ଭୁବନେଶ୍ୱରରେ ବଢ଼ୁଛି କରୋନା ସଂକ୍ରମଣ: ଚିହ୍ନଟ ହେଲେ ଆଉ ୪୬ ସଂକ୍ରମିତ; ମୋଟ ଆକ୍ରାନ୍ତ ସଂଖ୍ୟା ୫ଶହ ଟପିଲା

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜଧାନୀରେ ବୁଧବାର ଆଉ ୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୨୪ ଲୋକାଲ୍‌ କେସ୍‌ ରହିଛି। ଏନେଇ ଅପରାହ୍ନରେ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ସହରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୫୨୫ ହୋଇଛି। ସେଥିରୁ ୨୯୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୨୨ ଆକ୍ଟିଭ୍‌ କେସ୍‌ ରହିଛି। ୭ଜଣଙ୍କ ମୃତ୍ୟୁ ଘଟିଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ କଡ଼ା କଟକଣା: ଗ୍ରୀନ କରିଡରରେ ଆସିଲେ ଗର୍ଭବତୀ

କଟକ ଅଫିସ୍‌, ୪ା୪- ସଟ୍ ଡାଉନରେ ଫସିଥିବା ଜଣେ ଗର୍ଭବତୀଙ୍କୁ ତୁରନ୍ତ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ପୋଲିସ ପ୍ରସ୍ତୁତ କରିଥିଲା ଗ୍ରୀନ କରିଡର ।...

ଦେବଗଡ଼ ଝିଅଙ୍କୁ ମିଳିଲା ସ୍ବର୍ଣ୍ଣ

ଦେବଗଡ଼,୧୨ା୧୦(ଡି.ଏନ.ଏ):ରାଜସ୍ଥାନର ଜୟପୁର ସ୍ଥିତ ମାଲବ୍ୟ ନ୍ୟାଶ୍‌ନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଏନ୍‌ଆଇଟି)ର ଏମ୍‌. ଟେକ୍‌ ଛାତ୍ରୀ ଶାଶ୍ୱତୀ ନନ୍ଦ ମେଟ୍ରୋଲୋଜି ଓ ମାଟେରିଆଲ ଇଞ୍ଜିନିୟରିଂ ବିଭାଗରେ...

ଭାରରେ ନେବାବେଳେ ପ୍ରସବ

ଟିକିରି,୩୦ା୧୦(ଡି.ଏନ୍‌.ଏ.): ପକ୍କାରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଆସିପାରିଲାନାହିଁ । ଗର୍ଭବତୀଙ୍କୁ ଭାରରେ ବୋହି ନେବାବେଳେ ଅଧାବାଟରେ ପ୍ରସବ କରିଛନ୍ତି। ରାୟଗଡ଼ା ଜିଲା କାଶୀପୁର ବ୍ଲକ...

ଦୁଇଗୁଣା ଟୋଲ୍‌ ଫି, ଶ୍ରଦ୍ଧାଳୁଙ୍କୁ ଶୋଷଣ

ଢେଙ୍କାନାଳ,୧୮ା୭(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସକୁ ଶ୍ରାବଣ ମାସରେ ଜଳଲାଗି ପାଇଁ ଆସୁଥିବା ଶ୍ରଦ୍ଧାଳୁମାନଙ୍କଠାରୁ ଦୁଇଗୁଣା ଟୋଲ୍‌ ଫି ଆଦାୟ କରାଯାଉଛି। ଏପରି କି...

ତେଣ୍ଡା ଗାଁରେ ବିକାଶ ଅପହଞ୍ଚ

କପ୍ତିପଦା,୨୪ା୮(ଡି.ଏନ୍‌.ଏ.)- କପ୍ତିପଦା ବ୍ଲକ୍‌ର ଆଦିବାସୀ ଅଧ୍ୟୁଷିତ କଳମଗଡ଼ିଆ ପଞ୍ଚାୟତ ଅନ୍ତର୍ଗତ ତେଣ୍ଡା ଗ୍ରାମ ଅପହଞ୍ଚ ଇଲାକା ପାଲଟିଛି। ପ୍ରଶାସନ କିମ୍ବା ରାଜନେତାଙ୍କ ପାଦ ପଡୁ ନ...

ସ୍ୟାଟ୍‌କୁ ନେଇ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଜଣିକିଆ ଖଣ୍ଡପୀଠରେ ହେବ ମାମଲାର ଶୁଣାଣି

କଟକ ଅଫିସ, ୬।୧୨ :ସ୍ୟାଟ୍‌(ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ) ଉଚ୍ଛେଦ ଉପରେ କେନ୍ଦ୍ର ମୋହର ଲଗାଇବା ପରେ ଏହା ଏକପ୍ରକାର ଅଚଳ ହୋଇପଡ଼ିଛି। ସ୍ୟାଟ୍‌ରେ ଅଚଳାବସ୍ଥା ଯୋଗୁ ଏଠାରେ...

ସ୍ଥିତି ଅଣାୟତ୍ତ: ରେକର୍ଡ ଭାଙ୍ଗୁଛି କରୋନା

ନୂଆଦିଲ୍ଲୀ,୧୩।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। କରୋନା...

ଅପରାହ୍ନରେ କୋଭିଡ୍‌ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ରାଜ୍ୟରେ କୋଭିଡ ସ୍ଥିତି ସମୀକ୍ଷା କରିବେ । ଏ ନେଇ ସାଢ଼େ ୫ଟାରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା...

Advertisement
Archives

Model This Week