ଅଧିକାରୀ ବିଳମ୍ବରେ ଆସିଲେ ସରକାରୀ ଗାଡ଼ି ପ୍ରତ୍ୟାହାର

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ବରିଷ୍ଠ ଅଧିକାରୀଙ୍କୁ ଉଚ୍ଚ ଶିକ୍ଷା ବିଭାଗର କଡ଼ା ତାଗିଦ। ଏଣିକି ବିଳମ୍ବରେ ଅଫିସ୍‌ ଆସିଲେ ମିଳୁଥିବା ସରକାରୀ ଗାଡ଼ି ସୁବିଧାକୁ ପ୍ରତ୍ୟାହାର କରାଯିବ। ଏନେଇ ଉଚ୍ଚଶିକ୍ଷା ବିଭାଗର ସଚିବ ଶାଶ୍ୱତ ମିଶ୍ର ବିଭାଗୀୟ ଅଧିକାରୀଙ୍କୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ଅଫିସ୍‌ ଆସିବା ପାଇଁ ପୂର୍ବାହ୍ନ ୧୦ଟା ସମୟ ରହିଛି। ଅତି ଜରୁରୀ ପରିସ୍ଥିତିରେ କେହି ସାଢ଼େ ୧୦ଟା ପର୍ଯ୍ୟନ୍ତ ବିଳମ୍ବରେ ଆସିପାରନ୍ତି। ଅଧଘଣ୍ଟା ସମୟ ଛାଡ଼ କରାଯାଇଛି। କିନ୍ତୁ ଅନେକ ବରିଷ୍ଠ ଅଧିକାରୀ ସାଢ଼େ ୧୦ଟା ପରେ ଆସୁଛନ୍ତି। ଏପରି କି ଅଫିସ୍‌ ଯିବା ଆସିବା ପାଇଁ ସରକାରୀ ଗାଡ଼ି ଦିଆଯାଇଥିଲେ ମଧ୍ୟ ଅନେକ ଅଧିକାରୀ ବିଳମ୍ବରେ ଅଫିସ୍‌ ଆସୁଛନ୍ତି। ତେଣୁ ଅଗଷ୍ଟ ପହିଲାରୁ ଯଦି ଅଧିକାରୀମାନେ ବିଳମ୍ବରେ ଆସନ୍ତି, ତେବେ ସେମାନଙ୍କଠାରୁ ଗାଡ଼ି ପ୍ରତ୍ୟାହାର କରି ନିଆଯିବ ବୋଲି ବିଭାଗ ପକ୍ଷରୁ ଏକ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ-ହାତୀ ସଂଘର୍ଷ ପ୍ରଶମନକୁ ସୁଦୃଢ଼ କରିବା ପାଇଁ ପ୍ରୟାସ

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡରେ କେନ୍ଦୁଝରର ଡିଏଫ୍‌ଓ ଧନରାଜ ଏଚ୍‌ଡିଙ୍କ ଅଧ୍ୟକ୍ଷତାରେ ମଣିଷ-ହାତୀ ସଂଘର୍ଷ ପ୍ରଶମନ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା…

ଭୋ ଭୋ ହୋଇ କାନ୍ଦିଲେ ଆନ୍ନା ହଜାରେ: ଅସୁସ୍ଥ ଥିବା ସତ୍ତ୍ୱେ..

ମୁମ୍ବାଇ,୨୩।୭:ବରିଷ୍ଠ ସମାଜସେବୀ ଆନ୍ନା ହଜାରେ ଏକ ନୀରବ ପ୍ରତିବାଦ ସମୟରେ ଭୋ ଭୋ ହୋଇ କାନ୍ଦିଛନ୍ତି। ମହାରାଷ୍ଟ୍ରର ଶିରିଡିରେ ଏକ ନୀରବ ପ୍ରତିବାଦ ଆୟୋଜନ କରାଯାଇଥିଲା। ଦିଲ୍ଲୀରେ…

ଫାଷ୍ଟ ଟ୍ରାକ କୋର୍ଟ ଗଠନକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ଉପରେ ଆସିଲା CJPର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ପାଇଁ ଦାୟୀ ଲୋକଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ-ଟ୍ରାକ କୋର୍ଟ ଗଠନ କରାଯିବ। ସେ…

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

Dharmendra Pradhan Love Story: ରାଜନୀତି ପଛରେ ଲୁଚିଥିବା ପ୍ରେମ କାହାଣୀ! ମଞ୍ଚରୁ ଆରମ୍ଭ ହୋଇଥିଲା….

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ପ୍ରତି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ସାଜିଛନ୍ତି । ତାଙ୍କ ରାଜନୈତିକ ଯାତ୍ରା ସହିତ, ତାଙ୍କ ବ୍ୟକ୍ତିଗତ ଜୀବନର…

ମୋତେ ଚୁମ୍ବନ ଦେଇ… କରଣଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସାନଭି ତଲୱାର ଅଭିନେତା କରଣ କୁନ୍ଦ୍ରାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ‘ୟେ କହାନ ଆ ଗୟେ ହମ’ ଟିଭି ଶୋ’ର ଶୁଟିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri