ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୫୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୪୫୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୩,୩୬୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୦୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୭୦ ଏବଂ ଖୋର୍ଦ୍ଧାରୁ ୬୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ବୌଦ୍ଧରୁ ୪୯, ନବରଙ୍ଗପୁର ୨୦, ବରଗଡ଼ ୧୯, କଳାହାଣ୍ଡି ୧୯, ସୋନପୁର ୧୪, ଝାରସୁଗୁଡ଼ା ୧୩, କଟକ ୧୧, ବାଲେଶ୍ୱର ୭, ଯାଜପୁର ୭, କେନ୍ଦ୍ରାପଡ଼ା ୭, ନୟାଗଡ଼ ୭, ପୁରୀ ୭, ଗଜପତି ୬, କୋରାପୁଟ ୬, କନ୍ଧମାଳ ୪, ରାୟଗଡ଼ା ୪, ଭଦ୍ରକ ୨, ଗଞ୍ଜାମରୁ ୨ ଏବଂ ଜଗତସିଂହପୁରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୧୪।


Enter your email to get our daily news in your inbox.

All Right Reserved By Dharitri.Com

ମାରାଥନ ପ୍ରଚାରରେ ବିଜେଡି ମେୟର ପ୍ରାର୍ଥୀନୀ: ବସ୍ତି ଭୋଟରଙ୍କ ଉପରେ ଫୋକସ୍‌

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନ ପାଇଁ ଏବେ ଲଢେଇ ଜୋର୍‌ଦାର ହେବା ଆରମ୍ଭ ହୋଇଯାଇଛି। ପ୍ରଥମ ଥର ମେୟର ନିର୍ବାଚନ ପାଇଁ ସିଧାସଳଖ...

ପୁରୀ ବେଳାଭୂମିରେ ବୃହତ୍‌ ଥ୍ରୀଡି ବାଲୁକା ସାନ୍ତା କ୍ଲଜ: ଗୋ ଗ୍ରୀନ୍‌ର ବାର୍ତ୍ତା ଦେଇଛନ୍ତି ସୁଦର୍ଶନ

ପୁରୀ ଅଫିସ, ୨୪ା୧୨: ପବିତ୍ର ବଡ଼ଦିନ ଅବ୍ୟବହିତ ପୂର୍ବରୁ ମଙ୍ଗଳବାର ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପ୍ରସ୍ତୁତ କରିଛନ୍ତି...

ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି

କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍‌ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ...

ସମ୍‌ ଅଲ୍ଟିମେଟ୍‌ ମେଡିକେୟାର ଲୋକାର୍ପିତ; ସ୍ବାସ୍ଥ୍ୟସେବାରେ ଓଡ଼ିଶାବାସୀଙ୍କୁ ବିଶେଷ ସହାୟକ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧।୩(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ଦ୍ୱାରା ଶନିବାର ଅତ୍ୟାଧୁନିକ ସମ୍‌ ଅଲ୍ଟିମେଟ୍‌ ମେଡିକେୟାର(ସମ୍ମମ୍‌) ଲୋକାର୍ପିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ନବୀନ ପଟ୍ଟନାୟକ,...

ସ୍ବାମୀଙ୍କୁ ହତ୍ୟା ଘଟଣା: ସ୍ତ୍ରୀ ସହ ପ୍ରେମିକ ଗିରଫ

ବୁଗୁଡ଼ା,୩୧ା୧୦(ଡି.ଏନ.ଏ.)-ବୁଗୁଡ଼ା ସହର ବାଲିପିଣ୍ଡି ବନ୍ଧ ନିକଟ ଦଳିତ ସାହିରେ ଗୁରୁବାର ରାତିରେ ପ୍ରେମିକଙ୍କ ସହ ମିଶି ସ୍ତ୍ରୀ ସ୍ବାମୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି...

ବନ୍ଦ ପ୍ରକୋଷ୍ଠରୁ ୨ ଶିଶୁ ଉଦ୍ଧାର

ପରଜଙ୍ଗ, ୨୮।୧(ଡି.ଏନ.ଏ.): ପାଳିତ ମା’ବାପାଙ୍କ ଦ୍ୱାରା ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ୨ କୋମଳମତି ଶିଶୁଙ୍କୁ ବନ୍ଦ ପ୍ରକୋଷ୍ଠରୁ ଉଦ୍ଧାର କରିଛି ଢେଙ୍କାନାଳ ଜିଲା ପରଜଙ୍ଗ...

ଭିକ୍ଷା ମାଗିଲେ ସ୍ବାଧୀନ ପୌରାଧ୍ୟକ୍ଷା ପ୍ରାର୍ଥିନୀ

ସୁନ୍ଦରଗଡ,୧୩।୩(ଡି.ଏନ୍‌.ଏ.): ପୌର ନିର୍ବାଚନ ପାଇଁ ସୁନ୍ଦରଗଡ଼ରେ ଧିରେ ଧିରେ ପ୍ରାର୍ଥତ୍ନୀ ପ୍ରାର୍ଥୀମାନଙ୍କର ପ୍ରଚାର ଜମିବା ଆରମ୍ଭ କଲାଣି। ପୌରାଧ୍ୟକ୍ଷା ପଦବୀ ସମେତ ୧୯ଟି ଓ୍ବାର୍ଡର ପ୍ରାର୍ଥୀମାନେ...

ଅନ୍ତର୍ଜାତୀୟ ଧଳାବାଡ଼ି ଦିବସ:ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ ପ୍ରକ୍ରିୟା ସରଳୀକରଣ ହେବ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ରାଜ୍ୟର ୩୦ଟି ଯାକ ଜିଲାରେ ସମନ୍ବିତ ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପ୍ରତିଷ୍ଠା କରାଯିବା ସହ ଭିନ୍ନକ୍ଷମଙ୍କୁ ପ୍ରମାଣପତ୍ର ପ୍ରଦାନ ପ୍ରକ୍ରିୟାକୁ ସରଳୀକରଣ କରାଯିବ। ଅନ୍ତର୍ଜାତୀୟ...

Advertisement
Archives

Model This Week