ଉଡିବାକୁ ଥିବା ବିମାନର ପଙ୍ଖା ଉପରେ ଚଢିଗଲେ ଯୁବକ

ଲାଗୋସ,୨୧।୭: ନାଇଜେରିଆ ସମାଚାର ଏଜେନ୍ସିର ସୂଚନା ଅନୁଯାୟୀ, ଶୁକ୍ରବାର ମୁର୍ତଲା ମହମ୍ମଦ ଅନ୍ତରାଷ୍ଟ୍ରୀୟ ବିମାନ ବନ୍ଦରରେ ଅଜମାନ ଏୟାର ଲାଇନ୍ସର ଏକ ବିମାନ ଉଡିବା ଲାଗି କ୍ଲିଅରାନ୍ସକୁ ଅପେକ୍ଷା କରିଥିଲା। ଏହି ସମୟରେ ଜଣେ ବ୍ୟକ୍ତିି ଉକ୍ତ ବିମାନର ପଙ୍ଖା ଉପରେ ଚଢି ଯାଇଥିବା ନଜର ଆସିଥିଲା। ତେବେ ବିମାନଟି ଉଡିବାକୁ ଥିବା ବେଳେ ଏହି ଅଜଣା ବ୍ୟକ୍ତି ଜଣକ ରନଓ୍ବେକୁ ଆସିଯିବା ଦେଖି ପାଇଲଟ ବିମାନର ଇଞ୍ଜିନକୁ ବନ୍ଦ କରି ଦେଇଥିଲେ। ଏହାପରେ ଉକ୍ତ ବ୍ୟକ୍ତି ବିମାନର ପଙ୍ଖା ଉପରେ ଚଢିଯିବା ସହ ବିମାନ ମଧ୍ୟକୁ ପ୍ରବେଶ ଉଦ୍ୟମ କରିଥିବା ଦେଖାଯାଇଥିଲା। ବିମାନରେ ଥିବା ଯାତ୍ରୀ ଡରି ଯାଇଥିବା ବେଳେ ଜଣେ ବ୍ୟକ୍ତି ଏହାର ଭିଡିଓ କରି ସୋସିଆଲ ମିଡିଆର ପୋଷ୍ଟ କରିବାରୁ ଏବେ ଏହା ଭାଇରାଲ ହେବାରେ ଲାଗିଛି।


All Right Reserved By Dharitri.Com

୨୪ ଘଣ୍ଟାରେ ୩୧ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି ସିରିଆ ବିଦ୍ରୋହୀ: ରୁଷିଆ

ମସ୍କୋ,୧୭।୮: ଗତ ୨୪ ଘଣ୍ଟା ମଧ୍ୟରେ ସିରିଆ ବିଦ୍ରୋହୀ ୩୧ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି। ଏନେଇ ଶନିବାର ରୁଷିଆ ସୈନ୍ୟ ବାହିନୀ ପକ୍ଷରୁ ସୂଚନା...

ବିମାନ କ୍ୟାବିନ୍‌ରେ ହଠାତ୍‌ ଧୂଆଁମୟ ହେବାରୁ ଭୟଭୀତ ହୋଇଗଲେ ଯାତ୍ରୀ

ମାଡ୍ରିଡ,୬।୮: ବ୍ରିଟ୍ରିଶ ଏୟାରଓ୍ବେଜ୍‌ର ଏକ ବିମାନ ଲଣ୍ଡନରୁ ସ୍ପେନ ଯାଉଥିବା ବେଳେ ଇଞ୍ଜିନରେ ନିଅଁ। ଲାଗିବାରୁ ବିମାନ ଭିତରେ ହଠାତ୍‌ ଧୂଆଁମୟ ହୋଇଯାଇଥିଲା। ଏହାପରେ ସ୍ପେନର...

ମୋଦି-ଗୁଟେରେସ୍‌ ଆଲୋଚନା

ବିଆରିଜ୍‌,୨୬ା୮(ପି.ଟି./ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ଏହି ଅବସରରେ ସେ ଜାତିସଂଘ ମହାସଚିବ...

ଲକ୍‌ଡାଉନ ଯୋଗୁ ୭୦ଲକ୍ଷ ଅନିଚ୍ଛାକୃତ ଗର୍ଭଧାରଣ ସମ୍ଭବ !

ଓ୍ବାଶିଂଟନ,୧।୫: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ବିଶ୍ୱରେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ଏହା ଯଦିଓ ପ୍ରକୃତି ଉପରେ ଭଲ ପ୍ରଭାବ ପକାଇଛି, ଅନ୍ୟ ଦିଗରେ...

ବାଗଦାଦ୍‌ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍‌: ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି

ଓ୍ବାଶିଂଟନ,୩।୧: ଆମେରିକା ଇରାକ୍‌ର ବାଗଦାଦ୍‌ ବିମାନ ବନ୍ଦରରେ ଏୟାର ଷ୍ଟ୍ରାଇକ୍‌ କରିବା ପରେ ଏବେ ଏହାର ପ୍ରଭାବ ଅଶୋଧିତ ତୈଳ ବଜାରରେ ପଡ଼ିଛି। ଏହାଯୋଗୁ ଏସିଆ...

କରୋନା ୫୦ କୋଟି ଲୋକଙ୍କୁ ଗରିବ କରିପାରେ

ଲଣ୍ଡନ,୧୦।୪: କରୋନା ଭାଇରସ୍‌ ଏବେ ପୃଥିବୀର ୨୦୯ ରାଷ୍ଟ୍ରକୁ ବ୍ୟାପି ୮୩ ହଜାରରୁ ଅଧିକ ଲୋକଙ୍କ ଜୀବନ ନେଇ ସାରିଲାଣି। ଏହା ବିଶ୍ୱ ଅର୍ଥନୀତି ଉପରେ...

ସେନା ଶିବିର ଉପରେ ମିଶାଇଲ୍‌, ଡ୍ରୋନ ଆକମଣ: ୮୦ ମୃତ

ଦୁବାଇ,୧୯।୧: ୟେମେନର ମରିବରେ ଥିବା ମିଲିଟାରୀ କ୍ୟାମ୍ପ ଉପରେ ଆତଙ୍କବାଦୀଙଞ୍କ ପକ୍ଷରୁ ମିସାଇଲ ଏବଂ ଡ୍ରୋନ ମାଡ ହୋଇଛି। ନମାଜ ପାଠବେଳେ ଏହି ଆମଣ କରାଯାଇଥିଲା।...

ମାରିଅମ ଥ୍ରେସିଆ ସନ୍ଥ ଘୋଷିତ

ଭାଟିକାନ୍‌ ସିଟି, ୧୪ା୧୦ : ଭାରତୀୟ ନନ୍‌ ମାରିଅମ୍‌ ଥ୍ରେସିଆ ଓ ଅନ୍ୟ ୪ ଜଣଙ୍କୁ ପୋପ୍‌ ଫ୍ରାନ୍ସିସ୍‌ ସନ୍ଥ ଭାବେ ଘୋଷଣା କରିଛନ୍ତି। ରବିବାର...

Leave a comment

Your email address will not be published. Required fields are marked *