ରାଜଧାନୀରେ ୪୬୦ ସ୍କୁଲ ବସ୍‌ରେ ଫିଟ୍‌ନେସ୍‌ ନାହିଁ

ଭୁବନେଶ୍ୱର,୨୦ା୩: ଭୁବନେଶ୍ବରରେ ୪ଶହ ୬୦ଟି ସ୍କୁଲ ବସ୍‌ରେ ଫିଟ୍‌ନେସ୍‌ ନାହିଁ। ବିନା ଫିଟନେସ୍‌ରେ ପିଲାଙ୍କୁ ନେବା ଆଣିବା କରୁଛି ସ୍କୁଲ ବସ୍‌। ଭୁବନେଶ୍ବରରେ ୧୪୮୪ ସ୍କୁଲ ବସ୍‌ ପଞ୍ଜୀକୃତ ହୋଇଥିବାବେଳେ ସେଥିରୁ ୪୬୦ର ଫିଟ୍‌ନେସ୍‌ ନାହିଁ। ବିଧାନସଭାରେ ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ଉତ୍ତର ରଖିଛନ୍ତି।

ଗୁରୁବାର ବିଧାନସଭା ଅଧିବେଶନ ଆରମ୍ଭ ହେବା ମାତ୍ରେ କଂଗ୍ରେସ ବିଧାୟକ ହୋ-ହଲ୍ଲା କରିଥିଲେ। ଫଳରେ ବାଚସ୍ପତି ଗୃହକୁ ମୁଲତବୀ ରଖିଥିଲେ। ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୋକ ପ୍ରସ୍ତାବ ଆଗତ କରିବା ପରେ, ଗୃହରେ ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ । ତେବେ ଏହାପରେ କଂଗ୍ରେସ ବିଧାୟକ  ପ୍ରତିବାଦ କରିଥିଲେ।

ନାରୀ ସୁରକ୍ଷା ଦାବି କରି ବିଧାୟକମାନେ ହଟ୍ଟଗୋଳ କରିବା ସହ ପୋଡିୟମ ତଳେ ନାରାବାଜି କରିଥିଲେ । ବିଧାନସଭା ଭିତରେ ହୁଇସିଲ୍ ବଜେଇ ପ୍ରତିବାଦ କରିଥିଲେ କଂଗ୍ରେସ ବିଧାୟକ । ବାଚସ୍ପତି ବାରମ୍ବାର ହୁଇସିଲ୍ ବଜାଇବା ବନ୍ଦ କରିବାକୁ ମନା କରିଥିଲେ ବି, ବିଧାୟକମାନେ ହୁଇସିଲ୍ ବଜାଇବା ବନ୍ଦ କରି ନ ଥିଲେ । ଯାହାପରେ ବାଚସ୍ପତି ଗୃହକୁ ମଧ୍ୟାହ୍ନ ୧୨ ଟା ଯାଏ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ।…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri