Posted inଜାତୀୟ

ତ୍ରିପୁରା ଦେଇ ଭାରତ ଆସିବାକୁ ଉଦ୍ୟମ କରୁଛନ୍ତି ରୋହିଙ୍ଗ୍ୟା

ଅଗରତାଲା,୨୧।୭: ମ୍ୟାନମାରରୁ ବାଂଲାଦେଶ ଆସିଥିବା ରୋହିଙ୍ଗ୍ୟା ଶରଣାର୍ଥୀମାନେ ଏବେ ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି। ବାଂଲାଦେଶ ସୀମାକୁ ଲାଗିଥିବା ତ୍ରିପୁରା ଦେଇ ଏମାନେ ଅନୁପ୍ରବେଶ ଉଦ୍ୟମ କରିଛନ୍ତି। ତ୍ରିପୁରା ସୀମାଦେଇ ପ୍ରାୟ ୨ ଜଣ ପୁରୁଷ, ୫ ମହିଳା ଓ କେତେଜଣ ଶିଶୁ ରୋହିଙ୍ଗ୍ୟା ଶରଣାର୍ଥୀ ଭାରତ ପ୍ରବେଶ ପାଇଁ ଉଦ୍ୟମ କରୁଥିବା ବେଳେ ସୀମା ସୁରକ୍ଷା ବାହିନୀ ଏମାନଙ୍କ ଯୋଜନାକୁ ପଣ୍ଡ କରିଦେଇଛି। ବିଏସ୍‌ଏଫ୍‌ର ଉପ ମହାନିରିକ୍ଷକ ସିଏଲ୍‌ ବେଲଓ୍ବା କହିଛନ୍ତି, ଏମାନେ ଗୁରୁବାର ଅଗରତାଲାରୁ ପ୍ରାୟ ୫୦ କିଲୋମିଟର ଦୂର ସିପାହିଜାଲା ଜିଲା ଦେଇ ଭାରତ ପ୍ରବେଶ ପାଇଁ ଉଦ୍ୟମ କରୁଥିବା ବେଳେ ବିଏସ୍‌ଏଫ୍‌ ଯବାନମାନେ ସେମାନଙ୍କୁ ପ୍ରବେଶ କରାଇ ଦେଇ ନାହାଁନ୍ତି।


All Right Reserved By

ମୋଦିଙ୍କ ନବରତ୍ନରେ ସ୍ଥାନ ପାଇବେ କିଏ?

ନୂଆଦିଲ୍ଲୀ, ୨୭।୫: ମେ ୩୦ରେ ଦେଶର ୧୭ତମ ଲୋକ ସଭାର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେବେ। ତେବେ ମୋଦିଙ୍କ ରବରତ୍ନ ମନ୍ତ୍ରିମଣ୍ଡଳରେ କିଏ...

ବିବାଦରେ ହନି ସିଂ: ‘ମଖନା’ ଗୀତକୁ ନେଇ ମାମଲା ରୁଜୁ

ଚଣ୍ଡିଗଡ଼,୯।୭: ର଼୍ୟାପ୍‌ ଗାୟକ ହନି ସିଂ ପୁଣି ବିବାଦ ଘେରକୁ ଚାଲିଆସିଛନ୍ତି। ମୋହାଲିରେ ତାଙ୍କ ବିରୋଧରେ ବିଭିନ୍ନ ଧାରାରେ ମାମଲା ରୁଜୁ କରାଯାଇଛି। ହନି ସିଂଙ୍କ...

ପ୍ରତି ମାସରେ ୨୬ ପ୍ରତିଶତ ହ୍ରାସ ପାଉଛି ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୩।୪: ସମ୍ପ୍ରତି ଦେଶରେ ନିଯୁକ୍ତି ସୁଯୋଗ କ୍ଷେତ୍ରରେ ଅଭିବୃଦ୍ଧି ହାର ନୈରାଶ୍ୟ ଜନକ ରହିଛି। ପ୍ରତି ମାସରେ ୨୬ ପ୍ରତିଶତ ନିଯୁକ୍ତି ସୁଯୋଗ ହ୍ରାସ ପାଇବାରେ...

ଆମେରିକାରୁ ଚାକିରି ଛାଡି ଗାଁରେ ସରପଞ୍ଚ ହେଲେ ଭକ୍ତି ଶର୍ମା: ଶହେ ପ୍ରଭାବଶାଳୀ ମହିଳାଙ୍କ ମଧ୍ୟରେ ଜଣେ

ଭୋପାଳ,୯।୬: ମଧ୍ୟ ପ୍ରଦେଶର ବରଖେଡି ଅବଦୁଲ୍ଲା ଗ୍ରାମ ପଞ୍ଚାୟତ ଏବେ ସମସ୍ତଙ୍କ ପାଇଁ ଉଦାହରଣ ପାଲଟି ଯାଇଛି। କାରଣ ଏଠାରେ ସରକାରୀ ଯୋଜନାର କିପରି ଉପଯୋଗ...

ବିବାଦ ସତ୍ତ୍ୱେ ବିଜୟୀ

ନୂଆଦିଲ୍ଲୀ,୨୫ା୫(ପି.ଟି.):ନିର୍ବାଚନ ପ୍ରଚାର ବେଳେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ଭାଜପା ପ୍ରାର୍ଥୀ ପ୍ରଜ୍ଞାସିଂ ଠାକୁର ଏବଂ ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌...

ଶାହଙ୍କ ନେତୃତ୍ୱରେ ଭାଜପା ଲଢ଼ିବ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ନିର୍ବାଚନ

ନୂଆଦିଲ୍ଲୀ,୧୪।୮: ଚଳିତ ବର୍ଷ ଶେଷରେ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ଆଦି ୩ ରାଜ୍ୟର ବିଧାନସଭା ନିର୍ବାଚନ ହେବ। ଏହି ନିର୍ବାଚନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ...

ବିଦେଶୀ ଅଭଯୋଗରେ ଅଟକ ଥିବା ସେନା ଅଧିକାରୀଙ୍କୁ ମିଳିଲା ଜାମିନ

ଗୁଆହାଟି,୭।୬: ପୂର୍ବତନ ସେନା ଅଧିକାରୀ ତଥା କାରଗିଲ ଯୁଦ୍ଧର ଭେଟେରାନ୍‌ ମହମ୍ମଦ ସାନାଉଲ୍ଲାଙ୍କୁ ଗୁଆହାଟି ହାଇକୋର୍ଟ ସୋମବାର ଜାମିନ ପ୍ରଦାନ କରିଛନ୍ତି। ସେ ଭାରତୀୟ ନାଗରିକ...

ତାପ୍ତି ନଦୀର ଜଳସ୍ତର ବୃଦ୍ଧି ଯୋଗୁ ଖୁସି ମନାଇଲେ ଲୋକେ

ବେତୁଲ,୮।୮: ମଧ୍ୟପ୍ରଦେଶର ବେତୁଲରେ ବହିଯାଇଛି ତାପ୍ତି ନଦୀ। ଚଳିତ ବର୍ଷାରେ ଏହାର ଜଳସ୍ତର ବୃଦ୍ଧି ପାଇଥିବାରୁ ଏଠାକାର ଲୋକେ ଖୁସି ମନାଇଛନ୍ତି। ତେବେ ଦୀର୍ଘ ୩...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *