବ କୁମାର

କୋଲକାତା,୨୭।୫: କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାର ସୋମବାର ସିବିଆଇରେ ହାଜର ହୋଇ ନ ଥିବା ଜଣାପଡ଼ିଛି। ସକାଳ ୧୦ଟାରେ ତାଙ୍କୁ ହାଜର ହେବାକୁ...

କଶ୍ମୀର ନୁହେଁ, ଏବେ କେବଳ ପିଓକେ: ପାକିସ୍ତାନକୁ ରାଜନାଥଙ୍କ ଚରମବାଣୀ

କାଲ୍‌କା, ୧୯ା୮(ପି.ଟି./ଆଇଏଏନ୍‌ଏସ୍‌) :ଆତଙ୍କବାଦ ଉପରେ ଲଗାମ ନ ଲଗାଇବା ଯାଏ ପାକିସ୍ତାନ ସହ ଆଲୋଚନା ସମ୍ଭବ ନୁହେଁ। ଯଦି ଆଗକୁ କଥାବାର୍ତ୍ତା ହୁଏ ତାହା କେବଳ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *