ବରଗଡ଼ରୁ ୪୬ ନୂଆ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୮ହଜାର ଟପିଲା

ବରଗଡ଼ ଅଫିସ,୧୯।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଜିଲାରୁ ପୁଣି ୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରୁ ୬ ଝଣ ରହିଥିବା ବେଳେ ବରଗ ବ୍ଲକର ୬, ଅତାବିରା ବ୍ଳକର ୨, ଅତାବିରା ଏନ୍‌ଏସିର ୨, ପଦ୍ମପୁର ବ୍ଲକର ୯, ପଦ୍ମପୁର ଏନ୍‌ଏସିର ୫, ସୋହେଲା ବ୍ଲକର ୨, ଭଟଲି ବ୍ଲକର ୨, ଅମ୍ବାଭୋନା ବ୍ଳକର ୫,, ବିଜେପୁର ବ୍ଲକର ୩, ଗାଇସିଲେଟ ବ୍ଲକର ୧, ବରପାଲି ବ୍ଳକର ୩ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୦୪୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୫ଜଣକର ମୃତ୍ୟୁ ଘଟିଥିବା ବେଳେ ୭୩୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅନ୍ୟ ଆକ୍ରାନ୍ତମାନେ ବିଭିନ୍ନ କୋଭିଡ୍‌ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସିତ ହେଉଥିବା ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରଣା ଦେଉଛି ଅସମ୍ପୂର୍ଣ୍ଣ ରାସ୍ତା, ଡ୍ରେନ

ବାସୁଦେବପୁର,୮।୫(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ସହର ଏକ ପୁରାତନ ବ୍ୟବସାୟିକ ପେଣ୍ଠସ୍ଥଳ। ହେଲେ ସହରର ବିଭିନ୍ନ ସମସ୍ୟା ସହରବାସୀ ଏବଂ ବ୍ୟବସାୟୀଙ୍କୁ ଯନ୍ତ୍ରଣା ଦେଉଛି। ଧାମରା-ଜାମୁଝାଡ଼ି...

ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ଚିକିତ୍ସା ଦାୟିତ୍ୱ ନେଲା ପ୍ରଶାସନ

ମାଲକାନଗିରି,୧୯।୧୦(ଡି.ଏନ୍‌.ଏ.) : ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ସର୍ଗିଗୁଡ଼ା ଗ୍ରାମର ଜଣେ ଗରିବ ଆଦିବାସୀ ଝିଅ ଚମ୍ପା କାଲାକୁରା ଇଚ୍ଛାମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀ ନବୀନ...

ମିଲିଟାରୀ ଗୁଇନ୍ଦା ସ୍କାନରରେ ଦଲାଲ

ଗୋପାଳପୁର,୨୫ା୩-ଆଗାମୀ ଦିନରେ ସୈନ୍ୟ ବାହିନୀରେ ଲୋୟର ଡିଭିଜନ କ୍ଲର୍କ (ଏଲଡିସି)ରେ ଚାକିରି କରାଇଦେବା ନାଁରେ ଠକେଇ କରିଥିବା ଅଭିଯୋଗରେ ଗତ ୨୦ ତାରିଖରେ ଜନୈକ ଯୁବକଙ୍କୁ...

ଘରଘର ବୁଲି ପିଡିଏସ୍‌ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ

ବନ୍ତ,୮ା୪(ନି.ପ୍ର.): କରୋନା ଲକ୍‌ଡାଉନ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପିଡିଏସ୍‌ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା...

ଭାଙ୍ଗିଦେଲେ ୬ ଘର

ଚମ୍ପୁଆ,୧୭ା୧(ଡି.ଏନ.ଏ): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ୍‌ରେ ହାତୀ ଉପଦ୍ରବ ନିୟମିତ ଭାବେ ଲାଗି ରହିଛି। କେତେବେଳେ ଗୋଟିକିଆ ହାତୀ ତାଣ୍ଡବ କରୁଛି ତ କେତେବେଳେ ହାତୀ...

ଜୁନାଗଡ଼ରୁ ଭୁବନେଶ୍ୱରକୁ ଗଡ଼ିଲା ସ୍ବତନ୍ତ୍ର ଟ୍ରେନ: ଅରୁଣ ଜେଟଲୀଙ୍କ ବିୟୋଗ ଯୋଗୁ ବାତିଲ ହେଲା ଉଦ୍‌ଘାଟନୀ ଉତ୍ସବ

ଜୁନାଗଡ଼,୨୫।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ଠାରୁ ଭୁବନେଶ୍ୱରକୁ ଶନିବାର ସ୍ବତନ୍ତ୍ର ଟ୍ରେନ୍‌ ଚାଲିଛି। ଅପରାହ୍ନ ସାଢେ ୪ଟାରେ ଜୁନାଗଡ଼ ରୋଡ-ଭୁବନେଶ୍ୱରକୁ ଏକ୍ସପ୍ରେସ ଟ୍ରେନ(ନଂ.୧୮୪୩୭-୧୮୪୩୮) ଯାତ୍ରା ଆରମ୍ଭ କରିଥିଲା।...

ଥମୁନି ହାତୀ ଉପଦ୍ରବ

ଔପଦା, ୨୯।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକର ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମ ସନ୍ନିକଟ ପଶ୍ଚିମାଘାଟି ରାସ୍ତା ନିକଟସ୍ଥ ଅଞ୍ଚଳରେ କୁଲଡ଼ିହା ହାତୀପଲ ତାଣ୍ଡବ ଚଳାଇଛନ୍ତି। ସନ୍ଧ୍ୟା...

ସ୍ବାସ୍ଥ୍ୟକେନ୍ଦ୍ରରେ ସରପଞ୍ଚଙ୍କ ପୁଅ ତାଲା ପକାଇବା ଘଟଣା : ଏହାକୁ ବିରୋଧ କରି ଗ୍ରାମବାସୀଙ୍କ ଧାରଣା

ବାହାନଗା, ୨୮।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବିଷ୍ଣୁପୁର ଗ୍ରାମର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ଶୁକ୍ରବାର ଅପରାହ୍ନରେ ସରପଞ୍ଚଙ୍କ ପୁଅ ଓ ତାଙ୍କର ଜଣେ ସାଙ୍ଗ...

Advertisement
Archives

Model This Week