ଫାସଟ୍ୟାଗ୍ସ ଦ୍ୱାରା ଟୋଲ ସଂଗ୍ରହରେ ୪୬ ପ୍ରତିଶତ ବୃଦ୍ଧି…

ନୂଆଦିଲ୍ଲୀ,୨୪।୧ : ଫାସଟ୍ୟାଗ୍ସ ମାଧ୍ୟମରେ, ଗତ କିଛି ବର୍ଷ ମଧ୍ୟରେ ଟୋଲ ସଂଗ୍ରହରେ ବୃଦ୍ଧି ଘଟିଛି । ୨୦୨୧ ବର୍ଷ ତୁଳନାରେ, ୨୦୨୨ରେ ଟୋଲ ସଂଗ୍ରହରେ ୪୬ ପ୍ରତିଶତ ବୃଦ୍ଧି ଘଟିଛି। ୨୦୨୧ ମସିହାରେ ସଂଗ୍ରହ ପରିମାଣ ୩୪,୭୭୮ କୋଟି ଥିଲା, ଯାହା ୨୦୨୨ ମସିହାରେ ୫୦,୮୫୫ କୋଟି ଟଙ୍କାକୁ ବୃଦ୍ଧି ପାଇଥିଲା।

ଗତ ବର୍ଷ ଡିସେମ୍ବରରେ, ନ୍ୟାଶନାଲ ଟୋଲ ପ୍ଲାଜାରେ ହାରାହାରି ଦୈନିକ ଆୟ ୧୩୪.୪୪ କୋଟି ଏବଂ ୨୪ ଡିସେମ୍ବରରେ ଏହା୧୪୪.୧୯ କୋଟି ଥିଲା, ଯାହାକି ଗୋଟିଏ ଦିନରେ ସର୍ବାଧିକ ସଂଗ୍ରହ ଥିଲା। ସେହିଭଳି,ଫାସଟ୍ୟାଗ୍ସ ଟ୍ରାଞ୍ଜାକଶନରେ ୨୦୨୧ରୁ ୨୦୨୨ ମସିହାରେ ୪୮ ପ୍ରତିଶତ ବୃଦ୍ଧି ଘଟିଥିଲା। ୨୦୨୧ ରେ ଏହି କାରବାର ୨୧୯ କୋଟି ଥିଲାବେଳେ ୨୦୨୨ରେ ଏହା ୩୨୪ କୋଟି ହୋଇଥିଲା। ଏପର୍ଯ୍ୟନ୍ତ ୬.୪ କୋଟି ଫାସଟ୍ୟାଗ୍ସ ଜାରି କରାଯାଇଛି। ୨୦୨୧ ମସିହାରେ, ମୋଟ ୯୨୨ ଟୋଲ ପ୍ଲାଜା ଏଥିରେ ସାମିଲ ହୋଇଥିବାବେଳେ ଉପରେ ଆଧାରିତ ହୋଇଥିବାବେଳେ ୨୦୨୨ ରେ ଏହା ୧,୧୮୧କୁ ବୃଦ୍ଧି ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri